୨୦୧୯ରେ ସ୍ବାଧୀନ, ଏଥର କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟରଙ୍କ ସମର୍ଥନ
ରାୟଗଡ଼ା,୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ସାଧାରଣ ନିର୍ବାଚନରେ ଭାଜପାକୁ ବିପୁଳ ଜନସମର୍ଥନ ମିଳିଥିବାରୁ ପ୍ରଥମ ଥର ପାଇଁ ଓଡ଼ିଶାରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ତେବେ କୋରାପୁଟ ଲୋକ ସଭା ଆସନରେ କିନ୍ତୁ ଭାଜପା ବିଫଳ ହୋଇଛି। ଏଠାରେ ୬ଟି ବିଧାନସଭା…
ନିର୍ବାଚନ ପରେ ଖାଦ୍ୟ ସାମଗ୍ରୀ ଦର ବଢୁଛି
ଯାଜପୁର,୯ା୬(ହର୍ଷବର୍ଦ୍ଧନ ବେହେରା)ସାଧାରଣ ନିର୍ବାଚନ ପରେ ପରେ ଖାଉଟି ସାମଗ୍ରୀ ମୂଲ୍ୟ କ୍ରମଶଃ ବଢ଼ିବାରେ ଲାଗିଛି। ବିଶେଷକରି ଚାଉଳ ସମେତ ତେଲ, ଡାଲି, ଆଳୁ, ପିଆଜ, ଟମାଟୋ ଇତ୍ୟାଦିର ଦର ବୃଦ୍ଧି ଯୋଗୁ ମଧ୍ୟବିତ୍ତ ଓ ଗରିବ ଶ୍ରେଣୀ ପରିବାରଙ୍କ ମୁଣ୍ଡରେ ଚଡ଼କ…
ଗୋଟିଏ ଦିନରେ ନବଯୈାବନ ଦର୍ଶନ, ନେତ୍ରୋତ୍ସବ ଓ ଶ୍ରୀଗୁଣ୍ଡିଚା ଯାତ୍ରା
ପୁରୀ,୯ା୬(ଅଜିତ୍ ମହାନ୍ତି)ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଜୁଲାଇ ୭ତାରିଖରେ ଅନୁଷ୍ଠିତ ହେବ। ଆସନ୍ତା ୨୨ତାରିଖରେ ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେବ। ତେବେ ଚଳିତବର୍ଷ ମହାପ୍ରଭୁଙ୍କ ଅଣସର ୧୫ଦିନ ପରିବର୍ତ୍ତେ ୧୩ଦିନ ପଡୁଛି। ଫଳରେ ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ନେତ୍ରୋତ୍ସବ, ନବଯୌବନ ଦର୍ଶନ ପଡୁଛି।…
୨ବର୍ଷରେ ସରିବ ଜାତୀୟ ଅଭିଲେଖାଗାର ଡିଜିଟାଇଜେଶନ
ଭୁବନେଶ୍ୱର,୯ା୬(ଶର୍ମିଷ୍ଠା ପାଣିଗ୍ରାହୀ)ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ଅଭିଲେଖାଗାର ସହିତ ଜାତୀୟ ଅଭିଲେଖାଗାରର ଏକ ଆଞ୍ଚଳିକ ଶାଖା ରହିଛି। ମାତ୍ର ଏହି ଜାତୀୟ ଅଭିଲେଖାଗାର ସମ୍ପର୍କରେ ବହୁ ଲୋକ ଜାଣିନାହାନ୍ତି। ଏପରିକି ଦେଶରେ ମଧ୍ୟ ଅଭିଲେଖାଗାରଗୁଡ଼ିକର ବିଭିନ୍ନ ବିକାଶମୂଳକ କାମ ଅନ୍ୟ କ୍ଷେତ୍ର ତୁଳନାରେ…
ଏସ୍ସିବିରୁ ଡିସଚାର୍ଜ ହେଲେ ପ୍ରଶାନ୍ତ ଜଗଦ୍ଦେବ
କଟକ,୯।୬ (ଶିଳ୍ପା ପ୍ରିୟଦର୍ଶିନୀ): ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୧୧ ଦିନ ପରେ ଆଜି କଟକ ଏସ୍ସିବିରୁ ଡିସଚାର୍ଜ କରାଯାଇଛି। ଗତ ମେ’ ୨୯ ତାରିଖରେ ସେ ଅସୁସ୍ଥ ହୋଇ କଟକ ବଡ ମେଡିକାଲର ମେଡିସିନ ବିଭାଗରେ ଭର୍ତ୍ତି ହୋଇଥିଲେ।…
ପିସିସି ସଭାପତି, ପ୍ରଭାରୀଙ୍କ କୁଶପୁତ୍ତଳିକା ପୋଡ଼ିଲେ
କଟକ,୯।୬(ଶିଳ୍ପା ପ୍ରିୟଦର୍ଶିନୀ)କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କୁ ଶୁକ୍ରବାର ଦଳରୁ ନିଲମ୍ବନ କରାଯାଇଛି। ଏହାକୁ କଟକ ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ଜିଲା ଛାତ୍ର କଂଗ୍ରେସ ସଭାପତି ଆଶୁତୋଷ ରାଉତଙ୍କ ନେତୃତ୍ୱରେ ଶନିବାର ପୂର୍ବାହ୍ନରେ ଶତାଧିକ ଯୁବ-ଛାତ୍ର…
ଭାଜପାକୁ ସର୍ବାଧିକ ପୋଷ୍ଟାଲ ଭୋଟ
ବାରିପଦା,୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲାରେ ଶେଷ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପାକୁ ଅଧିକ ପୋଷ୍ଟାଲ ଭୋଟ ମିଳିଛି। ସର୍ବାଧିକ ଭୋଟ ବ୍ୟବଧାନରେ ବିଧାୟକ ଓ ଲୋକସଭା ଏମ୍ପି ବିଜୟୀ ହୋଇଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ପୋଷ୍ଟାଲ ଭୋଟ ଅଧିକ ଭାଜପାକୁ ଯାଇଥିବା…
ପ୍ରାର୍ଥୀ ଚୟନରେ ବଦଳିଗଲା ବିଜେଡି ଅଙ୍କ
ରାୟଗଡ଼ା, ୯।୬(ଆଶିଷ ରଞ୍ଜନ ପଣ୍ଡା)ଚଳିତ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ୨୫ ବର୍ଷ ଧରି ଶାସନ କରୁଥିବା ବିଜେଡିକୁ ପ୍ରତ୍ୟାଖ୍ୟାନ କରି ଓଡ଼ିଶାବାସୀ ଭାଜପାକୁ ସମର୍ଥନ କରିଛନ୍ତି। ହେଲେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୬ଟି…
ଗଞ୍ଜାମ: ନୋଟାକୁ ଯାଇଛି ୨୫,୨୩୪ ଭୋଟ
ବ୍ରହ୍ମପୁର,୯ା୬(ଅଶୋକ କୁମାର ସାହୁ)ଗଞ୍ଜାମ ଜିଲାରେ ଦୁଇଟି ପର୍ଯ୍ୟାୟରେ ମତଦାନ ହୋଇଥିଲା। ଏହି ୨ ପର୍ଯ୍ୟାୟରେ ଜିଲାର ୧୩ ନିର୍ବାଚନମଣ୍ଡଳୀରେ ମତଦାନ ହୋଇଥିଲା। ଗତ ୪ ତାରିଖ ଭୋଟ ଗଣତି ପରେ ଜିଲାରେ ୨୫,୨୩୪ ଭୋଟ ନୋଟାକୁ ଯାଇଥିବା ଜଣାପଡିଛି। ଅର୍ଥାତ ଉପରୋକ୍ତ…
ବଡ଼ଚଣାରେ ଚର୍ଚ୍ଚା: ଅମରଙ୍କୁ ମିଳିପାରେ ମନ୍ତ୍ରୀପଦ
ବଡ଼ଚଣା, ୯ା୬(ଦିଲୀପ କୁମାର ମହାନ୍ତି)ଓଡ଼ିଶାରେ ଦଳର ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ ଜୁନ ୧୦ ତାରିଖରେ ରାଜ୍ୟରେ ଭାଜପା ସରକାର ଶପଥ ନେବ। ଜଣେ ଓଡ଼ିଆ ପୁଅ କିମ୍ବା ଝିଅ ମୁଖ୍ୟମନ୍ତ୍ରୀ ହେବେ। ଶପଥ ଗ୍ରହଣକୁ ଦିନଟିଏ…
ବିକାଶ ଅପେକ୍ଷାରେ ରାଣୀପୁର-ଝରିଆଲ
ବଲାଙ୍ଗୀର, ୯ା୬ (ବୀରେନ୍ଦ୍ର କୁମାର ଝାଙ୍କର)ଜାତୀୟସ୍ତରରେ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଓ ଐତିହାସିକ ପୀଠ ଭାବେ ମାନ୍ୟତା ପାଇଥିବା ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ୍ ଅନ୍ତର୍ଗତ ପ୍ରସିଦ୍ଧ ଯୋଗିନୀ ପୀଠ ରାଣୀପୁର-ଝରିଆଲ ବର୍ଷ ବର୍ଷ ଧରି ଅବହେଳାର ଶିକାର ହୋଇଆସିଛି। ୨୦୧୯…
ବଦଳିବ କି ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଭାଗ୍ୟ
ଭବାନୀପାଟଣା, ୯ା୬(ଉତ୍ତମ କୁମାର ଦାଶ)ଭିନ୍ନକ୍ଷମମାନଙ୍କ ପାଇଁ ପ୍ରତିବନ୍ଧକ ଶୂନ୍ୟ ପରିବେଶ ସୃଷ୍ଟି କ୍ଷେତ୍ରରେ ସରକାର ବିଭିନ୍ନ ସ୍ତରରେ ପ୍ରୟାସ କରିଆସିଛନ୍ତି। ଯେମିତି କି ସେମାନେ ଏକ ସୁସ୍ଥ, ସ୍ବାଧୀନ ଓ ସୁରକ୍ଷିତ ଜୀବନ ଜିଇଁପାରିବେ। କଳାହାଣ୍ଡି ଜିଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର…

