ଅଶ୍ୱିନୀଙ୍କୁ ବିଜେଡି ସମର୍ଥନ ପରେ ବର୍ଷିଲା କଂଗ୍ରେସ: ରହିଛି ଲିଭ୍ ଇନ୍ ରିଲେସନସିପ୍
ଭୁବନେଶ୍ୱର,୧୪।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡି ସମର୍ଥନ ପରେ କଂଗ୍ରେସ ଏହାକୁ କଡ଼ା ସମାଲୋଚନା କରିଛି। ପିସିସି ପ୍ରଭାରୀ ଅଜୟ କୁମାର ସୋସିଆଲ ମିଡିଆରେ କଟାକ୍ଷ କରିଥିବା ବେଳେ ଖବରଦାତା ସମ୍ମିଳନୀ କରି ପିସିସି ସଭାପତି ଶରତ…
ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଯୋଡିହେଲା ନୂଆ ଅଧ୍ୟାୟ, ସମ ଶୀତଳାପଲ୍ଲୀ କ୍ୟାମ୍ପସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୪।୨: ସମ ହସ୍ପିଟାଲ ଶୀତଳାପଲ୍ଲୀ କ୍ୟାମ୍ପସକୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ସମ ହସ୍ପିଟାଲର ଏହି ମଲ୍ଟି ସୁପର ସ୍ପେସିଆଲିଟି ହସ୍ପିଟାଲ୍କୁ ବସନ୍ତ ପଞ୍ଚମୀ ତିଥିରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏହି ଲୋକାର୍ପଣ ଉତ୍ସବରେ…
କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ: କଂଗ୍ରେସକୁ ଶକ୍ତ ଝଟ୍କା
ଭୁବନେଶ୍ୱର,୧୪।୨: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି, ରାଜନୀତି ସେତିକି ସରଗରମ ହେଉଛି। ତେବେ ନିର୍ବାଚନ ପୂର୍ବରୁ କଂଗ୍ରେସ ରଣନୀତି ପ୍ରସ୍ତୁତ କଲାବେଳକୁ ଜଣେ ଜଣେ ନେତାଙ୍କ ଦଳ ଛାଡ଼ିବା ଶକ୍ତ ଝଟ୍କା ଦେଉଛି। କେନ୍ଦ୍ରାପଡ଼ା ରାଜନଗରର ପୂର୍ବତନ ବିଧାୟକ ଅଂଶୁମାନ…
ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କ’ଣ କହିଲେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ବର,୧୪।୨: ଭାଜପା ପକ୍ଷରୁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବୁଧବାର ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବିଜେଡି ଏହାକୁ ସମର୍ଥନ ଜଣାଇଛି। ତେବେ ଏହା ଭିତରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱରରେ ପହଞ୍ଚିଛନ୍ତି ।…
ରାଜ୍ୟ ସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ସମର୍ଥନ ଦେଲା ବିଜେଡି, ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ବର,୧୪।୨: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। କେନ୍ଦ୍ର ରେଳମନ୍ତ୍ରୀଙ୍କୁ ବିଜେଡି ପୁଣି ଥରେ ସମର୍ଥନ ଦେଇଛି। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧିବଦ୍ଧ ଭାବେ ସମର୍ଥନ ଘୋଷଣା କରିଛନ୍ତି। ପ୍ରେସ ବିଜ୍ଞପ୍ତି…
ଆଜି ଭାଲେଣ୍ଟାଇନ୍ସ ଡେ’: ପ୍ରଥମ ପସନ୍ଦ ସ୍ପେଶିଆଲ ଚକୋଲେଟ୍
ବ୍ରହ୍ମପୁର,୧୪।୨(ତନୁଶ୍ରୀ ନାହାକ): ଗତ ୭ରୁ ଆରମ୍ଭ ହୋଇଛି ପ୍ରେମ ଦିବସ (ଭାଲେଣ୍ଟାଇନ୍ସ ଡେ)। ଖାସ ପ୍ରେମୀଯୁଗଳଙ୍କ ପାଇଁ ମୁଖ୍ୟତଃ ଏହି ଦିବସ ମହତ୍ୱ ରଖୁଥିବାବେଳେ ଏହି ଦିନଟି ସେଣ୍ଟ ଭାଲେଣ୍ଟାଇନଙ୍କ ତ୍ୟାଗକୁ ମନେପକାଇବା ନିମନ୍ତେ ଆରମ୍ଭ ହୋଇଥିବା ଇତିହାସରୁ ଜଣାପଡେ। ତେବେ…
ଥାନା ଆଗରେ ଜଗିଲା ଗାଈ, ଥାନା ଭିତରକୁ କିମ୍ବା ବାହାରକୁ କାହାରିକୁ ଛାଡିଲା ନାହିଁ
ମାଲକାନଗିରି, ୧୪।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳରେ ଗତ କିଛିଦିନ ତଳେ ବୁଲାକୁକୁରଙ୍କ ପାଦୁର୍ଭାବ ଦେଖା ଦେଇଥିବା ବେଳେ ମଙ୍ଗଳବାର ଏକ ପାଗଳ ଗାଈର ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ସକାଳେ ଏକ ପାଗଳ ଗାଈ ମାଲକାନଗିରି ସହରର ବିଭିନ୍ନ ସ୍ଥାନରେ…
ପ୍ରତୀକ୍ଷାର ଅବସାନ: ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ
ଭୁବନେଶ୍ୱର,୧୪।୨: ଶେଷ ହେଲା ସସ୍ପେନ୍ସ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହୋଇଛନ୍ତି। ଅଶ୍ୱିନୀ ବୈଷ୍ଣବଙ୍କ ନାଁ ଘୋଷଣା କରିଛି ଭାଜପା। ଫଳରେ ୨୦୧୯ ଭଳି ଅଶ୍ୱିନୀଙ୍କୁ ପୁଣିଥରେ ଭାଜପା ପ୍ରାର୍ଥୀ କରିଛି ଓ ବିଜେଡି…
ବିକାଶ କ’ଣ ଯାଜପୁର ଆସି ଦେଖନ୍ତୁ ବିରୋଧୀ: ପାଣ୍ଡିଆନ
ଭୁବନେଶ୍ୱର,୧୪।୨(ଅନିଲ ଦାସ): ଯାଜପୁର କୁସୁମାର ସାଧାରଣ ସଭାରେ ଯୋଗଦେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିରୋଧୀ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ମଧ୍ୟପ୍ରଦେଶର ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ଆଗାମୀ ନିର୍ବାଚନରେ ଓଡ଼ିଶାରେ ଭାଜପା ସରକାର ଗଠନ କରିବ ବୋଲି କହିଛନ୍ତି। ସେ…
ସତ୍ୟେନ୍ଦୁ କର ରାଜ୍ୟ ଟପ୍ପର
ଭୁବନେଶ୍ୱର,୧୪ା୨ (ଅସମାପିକା ସାହୁ):ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ମେନ୍ (ସେସନ-୧) ୨୦୨୪ ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଦେଶର ୨୩ଜଣ ଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍ ରଖିଥିବାବେଳେ ଗୁଜରାଟର ଦ୍ୱୀଜା ଧର୍ମେଶକୁମାର ପଟେଲ ୯୯.୯୯…
୧୬ରେ ଯୁକ୍ତ୨, ୨୦ରେ ମାଟ୍ରିକ ପରୀକ୍ଷା: ଆନ୍ଦୋଳନରେ ଶିକ୍ଷକ, ପରୀକ୍ଷା ପରିଚାଳନା ବାଧାପ୍ରାପ୍ତ ଆଶଙ୍କା
ଭୁବନେଶ୍ୱର, ୧୪।୨ (ଅସମାପିକା ସାହୁ):ଆସିଲାଣି ପରୀକ୍ଷା ଋତୁ। କିନ୍ତୁ ଆନ୍ଦୋଳନରେ ଶିକ୍ଷକ। ଦାବି ପୂରଣ ନ ହେଲେ ପରୀକ୍ଷା ପରିଚାଳନାକୁ ନେଇ ଦୃଢ଼ ପଦକ୍ଷେପ ନେଇପାରନ୍ତି ଶିକ୍ଷକ। ତେଣୁ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସରକାର ଦାବି ପୂରଣ କରନ୍ତୁ ବୋଲି…
ସକାଳ ୯ଟା ପୂର୍ବରୁ ଆସିବ ସଫେଇ ଗାଡ଼ି, ଅବହେଳା କଲେ କାର୍ଯ୍ୟାନୁଷ୍ଠାନ
କଟକ,୧୩ା୨ (କାର୍ତ୍ତିକ ସାହୁ) କଟକ ସହରର ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ସହରରେ ଥିବା ବ୍ୟବସାୟିକ ସଂସ୍ଥାଗୁଡିକରୁ ବାହାରୁଥିବା ବର୍ଜ୍ୟର ସୁପରିଚାଳନା ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷ…
Archives


