୩ରୁ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, କିଛି ଜିଲାରେ କାଳବୈଶାଖୀ
ଭୁବନେଶ୍ୱର,୫ା୬: ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି। ମୌସୁମୀ ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିବ। ତା’ପରେ ଅନ୍ୟ ଅଞ୍ଚଳକୁ ଛୁଇଁବ। ଓଡ଼ିଶାକୁ…
ନବୀନ ନିବାସ ବୈଠକରେ ବି ପାଣ୍ଡିଆନ ଅନୁପସ୍ଥିତ, ୨ ବିଜେଡି ବିଧାୟକ କହିଲେ…
ଭୁବନେଶ୍ୱର,୫।୬: ବିଜେଡି ପ୍ରଚାରର ମଙ୍ଗ ଧରିଥିଲେ, ହେଲେ ନିର୍ବାଚନ ଫଳାଫଳ ଆସିବା ପରେ କେଉଁଆଡେ ଉଭାନ। ଆମେ କହୁଛୁ ବିଜେଡି ନେତା ଭି କେ ପାଣ୍ଡିଆନଙ୍କ କଥା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ତାଙ୍କୁ ଦେଖିବାକୁ ମଧ୍ୟ ମିଳୁନାହିଁ। ଏଣୁ…
ପରାଜୟ ପରେ ଦଳୀୟ ନେତାଙ୍କୁ ଏଭଳି କହି ମନୋବଳ ବଢ଼ାଇଲେ ନବୀନ, ଦେଖନ୍ତୁ Video
ଭୁବନେଶ୍ୱର,୫।୬: ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରି ସରକାର ଗଠନ କରିବାକୁ ଯାଉଛି। ହେଲେ ପରାଜିତ ହୋଇ ଅଧିକ ଚର୍ଚ୍ଚାରେ ରହିଛି ବିଜେଡି, ସେ ବି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ। ଦୀର୍ଘ ୨୪ ବର୍ଷ ଧରି…
ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ଏହି ଦିନ ହେବ ଫାଇନାଲ
ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୬: ଭାରତୀୟ ଜନତା ପାର୍ଟି ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ଐତିହାସିକ ପ୍ରଦର୍ଶନ ହାସଲ କରିଛି। ଭାରତୀୟ ଜନତା ପାର୍ଟି ୧୪୭ ସିଟ୍ ବିଶିଷ୍ଟ ବିଧାନସଭାରେ ୭୮ ସିଟ୍ ଜିତିବାରେ ସଫଳ ହୋଇଥିବା ବେଳେ ବିଜେଡିକୁ କେବଳ ୫୧ଟି…
BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ: ଭାଜପା
ଭୁବନେଶ୍ୱର,୫।୬: ରାଜ୍ୟରେ ଭାଜପାକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ…
ଇସ୍ତଫା ଦେଲେ ନବୀନ ପଟ୍ଟନାୟକ, ଟ୍ବିଟ କରି କହିଦେଲେ ଏମିତି
ଭୁବନେଶ୍ୱର,୫।୬: ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ବୁଧବାର ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କୃତଜ୍ଞତା ଜଣାଇଛନ୍ତି।…
ମୁଖ୍ୟମନ୍ତ୍ରୀ ଦୌଡ଼ରେ ଅନେକ ନେତା, ଚର୍ଚ୍ଚାରେ ଗିରିଶ ମୁର୍ମୁଙ୍କ ନାଁ
ଭୁବନେଶ୍ୱର,୫।୬: ଓଡ଼ିଶାରେ ସାଧାରଣ ନିର୍ବାଚନ ପରେ ସଂଖ୍ୟାଗରିଷ୍ଠ ଦଳ ଭାବେ ଭାଜପାର ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଓଡ଼ିଶାର ଲୋକପ୍ରିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାନରେ କିଏ ଭାଜପା ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ କଳ୍ପନା ଜଳପାନ…
ମୁଁ ଭାଜପାରେ ଥିଲି, ଅଛି ଆଉ ରହିବି: ହିମାଂଶୁ ଶେଖର
ଧର୍ମଶାଳା,୫।୪: ସାରା ରାଜ୍ୟରେ ପଦ୍ମର ଲହର ଥିବା ବେଳେ ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ଜଣେ ସ୍ବାଧୀନ ପ୍ରାର୍ଥୀ ବାଜିମାତ କରିଥିଲେ। ଉଭୟ ବିଜେଡି ଏବଂ ଭାଜପାର ଛାମୁଆ ନେତାଙ୍କୁ ସେ ପଛରେ ପକାଇ ନିର୍ବାଚନ ଜିତିଥିଲେ। ୨୯ ବର୍ଷ ଧରି ବିଜେଡି…
ଫଳାଫଳ ଆସିବାର ଦିନକ ପରେ ଟୁକୁନି ସାହୁଙ୍କ ପ୍ରତିକ୍ରିୟା, ଟିଟଲାଗଡ଼ବାସୀଙ୍କ ଉଦ୍ଦେଶ୍ୟରେ କହିଲେ…
ଭୁବନେଶ୍ୱର,୫।୬: ୨୦୨୪ ନିର୍ବାଚନରେ ବିଜେଡିର ଟାଣୁଆ ନେତ୍ରୀ ତଥା ପରିବହନ ମନ୍ତ୍ରୀ ଟୁକୁନି ସାହୁ ଟିଟଲାଗଡ଼ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ସେଠାରେ ତାଙ୍କୁ ଭାଜପାର ନବୀନ କୁମାର ଜୈନ ହରାଇଛନ୍ତି। ତେବେ ଫଳାଫଳ ଆସିବାର ଦିନକ ପରେ ଟୁକୁନି ନିଜର…
ରିଲ୍ ପରେ ରାଜନୀତିରେ ବି ସିଦ୍ଧାନ୍ତ-ରଚନା ହିଟ୍
ଭୁବନେଶ୍ୱର,୫।୬: ୨୦୨୪ ନିର୍ବାଚନରେ ବିଜେତା ମୁକୁଟ ପିନ୍ଧିଛନ୍ତି ଓଲିଉଡର ବିଗତ ଦିନର ହିଟ୍ ଯୋଡ଼ି ସିଦ୍ଧାନ୍ତ ମହାପାତ୍ର ଏବଂ ରଚନା ବାନାର୍ଜୀ। ସିଦ୍ଧାନ୍ତ ଭାଜପା ଟିକେଟରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ ରଚନା ଟିଏମ୍ସି ଟିକେଟରେ ଲୋକ ସଭାକୁ ନିର୍ବାଚିତ…
ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା, ଲାଗୁ ହେବ ଏହି ଯୋଜନା, ମନମୋହନ ସାମଲଙ୍କ ବଡ଼ ବୟାନ
ଭୁବନେଶ୍ୱର,୫।୬: ଓଡ଼ିଶାରେ ବନ୍ଦ ହୋଇଯିବ BSKY ଯୋଜନା । ନୂଆ ସରକାର ଗଠନ ହେବା ପରେ ଓଡ଼ିଶାରେ ବିଏସକେୱାଇ କାର୍ଡ ବନ୍ଦ ହୋଇଯିବ । ଅର୍ଥାତ ଓଡ଼ିଶାବାସୀ ଆଉ BSKY ଯୋଜନାର ଲାଭ ଉଠାଇପାରିବେ ନାହିଁ । ଏଣିକି ଓଡ଼ିଶାରେ ଲାଗୁ…
ସବୁଠି ଚର୍ଚ୍ଚା: କୁଆଡେ ଗଲେ ପାଣ୍ଡିଆନ?
ଭୁବନେଶ୍ୱର,୫।୬: ରାଜ୍ୟରେ ବିଜେଡିର ପରାଜୟ ପରେ ଆଉ ଏକ ଚର୍ଚ୍ଚା ବଢ଼ିବାରେ ଲାଗିଛି। ସେଇଟି ହେଲା କୁଆଡେ ଗଲେ ପାଣ୍ଡିଆନ। ଜଣେ ଆଇଏଏସ୍ ଅଫିସର ହୋଇଥିଲେ ହେଁ ବିଜେଡିରେ ତାଙ୍କର ଦବ୍ଦବା ରହିଥିଲା। ନିର୍ବାଚନ ପୂର୍ବରୁ ଅବସର ନେବା ପରେ ସେ…

