ରାଜ୍ୟ

ଚିପ୍‌ସ ପ୍ୟାକେଟ୍‌ରେ ଲୁଚିଛି ମୃତ୍ୟୁ: ୨ ମାସରେ ଗଲାଣି ୩ ଶିଶୁଙ୍କ ଜୀବନ, ଖୁବ୍‌ଶୀଘ୍ର ସରକାର…

ଭୁବନେଶ୍ୱର,୧୯ା୧(ତ୍ରିନାଥ ମହାନ୍ତି): ଖାଦ୍ୟ ସହ ଖେଳ ଖେଳୁଛନ୍ତି ଚିପ୍‌ସ କମ୍ପାନୀ। ବେପାର ବଢାଇବା ପାଇଁ ଚିପ୍‌ସ ପ୍ୟାକେଟ୍‌ ଭିତରେ ଛୋଟ ଖେଳନା, ବେଲୁନ ଆଦି ବିଭିନ୍ନ ପ୍ରକାର ଜିନିଷ ପୂରାଇ ପିଲାଙ୍କୁ ଆକୃଷ୍ଟ କରୁଛନ୍ତି। ଖାଦ୍ୟ ସହ ଖେଳନା ଖାଇ କୋମଳମତି…

ସେବା ଓ ସମର୍ପଣର ବହ୍ନିଶିଖା ପାର୍ବତୀ ଗିରି

ଆଜି ସ୍ବାଧୀନତାର ଅମୃତ ଲଗ୍ନରେ ଯେତେବେଳେ ଆମେ ଅଶ୍ରୁତ ବୀରାଙ୍ଗନାମାନଙ୍କ କଥା ମନେପକାଉଛୁ, ଶହେ ବର୍ଷ ତଳେ ଜନ୍ମଲାଭ କରିଥିବା ମହୀୟସୀ ପାର୍ବତୀ ଗିରିଙ୍କ ନାମ ସ୍ବତଃ ହୃଦୟ ଦର୍ପଣରେ ପ୍ରତିବିମ୍ବିତ ହେଉଛି। ସ୍ଥାନ, କାଳ, ପାତ୍ର, ଲିଙ୍ଗ ଭେଦରୁ ଉପରକୁ…

ସରକାରଙ୍କ ଉପରେ ବର୍ଷିଲା ସରପଞ୍ଚ ମହାସଂଘ, କହିଲା ଆମ ହକ୍‌ ପାଇଁ ଆମେ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶା ରାଜ୍ୟ ସରପଞ୍ଚ ମହାସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ରାଣୀଦୁର୍ଗା କଲ୍ୟାଣମଣ୍ଡପଠାରେ କନ୍ଧମାଳ ଜିଲା ସଭାପତି ରୋହିତ କହଁରଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବୈଠକ ଆରମ୍ଭରୁ ଥଣ୍ଡା ପାଗରେ ସୃଷ୍ଟି ହୋଇଥିଲା ଗରମ…

ଦିନେ ପର୍ଯ୍ୟଟନ କ୍ଷେତ୍ରର କରିଥିଲେ ବିକାଶ, ଆଜି ପର୍ଯ୍ୟଟକ ଭାବେ ଦାରିଙ୍ଗବାଡ଼ି ବୁଲିଲେ ପୂର୍ବତନ ବିଡିଓ, ପୁରୁଣା ଦିନକୁ…

ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀରର ଥଣ୍ଡାର ମଜା ନେବାକୁ ଛୁଟିଦିନ ରବିବାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଦାରିଙ୍ଗବାଡ଼ିର ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟ ସମେତ ହିଲଭିୟୁ ପାର୍କ, କଫି ବଗିଚା, କିସୁବାଡ଼ି ଜଳପ୍ରପାତ, ଡ଼ୁଲୁରୀ ପାଇନ ବଣ, ମିଡିୟୁାନ୍ଦା ଜଳପ୍ରପାତ,ସନ ସେଟ୍‌…

ଶୀତ, କୁହୁଡ଼ି ଭିତରେ ଖରାତାତିକୁ ଅନୁଭବ କରିବେ ଲୋକେ

ଭୁବନେଶ୍ୱର, ୧୯ା୧ (ବନ୍ଦନା ସେଠୀ): ରାଜ୍ୟରେ ପଶ୍ଚିମାଝଡ଼ ପ୍ରଭାବରେ ବଢିବ ରାତି ତାପମାତ୍ରା। ଶୀତ, କୁହୁଡ଼ି ସାଙ୍ଗକୁ ଖରାତାତିକୁ ଅନୁଭବ କରିବେ ଲୋକେ। ଏବେ ବି ଥଣ୍ଡା ପ୍ରକୋପ ଜାରି ରହିଛି। ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରେକର୍ଡ…

ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…

ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ…

କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…

ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁ ଜଣକ ହେଲେ, ସୟାଁ କେନାଲ ପଡାର ଡାକ୍ତର ବରିହାଙ୍କ ପୁଅ ଅଜିତ…

ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ

ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ ଅବକାରୀ ବିଭାଗ ଏବଂ ପୋଲିସ ସୁରକ୍ଷା ବାହିନୀର ମିଳିତ ଉକ୍ତ ଥାନା…

ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…

କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଖ ଜୋନ ଜିଲ୍ଲା ପରିଷଦ ସଭ୍ୟ ରହିଥିବା ବେଳେ ଗତ ଜିଲ୍ଲା ପରିଷଦ ନିର୍ବାଚନରେ…

୭୬ତମ କୁର୍ଶୁଲା ମକରମେଳା ଉଦଯାପିତ; ଚଣ୍ଡୀଙ୍କ ପୀଠରେ ପଡିଲା ବଳି, ୨କୋଟିରୁ…

କର୍ଲାମୁଣ୍ଡା,୧୮ା୧ (ପ୍ରଦୀପ କୁମାର ସାହୁ):  କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲା ସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରରେ ଚାଲୁଥିବା ୭୬ତମ ମକରମେଳା ରବିବାର ଉଦଯାପିତ ହୋଇଯାଇଛି । ଗତ ୧୨ ତାରିଖ ଦିନ ନେଉଳ ପ୍ରବେଶ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା…

ପାଟପୁରରେ କ୍ରିକେଟ ମ୍ୟାଚ୍, ବ୍ଲୁ ୱାରିୟର ଟିମ୍ ବିଜୟୀ

ଦିଗପହଣ୍ଡି/ପାଟପୁର,୧୮|୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ମିନି ଷ୍ଟାଡିୟମରେ  ସ୍ଥାନୀୟ ଫ୍ରେଣ୍ଡସ୍ସ କ୍ରିକେଟ କ୍ଲବ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି । ରବିବାର କ୍ଲବର…

ଘୁମୁସର ବନଖଣ୍ଡରେ ପ୍ରଥମଥର ଦେଖିବାକୁ ମିଳିଲା ବିଦେଶାଗତ ପକ୍ଷୀ, ଗତବର୍ଷ ଅପେକ୍ଷା ଏଥର…

ଭଞ୍ଜନଗର,୧୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ରବିବାର ପକ୍ଷୀ ଗଣନା ହୋଇଛି। ଏଥିରେ କଲେଜ ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ, ବନ ସୁରକ୍ଷା ସମିତି କର୍ମକର୍ତ୍ତାଙ୍କ ସମେତ ବନ ବିଭାଗ କର୍ମଚାରୀ ସାମିଲ ହୋଇଥିଲେ। ଏନେଇ ୩୮ଟି ଟିମ୍‌ ଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri