କ’ଣ ପାଇଁ ରାଜନୀତି ଛାଡିଲେ ପାଣ୍ଡିଆନ୍: ନିଜେ କଲେ ଖୁଲାସା
ଭୁବନେଶ୍ୱର,୯।୬: ଗତ ନିର୍ବାଚନରେ ବିଜେଡିର ମଙ୍ଗ ଧରିଥିବା କାତ୍ତିକ ପାଣ୍ଡିଆନ ଶେଷରେ ରାଜନୀତିରୁ ଅବସର ନେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ରାଜନୀତି ଛାଡୁଥିବା କଥା କହିଛନ୍ତି। ପରେ ଏକ ସାକ୍ଷାତକାରରେ ସେ ରାଜନୀତି ଛାଡିବାର ପ୍ରକୃତ କାରଣ ବିଷୟରେ ଉଲ୍ଲେଖ…
ଭୁବନେଶ୍ୱରରେ ରୋଡ ଶୋ’ କରି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ଯିବେ ମୋଦି
ଭୁବନେଶ୍ୱର,୯ା୬: ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିରେ ଯୋଗ ଦେବା ପୂର୍ବରୁ ସେ ୧୨ ତାରିଖ ବୁଧବାର ସଂଧ୍ୟାରେ ଜୟଦେବ ବିହାର ଠାରୁ ଆରମ୍ଭ କରି ଶପଥ ଗ୍ରହଣ ହେବାକୁ ଥିବା…
ପୁଣି ଆଇଏଏସ ପଦବୀକୁ ଫେରିବେ କି ପାଣ୍ଡିଆନ, ଜାଣନ୍ତୁ ନିୟମରେ କ’ଣ ରହିଛି…
ଭୁବନେଶ୍ୱର,୮।୬: ଦେଶର ଅନେକ ଲୋକ IAS ଅଧିକାରୀ ହେବାର ସୱପ୍ନ ଦେଖିଥା’ନ୍ତି, କିନ୍ତୁ ଖୁବ କମ ଏହି ସ୍ବପ୍ନକୁ ପୂରଣ କରିବାରେ ସକ୍ଷମ ହୁଅନ୍ତି। ସିଭିଲ ସର୍ଭିସ କ୍ଷେତ୍ରରେ ଜଣେ ଆଇଏଏସ ଅଧିକାରୀ ପଦବୀ ସବୁବେଳେ ସର୍ବୋଚ୍ଚ ଏବଂ ସମ୍ମାନିତ ହୋଇଥାଏ।…
ହାତଯୋଡ଼ି ବିଜୁ ପରିବାରକୁ କ୍ଷମା ମାଗିଲେ ପାଣ୍ଡିଆନ
ଭୁବନେଶ୍ୱର,୯ା୬: କାର୍ତ୍ତିକ ପାଣ୍ଡିଆନ ରବିବାର ସକ୍ରିୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଭିଡିଓ ବାର୍ତ୍ତା ଜରିଆରେ ସେ ରାଜନୀତି ଛାଡ଼ିଥିବା ଘୋଷଣା କରିଛନ୍ତି। ଏହି ଭିଡିଓରେ ସେ କହିଛନ୍ତି, ମୋ’ ପାଇଁ ବିଜୁ ଜନତା ଦଳ ବହୁତ କ୍ଷତି ସହିଛି। ନବୀନ…
ରାଜନୀତିରୁ ଅବସର ଘୋଷଣା କଲେ ପାଣ୍ଡିଆନ
ଭୁବନେଶ୍ୱର,୯।୬: ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ଏଥିସହ ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀ ତଥା ବିଜୁ ପରିବାର…
ଶୀତଳଷଷ୍ଠୀରେ କନ୍ୟାଦାନ କରିବେ ଦେବାଶିଷ, ଶ୍ୱଶୁରଘର ପରିବାର ଓ ଧର୍ମପତ୍ନୀ ରୀତିମୁକ୍ତାଙ୍କ ସହ ପ୍ରସ୍ତୁତିରେ ସାମିଲ
ସମ୍ବଲପୁର,୯ା୬(ଭବାନୀ ଶଙ୍କର ଭୋଇ): କ୍ରିକେଟ ଦୁନିଆରେ ସୁଇଙ୍ଗ ବୋଲିଂ ପାଇଁ ଦେଶ ବିଦେଶରେ ନିଜର ସ୍ବତନ୍ତ୍ର ପରିଚୟ ରଖିଥିବା ଦେବାଶିଷ ମହାନ୍ତି ଏବେ ପାର୍ବତୀଙ୍କ ପିତାଭାବେ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି। ଗତ ଅକ୍ଷୟତୃତୀୟାରେ ଝାଡୁଆପଡାର ଲୋକନାଥ ବାବାଙ୍କ ମନ୍ଦିରରେ ପାର୍ବତୀଙ୍କୁ କନ୍ୟାରୂପରେ…
ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀଙ୍କ ଇସ୍ତଫା
ଭୁବନେଶ୍ୱର, ୭।୬: ଓଡ଼ିଶା ଖଦି ଓ ଗ୍ରାମ୍ୟ ଉଦ୍ୟୋଗ ବୋର୍ଡ ସଭାପତି ପଦରୁ ସଂଗ୍ରାମ କେଶରୀ ପାଇକରାୟ ଇସ୍ତଫା ଦେଇଛନ୍ତି। ଆଇଏମ୍ଏସ୍ଏମ୍ଇ ବିଭାଗକୁ ସେ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସେ ୨ ଥର ସଭାପତି…
ଆସିଲା ନିର୍ଦ୍ଦେଶ, ଏହି ଦିନ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ
ଭୁବନେଶ୍ୱର, ୯।୬: ରାଜ୍ୟରେ ଗ୍ରୀଷ୍ମ ଛୁଟି ସରି ଆସୁଥିବାବେଳେ ଆସନ୍ତା ୧୭ ତାରିଖରୁ ସ୍କୁଲ ଖୋଲିବ। ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିବା ଆଗରୁ ସମସ୍ତ ପ୍ରସ୍ତୁତି ସରିବ। ସ୍କୁଲ ଖୋଲିବାର ଏକ ସପ୍ତାହ ପୂର୍ବରୁ ସ୍ବଚ୍ଛତା ନେଇ ସୁନିଶ୍ଚିତ କରାଯିବ। ଏହାସହ ଦିନକ…
ସାଲିସ ବିହୀନ ଓ ବିଚକ୍ଷଣା ଥିଲେ ନନ୍ଦିନୀ ଦେବୀ
ଭଦ୍ରକ,୯ା୬(ସନାତନ ରାଉତ): ସାଲିସ ବିହୀନ, ବିଚକ୍ଷଣ ରାଜନେତା ସହ ଜଣେ ସୁସାହିତି୍ୟକା, ଅନୁବାଦକ ଥିଲେ ଲୌହ ମାନବୀ ତଥା ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀ। ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ ସମୟରେ ବିଭିନ୍ନ କଠୋର ପଦକ୍ଷେପ ନେଇ ଅଦମ୍ୟ ସାହସିକତାର…
ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ
ଓଡିଶାର ସର୍ବପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ । ଆଜି ସେହି ସ୍ପଷ୍ଟବାଦିତା ନିର୍ଭୀକା ନନ୍ଦିନୀ ଶତପଥୀଙ୍କ ୯୩ ତମ ଜୟନ୍ତୀ । ଆଜିର ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଥିବା ନନ୍ଦିନୀ ଦେବୀଙ୍କ…
ମିଶନ ଶକ୍ତି କାଫେରେ ଝୁଲୁଛି ତାଲା
ରାଇକିଆ,୯ା୬(ପ୍ରଦୀପ ବେହେରା): ଜନସାଧାରଣଙ୍କ ସୁବିଧା ପାଇଁ ସରକାରୀ ଅର୍ଥ ବ୍ୟୟରେ ମିଶନ ଶକ୍ତି କାଫେ ଆରମ୍ଭ ହୋଇଥିଲା। ଏବେ ଏହି ମିଶନ ଶକ୍ତି କାଫେରେ ତାଲା ଝୁଲୁ ଥିବା ଦେଖିବାକୁ ମିଳିଛି। ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ଗତ ସେପ୍ଟେମ୍ବରରେ ଆଡମ୍ବର…
ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ
ଭୁବନେଶ୍ୱର,୯।୬: ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳର କନ୍ଧମାଳ ଲୋକ ସଭା ପ୍ରାର୍ଥୀ ଅଚ୍ୟୁତ ସାମନ୍ତ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ପ୍ରତ୍ୟକ୍ଷ ରାଜନୀତିରୁ ଅବ୍ୟାହତି ନେଇ ଆଉ ରାଜନୀତି କରିବେ ନାହିଁ ବୋଲି ଇଚ୍ଛା ପ୍ରକାଶ କରିଛନ୍ତି। ନିର୍ବାଚନରେ…

