ରାଜ୍ୟ

ଜଙ୍ଗଲ ଭ୍ରମ ସୃଷ୍ଟି କରୁଛି ଗୋବରୀ ନଦୀ

କେନ୍ଦ୍ରାପଡ଼ା, ୧୫ା୨ (ଜଗନ୍ନାଥ ଧଳ)ପଟ୍ଟାମୁଣ୍ଡାଇରୁ ବ୍ରାହ୍ମଣୀ ନଦୀ ଓ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳର ଗୋବରୀ ନଦୀ ମଧ୍ୟରେ ଥିବା ସଂଯୋଗୀକରଣ ଜଳପଥ ଏବେ ବନ୍ଦ ହୋଇପଡ଼ିଛି। ଫଳରେ ଗୋବରୀ ନଦୀ ଜଳପଥ ପୋତି ହୋଇ ବଣୁଆ ଜଙ୍ଗଲରେ ପରିଣତ ହୋଇଛି। ଫଳରେ…

ଭିନ୍ନକ୍ଷମ ହୋଇ ମଧ୍ୟ ସକ୍ଷମ ବସନ୍ତ

ଆଳି, ୧୫ା୨(ବନମାଳୀ ସେନାପତି)ଦିନେ ସେ ସୁନା କାରିଗର ଭାବେ ରାଜଧାନୀ ଭୁବନେଶ୍ୱରର ଏକ ସୁନା ଦୋକାନରେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ। କିନ୍ତୁ ଏକ ସଡ଼କ ଦୁର୍ଘଟଣାରେ ସେ ତାଙ୍କ ବାମ ଗୋଡ଼ ହରାଇବା ପରେ ଏବେ ତାଙ୍କ ଜୀବନର…

ସ୍କୁଲରେ ଶାସ୍ତ୍ରୀୟ ଶିକ୍ଷୟିତ୍ରୀ ଜଣେ, ନାମ ୨ଟା

ପାରାଦୀପ,୧୫ା୨(ଶରତ ରାଉତ)ଜଗତ୍‌ସିଂହପୁର ଜିଲା ପାରାଦୀପ ପୌରାଞ୍ଚଳରେ ଥିବା ୧୨ ସରକାରୀ ବିଦ୍ୟାଳୟରେ ଯାବତୀୟ ବ୍ୟତିକ୍ରମ ଥିବା ଜନସୂଚନା ଅଧିକାରୀ ଆଇନ ତଥ୍ୟରେ ଜଣାପଡ଼ିଛି। କେଉଁଠାରେ ବିଦ୍ୟାଳୟ ପାଇଁ ସରକାରଙ୍କ ନିଜସ୍ବ ଘର ନାହିଁ। ସେଠାରେ ପୌର ପରିଷଦ ଗୋଷ୍ଠୀ କେନ୍ଦ୍ର, ପୋର୍ଟ…

୪ ବର୍ଷରେ ୨୩୧ ଦୁର୍ଘଟଣା, ୯୮ ଜଣଙ୍କ ମୃତ୍ୟୁ

ବ୍ରହ୍ମପୁର, ୧୫ା୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ୧୬ ଓ ୫୯ ଏବଂ ରାଜ୍ୟ ରାଜପଥ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ଏହାକୁ ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ବ୍ରହ୍ମପୁର…

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା, ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଡେରାବିଶ, ୧୪ା୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲାର ଡେରାବିଶ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଟି ୫୩ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ରୋଗୀଙ୍କ ପାଇଁ ଗୁରୁତ୍ୱ ବହନ କରୁଛି। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ଦିନକୁ ଦିନ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ସୋମବାର…

ଟ୍ରାକ୍ଟର ଚଢ଼ାଇ ଯୁବକଙ୍କୁ ହତ୍ୟା ଅଭିଯୋଗ

ଆଠଗଡ଼,୧୪ା୨: କଟକ ଜିଲା ଖୁଣ୍ଟୁଣି ଥାନା ରାଧାକୃଷ୍ଣପୁର ଗାଁରେ ଗୋଷ୍ଠୀ ସଂଘର୍ଷରୁ ବୁଧବାର ତୁମୁଳ କାଣ୍ଡ ଘଟିଛି। ପୂର୍ବ ଶତ୍ରୁତା ଓ କମେଣ୍ଟ ମରାରୁ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ ଗୋଟିଏ ଗୋଷ୍ଠୀର ଘର ଓ ଗାଡ଼ି ଜାଳି ଦେଇଥିବା…

ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଲେ ଭାଜପା ସଭାପତି ମନମୋହନ ସାମଲ, ଦେଲେ ବଡ଼ ସଙ୍କେତ

ଭୁବନେଶ୍ୱର,୧୪ା୨: ଗୋପାଳପୁର ବିଧାୟକ ତଥା ବିଜେଡିର ପୂର୍ବତ୍ତନ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଛନ୍ତି ଭାଜପା ସଭାପତି ମନମୋହନ ସାମଲ। ବୁଧବାର ପ୍ରଦୀପଙ୍କ ଭୁବନେଶ୍ୱର ସରକାରୀ ବାସଭବନରେ ଭେଟିଥିଲେ। କୁହାଯାଉଛି ଯେ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ…

ରାଜପଥରେ ଓଲଟିଲା ବସ୍‌: କଣ୍ଡକ୍ଟର ମୃତ, ୧୩ ଯାତ୍ରୀ ଆହତ

କଟକ/ଫୁଲନଖରା,୧୪ା୨(କାର୍ତ୍ତିକ ସାହୁ/ଶିଳ୍ପା ପ୍ରିୟଦର୍ଶିନୀ/ସତ୍ୟରଞ୍ଜନ ଦାସମହାପାତ୍ର): ୧୬ ନମ୍ବର ଜାତୀୟ ରାଜପଥର ଡିଭାଇଡର ଉପରେ ଓଲଟି ପଡ଼ିଛି ଚନ୍ଦନ(ଓଆର୍‌-୦୫-ଏଜେ-୭୪୫୫) ନାମକ ଯାତ୍ରୀବାହୀ ବସ୍‌। କଟକ ଗୋପାଳପୁର ନିକଟରେ ବୁଧବାର ସନ୍ଧ୍ୟା ପ୍ରାୟ ୬.୧୫ ମିନିଟ୍‌ରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ନିର୍ବାଚନ ପୂର୍ବରୁ କୋର୍‌ କମିଟି ଘୋଷଣା କଲା ଭାଜପା, ଅପରାଜିତାଙ୍କୁ ମିଳିଲାନି ସ୍ଥାନ

ଭୁବନେଶ୍ୱର,୧୪ା୨: ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଉସ୍ମତା ବୃଦ୍ଧି ପାଇଛି। ଏହି କ୍ରମରେ ରାଜ୍ୟ ଭାଜପା ଏହାର କୋର୍‌ କମିଟି ଏବଂ ନିର୍ବାଚନ କମିଟି ଘୋଷଣା କରିଛି। ଏଥିସହ ଶୃଙ୍ଖଳା କମିଟି, ଅର୍ଥ କମିଟି ଘୋଷଣା…

ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୪ା୨: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ…

ଗୋପାଳପୁର ଛକରେ ଓଲଟିଲା ଯାତ୍ରୀବାହୀ ବସ୍‌

କଟକ,୧୪ା୨: କଟକ ଗୋପାଳପୁର ଛକରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଚନ୍ଦନ ନାମକ ବସ୍‌ଟି ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଗୋପାଳପୁର ଛକରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।…

ଶ୍ରୀମନ୍ଦିର ଉପରେ ଉଡ଼ିବନି ଡ୍ରୋନ୍‌, ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା

ପୁରୀ,୧୪ା୨: ଏଣିକି ଶ୍ରୀମନ୍ଦିର ଉପରେ ଆଉ ଉଡ଼ି ପାରିବନି ଡ୍ରୋନ୍‌। ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ଦୃଷ୍ଟିରୁ ପୁରୀ ପୋଲିସ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା ସହିତ ଭିତରେ ମୋବାଇଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri