୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ଏଥର ଶୀଘ୍ର ଆସିବ ମୌସୁମୀ। ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି। ସ୍ବାଭାବିକ ସମୟର ୨ ଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ…
ଜଣେ ଶ୍ରମିକ-ହେଲ୍ପର୍ କାମ କରିଥିବା ବ୍ୟକ୍ତିଙ୍କଠାରୁ ହାରିଯାଇଛନ୍ତି ନବୀନ ପଟ୍ଟନାୟକ, ଜାଣନ୍ତୁ ଭାଜପାର ଲକ୍ଷ୍ମଣ କିଏ…
ଭୁବନେଶ୍ୱର,୭।୬: ଓଡ଼ିଶାରେ ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଏବେ ସରକାର ଗଠନ ପାଇଁ ପ୍ରସ୍ତୁତି ଚାଲିଛି। ହେଲେ ନିର୍ବାଚନରେ କିଛି ଏଭଳି ପ୍ରାର୍ଥୀ ଜିତିଛନ୍ତି ଏବଂ ହାରିଛନ୍ତି, ଯାହାକୁ ନେଇ ଚର୍ଚ୍ଚା ଜାରି ରହିଛି। ଏହି ବିଧାନସଭା…
ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବାକୁ ଅପେକ୍ଷା
ପୁରୀ,୭ା୬(ଅଜିତ୍ କୁମାର ମହାନ୍ତି):ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ…
ଆସନ୍ତା ୧୦ରେ ଜନତା ମଇଦାନରେ ହେବ ଭାଜପା ସରକାରର ଶପଥ ଗ୍ରହଣ ସମାରୋହ
ଭୁବନେଶ୍ୱର,୬।୬: ରାଜ୍ୟରେ ଭାଜପା ବହୁମତ ପାଇ ସରକାର ଗଢିବାକୁ ଯାଉଛି। ତେବେ ଭାଜପା ସରକାରର ଶପଥ ସମାରୋହ ଆସନ୍ତା ୧୦ତାରିଖରେ ଜନତା ମଇଦାନ ଠାରେ ଆୟୋଜନ ହେବ। ଦଳର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଶପଥ ନେବେ। ଆଜି ଏ ନେଇ ସରକାରୀ…
ଲକ୍ଷ୍ମୀ ବସ୍ରୁ ହଟିଲା ଶଙ୍ଖ ଚିହ୍ନ
ମାଲକାନଗିରି, ୬ା୬(ଦୁର୍ଯ୍ୟୋଧନ ପାତ୍ର)-ଲକ୍ଷ୍ମୀ ବସ୍ ସେବା ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ଲାଗୁ କରିଥିଲେ ା ଏହି ବସ୍ଗୁଡିକ ଜିଲା ଓ ବ୍ଲକ୍ ସଦର ମହକୁମାରୁ ବିଭିନ୍ନ ଆଭ୍ୟନ୍ତରୀଣ ଅଞ୍ଚଳକୁ ଦୈନିକ ଯାତାୟାତ କରିବା ସହ ଯାତ୍ରୀଙ୍କ ଟିକଟ ମୂଲ୍ୟ ଏସିରେ…
ପ୍ରେସମିଟ୍ କରି ସ୍ପଷ୍ଟ କଲା ବିଜେଡି, କେଉଁଠି ଅଛନ୍ତି ପାଣ୍ଡିଆନ୍
ଭୁବନେଶ୍ୱର,୬।୫: ବିଜେଡିର ପରାଜୟ ପରେ ପାଣ୍ଡିଆନ୍ ଦିଲ୍ଲୀ ଚାଲିଯାଇଥିବା ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ବିଜେଡି ଏହାର ସ୍ପଷ୍ଟୀକରଣ ରଖିଛି। ଖବରଦାତା ସମ୍ମିଳନୀ କରି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଗୁରୁବାର ସୂଚନା ଦେଇ କହିଛନ୍ତି ନବୀନଙ୍କ ନିର୍ଦ୍ଦେଶରେ ପାଣ୍ଡିଆନ୍ ଦିଲ୍ଲୀ…
ପାଣ୍ଡିଆନ୍-ନବୀନଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ପ୍ରଣବ ପ୍ରକାଶ, କହିଦେଲେ ଏମିତି…
ଭୁବନେଶ୍ୱର,୬।୬: ପରାଜିତ ପ୍ରାର୍ଥୀଙ୍କୁ ନେଇ ଗୁରୁବାର ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକ ପରେ ବିଜେଡି ଓ ନବୀନଙ୍କ ସମ୍ପର୍କରେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ବଡ଼ ବୟାନ ଦେଇଛନ୍ତି।…
ନିର୍ବାଚନ ସରିବା ପରେ ହଟିଲା ଆଦର୍ଶ ଆଚରଣ ବିଧି
ଭୁବନେଶ୍ୱର,୬।୬: ରାଜ୍ୟରେ ଉଭୟ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଗୁରୁବାର ହଟାଯାଇଛି। ଏନେଇ ନିର୍ବାଚନ ଆୟୋଗ ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ ସଚିବଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।…
ପାଣ୍ଡିଆନ୍ଙ୍କୁ ହଟାଇ ଦେଲେ କି ନବୀନ! ପ୍ରଫୁଲ୍ଲ ସାମଲଙ୍କ ବଡ଼ ବୟାନ ପରେ ତେଜିଲା ରାଜନୀତି
ଭୁବନେଶ୍ୱର,୬।୫: ନବୀନ ନିବାସରେ ଗୁରୁବାର ପରାଜିତ ପ୍ରାର୍ଥୀଙ୍କୁ ଡାକି ଆଲୋଚନା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବୈଠକ ପରେ ଗଣମାଧ୍ୟମକୁ ବଡ଼ ବୟାନ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲ। ସେ କହିଛନ୍ତି ପାଣ୍ଡିଆନ୍ଙ୍କ ବିନା ନବୀନ ସବୁ…
ଏଇଠି ଅଛନ୍ତି ପାଣ୍ଡିଆନ୍, ମିଳିଲା ବଡ଼ ସୂଚନା
ଭୁବନେଶ୍ୱର,୬।୬: ରାଜ୍ୟରେ ବିଜେଡି ପରାଜୟ ପରେ ପାଣ୍ଡିଆନ୍ଙ୍କ ଦେଖା ମିଳୁନାହିଁ। ସେ କେଉଁ ଆଡେ ଯାଇଛନ୍ତି ବୋଲି ଚାରିଆଡେ ଚର୍ଚ୍ଚା ଜୋର ଧରିଥିବା ବେଳେ ପାଣ୍ଡିଆନ୍ଙ୍କ ସମ୍ପର୍କରେ ଏକ ଖବର ସାମ୍ନାକୁ ଆସିଛି। ସେ ବୁଧବାର ରାତିରେ ଦିଲ୍ଲୀ ଚାଲିଯାଇଥିବା ଗଣମାଧ୍ୟମରେ…
ସୁରେଶ, ବାଲକ୍ରିଷ୍ଣନଙ୍କ ପରେ ଆଇଟି ସଚିବ ପଦରୁ ଇସ୍ତଫା ଦେଲେ ମନୋଜ ମିଶ୍ର
ଭୁବନେଶ୍ୱର,୬।୬: ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର। ଇଲେକ୍ଟ୍ରୋନିକ ଓ ଆଇଟି ପ୍ରମୁଖ ସଚିବ ପଦରୁ ଗୁରୁବାର ମନୋଜ ମିଶ୍ର ଇସ୍ତଫା ଦେଇଛନ୍ତି। ଇସ୍ତଫା ଗୃହିତ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା…
ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ
ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍ପି ପ୍ରତାପ ଷଡଙ୍ଗୀ ବିଜେଡି ଉପରେ ବର୍ଷୀଛନ୍ତି। ସେ…

