ରାଜ୍ୟ

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା ଓ ରାଜ୍ୟ ବାହାରକୁ ଗୋ’ଚାଲାଣ ହେଉଛି। ଏଥିସହ ଆଉ କେତେକ ସମୟରେ ଚଲାଇ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ ୨୦୦୮ରୁ ଦୀର୍ଘ ୧୮ ବର୍ଷ ହେଲାଣି ଅସ୍ତିତ୍ୱ ହରାଇଛି। ୧୯୬୬ରେ ଅସ୍ତିତ୍ୱରେ ଆସିଥିବା…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌ ରାଇସ ମିଲ୍‌ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମାଟିଆ ଗ୍ରାମର ଜୟରାମ ଗୌଡ଼…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା ଅନୁସାରେ କନ୍ୟାଙ୍କୁ ମହୁଲ ଗଛ ସହ ବିବାହ କରାଇବା ପାଇଁ ପରିବାର ଓ…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଅଭିଯୋଗକ୍ରମେ କମର୍ଦ୍ଦା ପୋଲିସ ବୁଧବାର ମାମଲା(ନଂ. ୧୫୪/୨୬) ରୁଜୁ କରି ଅଭିଯୁକ୍ତ ଟ୍ୟୁଶନ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତର ଗାଁରେ ଲାଗିଥିବା ସେନ୍ସର୍‌ ଲାଇଟ୍‌ର ତଦନ୍ତ ଆରମ୍ଭ କରିଛନ୍ତି। ଏହି…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଠାବ କରିଥିଲା। ପରେ ୨୨ ତାରିଖରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଦ୍ଧାର କରାଯାଇଥିଲା। ସେହିଦିନ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ପ୍ରାଥମିକ ସର୍ଭେ ଆରମ୍ଭ ହୋଇଛି। ଉଚ୍ଚସ୍ତରୀୟ ଅଧିକାରୀମାନେ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ। ଧାରଣାସ୍ଥଳକୁ ଆସିବା ପୂର୍ବରୁ ଶତାଧିକ ମହିଳାଙ୍କ ସହ ଗରାପୁରସ୍ଥ ଗାନ୍ଧୀ ମୂର୍ତ୍ତିରେ ମାଲ୍ୟାର୍ପଣ…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ଆଗକୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି ସ୍ଥାନରେ ବର୍ଷା ହେଉଥିଲେ ମଧ୍ୟ ଆଗକୁ ବର୍ଷା ପରିମାଣ ବୃଦ୍ଧି ପାଇବ ବୋଲି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ, ସାହିତ୍ୟ, ଗଣିତ, ଇଂଲିଶ, ଭୂଗୋଳ ଆଦି ବିଭିନ୍ନ ବହିରେ ୨ହଜାରରୁ ଅଧିକ ଭୁଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?