ରାଜ୍ୟ

ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷରେ ପହଞ୍ଚାଇବାକୁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ରାଜ୍ୟପାଳ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର): ଇତିହାସ ଓ ପ୍ରାଚୀନ ଜ୍ଞାନକୁ ନେଇ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରସ୍ତୁତ ହୋଇଛି। ଏହି ମର୍ମରେ ଯୁବ ପ୍ରତିଭା ଓ ସଂସାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷସ୍ତରରେ ପହଞ୍ଚାଇବା ପାଇଁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭିତରି ମେଣ୍ଟ ନାହିଁ: ପ୍ରଦୀପ ପୁରୋହିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ମେଣ୍ଟକୁ ନେଇ ଯେଉଁ ପ୍ରକ୍ରିୟା ଚାଲିଥିଲା, ଭାଜପାର ହଜାର ହଜାର କାର୍ଯ୍ୟକର୍ତ୍ତା ଅସନ୍ତୁଷ୍ଟ ଥିଲେ। ଏଥର ଭାଜପା ଡବଲ ଇଞ୍ଜିନ ସରକାର ଗଢ଼ିବ, କାହିଁକି ମେଣ୍ଟ କରିବାକୁ ଯାଉଛନ୍ତି ବୋଲି ସାଧାରଣ ଜନତା ମଧ୍ୟ ପ୍ରଶ୍ନ କରିଥିଲେ। କୌଣସି…

ପ୍ରଦୀପ ପାଣିଗ୍ରାହୀ ବନାମ ଭୃଗୁ ବକ୍ସିପାତ୍ର, ବ୍ରହ୍ମପୁରରେ ସମ୍ମାନର ଲଢେଇ ଲଢ଼ିବେ ବିଜେଡି-ଭାଜପା

ଭୁବନେଶ୍ୱର,୮।୪: ଓଡ଼ିଶାରେ ଆଗାମୀ ସାଧାରଣ ଏବଂ ଲୋକ ସଭା ନିର୍ବାଚନରେ ଶାସକ ଦଳ ବିଜେଡି ଏବଂ ଭାଜପା ପ୍ରାୟ ସମସ୍ତ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିବା ସହିତ ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ପରସ୍ପରକୁ କଡ଼ା ଟକ୍କର ଦେବାକୁ ପ୍ରସ୍ତୁତ…

ପୁଣି ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପାଇଲେ ବୀର ବିକ୍ରମ ଯାଦବ

ଭୁବନେଶ୍ୱର,୮।୪: ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର…

ପ୍ରାର୍ଥତ୍ତ୍ୱ ପରିବର୍ତ୍ତନ ନ ହେବାରୁ ଭାଜପାରୁ ଇସ୍ତଫା ଦେଲି

ଜି.ଉଦୟଗିରି,୮ା୪(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବିଧାନସଭା ଭାଜପା ପ୍ରାର୍ଥୀ ଭାବେ ମାନଗୋବିନ୍ଦ ପ୍ରଧାନଙ୍କ ନାମ ଘୋଷଣା ହେବାପରେ ତାଙ୍କୁ ବିରୋଧ କରି ଦଳରେ ଅସନ୍ତୋଷ ଲାଗି ରହିଥିଲା। ୩ଦିନ ତଳେ ଦଳୀୟ କର୍ମକର୍ତ୍ତାମାନେ ଏକାଠି ହୋଇ ଖବରଦାତା ସମ୍ମିଳନୀ କରି ପ୍ରାର୍ଥୀ ପରିବର୍ତ୍ତନ…

ବାହାରିଆ ପ୍ରାର୍ଥୀ କହି ହେଉଛି ବିରୋଧ

ବ୍ରଜରାଜନଗର,୭ା୪(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ସକାଶେ ୩ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇସାରିଛି। ତିନି ଦଳର କର୍ମୀଙ୍କୁ ବାଦ୍‌ ଦେଲେ ଅନ୍ୟ କେତେକ ସଚେତନ ନାଗରିକ ତିନି ପ୍ରାର୍ଥୀଙ୍କୁ ବାହାରିଆ କହି ବିରୋଧ…

ଏପ୍ରିଲ୍ ସୁଦ୍ଧା ଓଡ଼ିଶାର ବିଭିନ୍ନ ଜଙ୍ଗଲର ୮,୦୦୦ ସ୍ଥାନରେ ଲାଗିଛି ନିଆଁ

ଭୁବନେଶ୍ୱର,୮।୪: ଏପ୍ରିଲ୍ ୭ ପର୍ଯ୍ୟନ୍ତ ସୁଦ୍ଧା ଓଡ଼ିଶାର ପ୍ରାୟ ୮,୦୦୦ ସ୍ଥାନରେ ଜଙ୍ଗଲ ନିଆଁ ଲାଗିଛି। ଏଥିସହ ପ୍ରାୟ ୯୯.୫ ପ୍ରତିଶତ ନିଆଁ ସଫଳତାର ସହ ଆୟତ୍ତ କରାଯାଇଛି। ପିସିସିଏଫ୍ ଦେବଦତ୍ତ ବିଶ୍ୱାଳ ସୋମବାର ସୂଚନା ଦେଇଛନ୍ତି ଯେ କାଳବୈଶାଖୀ ଏବଂ…

ଚାରି ମାସ ତଳେ ଘର ଛାଡ଼ି ଚାଲି ଆସିଥିଲେ, ପ୍ରେମିକ ହତ୍ୟା କରି ନଦୀରେ ପକାଇଦେଲା

ଭୁବନେଶ୍ୱର,୮।୪: ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ। ପ୍ରେମିକାକୁ ହତ୍ୟା କରି ଦୟା ନଦୀରେ ପକାଇଦେଲା ପ୍ରେମିକ। ସୋମବାର ଧଉଳି ଥାନା ଅନ୍ତର୍ଗତ ଦୟା ନଦୀ କୂଳରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର। ପ୍ରାରମ୍ଭିକ ରିପୋର୍ଟ ଅନୁଯାୟୀ ହତ୍ୟା ପରେ ପ୍ରେମିକ ଯୁବତୀଙ୍କ ମୃତଦେହକୁ…

କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେଡି ବିଧାୟକ

କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ସଦର ବିଜେଡି ବିଧାୟକ ସୁବର୍ଣ୍ଣ ନାୟକ ତାଙ୍କ ସ୍ତ୍ରୀଙ୍କ ସହିତ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଂଗ୍ରେସରେ ଯୋଗ ଦେଇଛନ୍ତି। ଏହି ଅବସରରେ ତାଙ୍କର ବହୁ ସମର୍ଥକ ମଧ୍ୟ କଂଗ୍ରେସରେ ସାମିଲ ହୋଇଥିଲେ। ପୂର୍ବତନ ପିସିସି…

ଦୁଇ ଜିଲାରେ ଏସ୍‌ପି ବଦଳାଇଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର,୮।୪: ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ସୋମବାର ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ନୂତନ ଏସ୍‌ପି ଭାବରେ ନିଯୁକ୍ତ କରିଛନ୍ତି। ସେହିପରି ଆୟୋଗ ଡକ୍ଟର ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁର ଏସପି ଭାବରେ ମଧ୍ୟ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ପୂର୍ବତନ ଖୋର୍ଦ୍ଧା ଏସପି ଯୁଗଳ…

ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୮।୪: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ…

ପୁଅକୁ ଭୋଟ୍‌ ଦେବା ପାଇଁ କହିବି: ସୁର

ଭୁବନେଶ୍ୱର,୮ା୪: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କୁ ଦଳ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍‌ ଜାରି ହୋଇଛି। ଏଷନଇ ସୁର ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୁଁ ଅନ୍ୟ ଦଳ ପାଇଁ ପ୍ରଚାର କରିନାହିଁ। ମରିବା ପର୍ଯ୍ୟନ୍ତ କଂଗ୍ରେସରେ ହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri