ରାଜ୍ୟ

ବଲାଙ୍ଗୀରରେ ବିଜ୍ଞାନ କେନ୍ଦ୍ର, ପ୍ଲାନେଟାରିୟମ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ପ୍ରତିଷ୍ଠା ହେବ। ଆସନ୍ତା ୩୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ। ଗୁରୁବାର ବଲାଙ୍ଗୀରରେ ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା...

ବଗଲା ଧର୍ମଶାଳା ଜମି ବିକ୍ରି ମାମଲା: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାଏମ

କଟକ ଅଫିସ,୨୪ା୯: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସମ୍ବିତ ପାତ୍ରଙ୍କ ପକ୍ଷରୁ ଦାଏର ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜମିର ବିକ୍ରି ଖର୍ଦ୍ଦି, କିସମ ବଦଳ, ନିର୍ମାଣ କାର୍ଯ୍ୟ ଚୂଡାନ୍ତ ରାୟ ଉପରେ ନିର୍ଭର...

ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୬ ଜଣ...

ଅନ୍ଧବିଶ୍ୱାସ: କଦଳୀ ଭେଳା କରି ସମୁଦ୍ରରେ ଭସାଇଦେଲେ ସାପ କାମୁଡ଼ା ଛାତ୍ରୀଙ୍କ ମୃତଦେହ

ମହାକାଳପଡ଼ା,୨୪ା୯ ଡି.ଏନ.ଏ.): ଅନ୍ଧବିଶ୍ୱାସ ଓ ପୁରୁଣା ପରମ୍ପରା ଏବେ ବି ଲୋକଙ୍କ ମନରେ ବଞ୍ଚତ୍ ରହିଛି। ତା’ର ଏକ ଉଦାହରଣ ଗୁରୁବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ଖରିନାସୀ ଗାଁରେ ଦେଖିବାକୁ ମିଳିଛି। ସ୍ଥାନୀୟ ମାଛ ଜେଟି ନିକଟରେ...

ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସିଦ୍ଧାର୍ଥ ଦାସ କହିଛନ୍ତି, ରୋଗ ଚିହ୍ନଟ ନ କରି ଫାର୍ମାସିଷ୍ଟମାନେ କେମିତି...

କଟକଣାରେ ହେବ ଦୁର୍ଗାପୂଜା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ପାଖେଇ ଆସିଲାଣି ଦୁର୍ଗାପୂଜା। କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ଦଶହରା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛି। ପୂଜାକୁ ସମ୍ପୂର୍ଣ୍ଣ...

ଅଧାରେ ଲାଖିଛି ବିକାଶ

ଯାଜପୁର ଅଫିସ,୨୪ା୯: ଯାଜପୁର ଜିଲା ସଦର ମହକୁମାର ନବକଳେବର ପରିପ୍ରେକ୍ଷୀରେ ଆଉ ଏକ ପ୍ରସ୍ତାବକୁ ପ୍ରଶାସନିକ ମଞ୍ଜୁରୀ ମିଳିଛି। ଏଥିରେ ମାନ୍‌ସାପୋଲଠାରୁ ବିରଜା ମହିଳା କଲେଜ ଛକ ଏବଂ ଜିଲା ସଦର ଡାକ୍ତରଖାନାଠାରୁ କାଲିଘାଟ ପର୍ଯ୍ୟନ୍ତ ରାସ୍ତା ସଂପ୍ରସାରଣ କାର୍ଯ୍ୟ...

ରକ୍ତରଞ୍ଜିତ ହେଉଛି ରାଜପଥ

ଅନୁଗୋଳ ଅଫିସ, ୨୪ା୯ଶେଷ ହେଉନି ସମ୍ପ୍ରସାରଣ। ଆଗଉନି ଓଭରବ୍ରିଜ୍‌, ଅଣ୍ଡରପାସ୍‌ ନିର୍ମାଣ। ପୂରଣ କରାଯାଉନି ଖାଲଖମା କି ମରାମତି ହେଉନି ବାଇପାସ୍‌। ୫ ବର୍ଷ ହେଲା ଏପରି ଅବସ୍ଥା ଯୋଗୁ ଏକପ୍ରକାର ମରଣଯନ୍ତା ପାଲଟିଛି ଅନୁଗୋଳ ଦେଇ ଯାଇଥିବା ୫୫...

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ ବର୍ଷା କମି ଥିବାରୁ ନଦୀର ଜଳପତ୍ତନ ହ୍ରାସ ପାଇଛି। ସୁରକ୍ଷିତ ସ୍ଥାନରେ ଆଶ୍ରୟ...

ହାତୀଗୋଠରେ୨ ନୂଆ ଅତିଥି

ଚମ୍ପୁଆ,୨୪।୯(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଜାମୁଦଲକ ଜଙ୍ଗଲରେ ରହିଥିବା ହାତୀପଲ ମଧ୍ୟରେ ଗୁରୁବାର ସକାଳୁ ୨ ଶାବକ ଜନ୍ମ ନେଇଛନ୍ତି। ଗୋଟିଏ ମାଈହାତୀ ପ୍ରସବ ବେଦନାରେ ଛଟପଟ ହେଉଥିବା ସୂଚନା ମିଳିଛି। ବନବିଭାଗ, ପୋଲିସ ଓ ପ୍ରାଣୀଧନ...

ସୁବର୍ଣ୍ଣରେଖାରେ ପୁଣି ବନ୍ୟା -୨୫ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୋଗରାଇ, ୨୪।୯(ଡି.ଏନ.ଏ.)-ସୁବର୍ଣ୍ଣରେଖା ଉପରମୁଣ୍ଡ ରାଞ୍ଚତ୍ ମାଳଭୂମି ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହୁଥିବାରୁ ପ୍ରବଳ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଚାନ୍ଦିଲି ଡ୍ୟାମ୍‌ ସହିତ ଗାଲୁଡିହି, କରକାଇ, ବାଙ୍କବଲ ଆଦି ଜଳାଧାରରୁ ଉଦ୍‌ବୃତ୍ତ ବର୍ଷାଜଳ ପର୍ଯ୍ୟାୟକ୍ରମେ ସୁବର୍ଣ୍ଣରେଖାକୁ ନିଷ୍କାସିତ ହେଉଛି।...

କମୁଛି ଜଳକା : ଦୁର୍ଦ୍ଦଶାରେ ୪୧ ଗାଁ ବାସିନ୍ଦା

ବସ୍ତା/ରୂପ୍‌ସା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ବୁଧବାର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ଗୁରୁବାର ଜଳସ୍ତର ବିପଦସଂକେତ ଉପରେ ପ୍ରବାହିତ ହେଉଥିଲେ ହେଁ ବୁଧବାର ଅପେକ୍ଷାକୃତ ହ୍ରାସ ପାଇଥିବାରୁ ବନ୍ୟା ଆଶଙ୍କା ନାହିଁ। ବସ୍ତା ବ୍ଲକର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri