ରାଜ୍ୟ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ ଗୁଜରାଟ କ୍ୟାଡରର ଆଇଏଏସ!

ଭୁବନେଶ୍ୱର,୭।୬: ଓଡିଶାରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ଭାଜପା କାହାକୁ ବାଛିବ ସେନେଇ କଳ୍ପନାଜଳ୍ପନା ମଧ୍ୟରେ ଦଳ ମଧ୍ୟରେ ଏହି ଦିଗରେ ଉଦ୍ୟମ ଜୋରଦାର ହୋଇଛି। ରାଜ୍ୟ ଭାଜପା ନେତାମାନେ ଆଲୋଚନା ପାଇଁ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ନିର୍ବାଚନ…

ନୂଆରୂପରେ ଆସିବ ଲକ୍ଷ୍ମୀ ବସ୍‌

ସୋନପୁର,୭।୬(ମୃତ୍ୟୁଞ୍ଜୟ ଶତପଥୀ): ଦୀର୍ଘ ୨୪ ବର୍ଷ ପରେ ରାଜ୍ୟରେ ସରକାର ପରିବର୍ତ୍ତନ ସ୍ପଷ୍ଟ ହୋଇଛି। ତେବେ ଭାଜପା ସରକାରର ଶପଥ ସମାରୋହ ଆସନ୍ତା ୧୦ତାରିଖରେ ଜନତା ମଇଦାନ ଠାରେ ଆୟୋଜନ ହେବ। ଦଳର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଶପଥ ନେବେ। ତେବେ…

କଂଗ୍ରେସରୁ ନିଲମ୍ବିତ ହେଲେ ମାନସ ଚୌଧୁରୀ

ଭୁବନେଶ୍ୱର,୭।୬: କଟକ ଜିଲା ସଭାପତି ମାନସ ଚୌଧୁରୀଙ୍କୁ ବଡ଼ ଝଟକା। ତାଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ପିସିସି ସଭାପତି ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ସୂଚନା ମିଳିଛି।  …

ଶ୍ମଶାନରୁ ମହିଳାଙ୍କ ଦରପୋଡ଼ା ମୃତଦେହ ଜବତ କଲା ପୋଲିସ

ଲୋଇସିଂହା,୭।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ବୁର୍ଡା ଗ୍ରାମର ଜଣେ ବିବାହିତା ମହିଳାଙ୍କ ଦରପୋଡ଼ା ମୃତଦେହ ଲୋଇସିଂହା ପୋଲିସ ଶ୍ମଶାନରୁ ଶୁକ୍ରବାର ଉଦ୍ଧାର କରିଛି। ସମ୍ପୃକ୍ତ ମହିଳା ହେଲେ ସୁଦାମ ବଣିଆଙ୍କ ସ୍ତ୍ରୀ ନମିତା ବଣିଆ(୩୧)। ନମିତାଙ୍କ ବାପ…

ଏନଡିଏ ବୈଠକରେ ଓଡ଼ିଶାକୁ ନେଇ ବଡ଼ ବୟାନ ଦେଲେ ମୋଦି, କହିଲେ ଆଗାମୀ ୨୫ ବର୍ଷ…

ନୂଆଦିଲ୍ଲୀ,୭।୬: ଶୁକ୍ରବାର ଅନୁଷ୍ଠିତ ଏନଡିଏ ସଂସଦୀୟ ଦଳର ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏନଡିଏ ଦଳର ନେତା ଭାବେ ମନୋନୀତ କରାଯାଇଛି। ଏହାପରେ ପରେ ନରେନ୍ଦ୍ର ମୋଦି ସମ୍ବୋଧନ କରି କହିଛନ୍ତି, ସର୍ବସମ୍ମତି କ୍ରମେ ମୋତେ ବାଛି ନୂଆ ଦାୟିତ୍ୱ ଦେଇଛନ୍ତି।…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ମଧ୍ୟବର୍ତ୍ତୀକାଳୀନ ଜାମିନ

ଖୋର୍ଦ୍ଧା,୭ା୬(ପ୍ରଭାତ ପାଣିଗ୍ରାହୀ):ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅତିରିକ୍ତ ପ୍ରଥମ ଶ୍ରେଣୀ ଜିଲା ଦୌରାଜଜ ୩ ଦିନ ପାଇଁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ନିକଟରେ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ସେ ଆବେଦନ କରିଥିଲେ। ପୁତୁରାଙ୍କ ଶୁଦ୍ଧିକ୍ରିୟାରେ ଜଗଦ୍ଦେବ ଯୋଗଦେବା…

୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ୱର,୭।୬: ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ତେବେ ଏହା ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ…

BSKY କାର୍ଡ ବଦଳରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା, ଜାଣନ୍ତୁ କେଉଁମାନେ ପାଇବେ ଲାଭ

ଭୁବନେଶ୍ୱର,୭।୬: ଓଡ଼ିଶାରେ ଭାଜପା ସରକାର ଗଢିଲେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସମସ୍ତ ଲାଭାର୍ଥିମାନେ ଏହି ଆୟୁଷ୍ମାନ ଭାରତ ଯୋଜନାର ଲାଭ…

ଝାରସୁଗୁଡ଼ାରେ ଲାଗିଛି ହୋର୍ଡିଂ! ‘ଭାଜପା ବିଜୟର ସୂତ୍ରଧର ପାଣ୍ଡୁ ଧନ୍ୟବାଦ’

ଭୁବନେଶ୍ୱର,୭।୬: ୨୦୨୪ ସାଧାରଣ ନିର୍ବାଚନରେ ବିଜେଡିର ପରାଜୟ ପରେ ଚର୍ଚ୍ଚାରେ ରହିଛନ୍ତି ଦଳୀୟ ନେତା କାର୍ତ୍ତିକ ପାଣ୍ଡିଆନ। କାରଣ ସେ ପ୍ରତ୍ୟକ୍ଷ ଭାବେ ଭାଜପା ନେତାଙ୍କୁ ଟାର୍ଗେଟ କରିବା ସହ ବିଜେଡି ନ ଜିତିଲେ ସନ୍ନ୍ୟାସ ନେଇଯିବେ ବୋଲି କହିଥିଲେ। ଏଣୁ…

ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ଼୍ବର, ୭ା୬: ଯୁକ୍ତ ଦୁଇରେ ନାମଲେଖା ପାଇଁ ଅନ୍‌ଲାଇନ୍‌ ଆବେଦନ ଆଜିଠାରୁ ଆରମ୍ଭ ହୋଇଛି। ଦଶମ ଶ୍ରେଣୀରେ ଉତ୍ତିର୍ଣ୍ଣ ଛାତ୍ରୀଛାତ୍ର କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଓ ଉପଶାସ୍ତ୍ର ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା…

ବିଜେଡିର ଶୋଚନୀୟ ପରାଜୟର ବଡ଼ କାରଣ, ଜାଣିଶୁଣି ସର୍ଭେ ରିପୋର୍ଟ ଲୁଚାଉଥିଲେ କିଏ? ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୭।୬: ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ତେବେ ବିଜେଡିର ଶୋଚନୀୟ ପରାଜୟକୁ ନେଇ କାରଣ ଖୋଜା ଚାଲିଛି। କିଏ କହୁଛି ପାଣ୍ଡିଆନ୍‌ ଏହାର ମୁଖ୍ୟ କାରଣ ତ…

ପୁରୂଣା ଯୋଜନାରେ ନୂଆ ଷ୍ଟିକର ଲାଗିବା ଚର୍ଚ୍ଚା

ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ନୂତନ ସରକାର ଗଠନ ପରେ ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଇଁ କାର୍ଯ୍ୟାରମ୍ଭ ହେବ ବୋଲି ରାଜ୍ୟବାସୀ ଅପେକ୍ଷା କରିରହିଛନ୍ତି। ମାତ୍ର ନିର୍ବାଚନୀ ପଳାଫଳର ଘୋଷଣା ପରେ ପରେ କେବଳ ବିଜେଡି ସରକାର ସମୟରେ କରାଯାଇଥିବା ବିଭିନ୍ନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?