ବିପିଏଲ୍ ପିଲାଙ୍କୁ ବିନା ଦେୟରେ ମିଳିବ ଇଂଲିଶ ମିଡିୟମ ଶିକ୍ଷା
ଭୁବନେଶ୍ୱର, (ଅସମାପିକା ସାହୁ)/ ବୌଦ୍ଧ, ୨୦।୨(ଅଜିତ କୁମାର ବାରିକ):ବୌଦ୍ଧ ଜିଲା ଲୁଣିବାହାଲଠାରେ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ ଅଫ୍ ସୋସିିଆଲ ସାଇନ୍ସେସ(କିସ୍)-ବୌଦ୍ଧ ଇଂଲିଶ ମିଡିୟମ ସ୍କୁଲର ସୋମବାର ଉଦ୍ଘାଟନ ହୋଇଯାଇଛି। ଏଥିସହିତ ୧୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲର ଭୂମି ପୂଜନ ହୋଇଛି। ମୁଖ୍ୟ…
ପୁଣି ବନ୍ଦ ହେଲା ‘କାର୍ ଖାନା’
ଭୁବନେଶ୍ୱର, ୨୦।୨ (ବନ୍ଦନା ସେଠୀ):ପୁଣି ଥରେ ବନ୍ଦ ହେଲା ‘କାର୍ଖାନା’। ଆଇଜି ପାର୍କ ରାସ୍ତାକଡ଼ରେ କାର୍ରେ ଖାଦ୍ୟ ଆଣି ବିକ୍ରି କରି ଚର୍ଚ୍ଚାକୁ ଆସିଥିଲେ ଦୁଇ ଯାଆ ରଶ୍ମିତା ଓ ନେହା ପାଣିଗ୍ରାହୀ। କମ୍ ଦାମ୍ରେ ଘରୋଇ ତଥା ଭଲ ଖାଦ୍ୟ…
ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ: ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ
କଣ୍ଟାବାଞ୍ଜି,୨୦।୯: ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କୁ ହତ୍ୟା ଧମକ ଘଟଣାର ପ୍ରତିବାଦରେ ମଙ୍ଗଳବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଇଛି। ସକାଳ ୬ ଟାରୁ ସେ ୬ ଯାଏ ୧୨ ଘଣ୍ଟିଆ ଜିଲା ବନ୍ଦ ଡାକରା ଦିଆଯାଇଛି। ନଗର କଂଗ୍ରେସ…
ମାଟ୍ରିକ୍ ପରୀକ୍ଷା ଆରମ୍ଭ: ପ୍ରଥମଥର ପାଇଁ ଏଆଇର ହେବ ଉପଯୋଗ
ଭୁବନେଶ୍ୱର,୨୦।୨: ଚଳିତବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ରହିଛି। ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ପ୍ରବେଶ ଉପରେ ରୋକ ଲଗାଯାଇଥିବାବେଳେ ପରିଚାଳନା ବ୍ୟବସ୍ଥାକୁ ପୂର୍ବାପେକ୍ଷା ଅଧିକ କଡ଼ାକଡ଼ି କରାଯାଇଛି। ସକାଳ…
‘ଲୋକଙ୍କ ଇଚ୍ଛାରୁ ଲକ୍ଷ୍ମୀ ଯୋଜନା’: ଆଉ ୫ ଜିଲାରେ ଲକ୍ଷ୍ମୀ ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ସୋମବାର ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଉକ୍ତ ୫ ଜିଲାର ୭୦୦ ପଞ୍ଚାୟତରେ ୨୦୫ ବସ୍ ଚଳାଚଳ ଆରମ୍ଭ କରିଛି।…
ଆଜିଠୁ ମାଟ୍ରିକ୍ ପରୀକ୍ଷା: ସହଯୋଗ କରିବେ ଶିକ୍ଷକ
ଭୁବନେଶ୍ୱର,୨୦ା୨ (ଅସମାପିକା ସାହୁ):ଚଳିତବର୍ଷର ମାଟ୍ରିକ୍, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେଉଛି।ପରୀକ୍ଷାରେ ମାଧ୍ୟମିକ ଶିକ୍ଷକମାନେ ସହଯୋଗ କରିବେ। ଦୀର୍ଘଦିନର ଆନ୍ଦୋଳନକୁ ସ୍ଥଗିତ ରଖି ପରୀକ୍ଷା ପରିଚାଳନାରେ ସହଯୋଗ କରିବା ନେଇ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)…
ବିନାନୁମତିରେ ବଦଳିପାରିବନି ଆପାର୍ଟମେଣ୍ଟ ମାଲିକ ସଂଘ ବାଇ-ଲ
ଭୁବନେଶ୍ୱର,୨୦ା୨(ଅନିଲ ଦାସ):ବହୁ ପ୍ରତୀକ୍ଷା ପରେ ଆପାର୍ଟମେଣ୍ଟ ମାଲିକମାନଙ୍କୁ ସୁରକ୍ଷା ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଆଇନ-୨୦୨୩ କାର୍ଯ୍ୟକାରୀ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ରାଜ୍ୟରେ ଥିବା ୮ଟି ଉନ୍ନୟନ କର୍ତ୍ତୃପକ୍ଷ (ଡେଭେଲପ୍ମେଣ୍ଟ ଅଥରିଟି) ଅଞ୍ଚଳ…
୨୧ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ
ଭୁବନେଶ୍ୱର,୨୦।୨(ସୁନିତ୍ ମିଶ୍ର): ବିଜେଡି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର…
ବାରବାଟୀ-କଟକ ଆସନ ପାଇଁ ବିଜେଡିର ୫ ମୁହଁ
କଟକ, ୨୦ା୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିରୁ ପ୍ରାର୍ଥୀ ହେବେ ବୋଲି ଜୋରଦାର ଆଲୋଚନା ହେଉଥିଲା। ତାଙ୍କୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଥିବାରୁ କଟକରେ ରାଜନୈତିକ ପାଣିପାଗ ବଦଳିଛି। ଶାସକ…
ଲଢ଼ିବେନି ଦେବେନ୍ଦ୍ର, ଝିଅ ପାଇଁ ବାଟ ଛାଡ଼ିଲେ
ଆଳି,୨୦ା୨(ବନମାଳୀ ସେନାପତି): ୨୦୨୪ ସାଧାରଣ ନିର୍ବାଚନକୁ ନେଇ ଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନୀ ଉଷ୍ମତା ଦେଖାଦେଲାଣି। ଆଳିର ପୂର୍ବତନ ବିଧାୟକ ତଥା କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମା ଚଳିତ ଥର ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ତାଙ୍କ ବଦଳରେ…
ବିଧାୟକ ପ୍ରାର୍ଥୀ ହେଲେ ବିରୋଧ ଥୟ
କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀକୁ ଦେଖିଲେ ୨୦୦୯ରେ ସୀମା ପୁନର୍ନିଦ୍ଧାରଣ ହେବାଠାରୁ ଏଠାରେ କୌଣସି ନେତା ଦ୍ୱିତୀୟ ଥର ଜିତିପାରି ନାହାନ୍ତି। ତଫସିଲଭୁକ୍ତ ଜନଜାତିଙ୍କ ପାଇଁ ସଂରକ୍ଷିତ ଏହି ଆସନରୁ ୨୦୦୯ରେ କଂଗ୍ରେସର ରାଜେନ୍ଦ୍ର କୁମାର ଛତ୍ରିଆ,…
ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ କାନ୍ଧ ଦେବାକୁ ଆସିଲେନି
କୁଚିଣ୍ଡା,୨୦ା୨(ବିରଞ୍ଚତ୍ ଦର୍କା)- ସ୍ବାଧୀନତାର ୭୭ବର୍ଷ ପରେ ବି ମଣିଷ ଅନ୍ଧବିଶ୍ୱାସରୁ ନିଜକୁ ମୁକଳାଇପାରି ନାହିଁ। ଝିଅମାନେ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’ଙ୍କ ମୃତଦେହକୁ ଜାତିଭାଇ ଛୁଇଁଲେ ନାହିଁ କି କାନ୍ଧଦେବାକୁ ଆସିଲେନି। ଶେଷରେ ଟ୍ରଲି ରିକ୍ସାରେ ମୃତଦେହ ମଶାଣିକୁ ଗଲା।…
Archives


