ରାଜ୍ୟ

୨୦୧୮ ଠାରୁ ୬୦ ଜଣ ପ୍ରବାସୀ ଶ୍ରମିକ ଓଡ଼ିଶା ବାହାରେ ମୃତ୍ୟୁ ବରଣ କରିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗୁରୁବାର ବିଧାନସଭାରେ ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ପ୍ରକାଶ କରିଛନ୍ତି ଯେ ୨୦୧୮ ମସିହାରୁ ରାଜ୍ୟ ବାହାରେ କାର୍ୟ୍ୟ କରୁଥିବାବେଳେ ଓଡ଼ିଶାରୁ ଅତି କମରେ ୬୦ ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ବାରଣ…

ରାଜ୍ୟରେ କମିଛି ଦାରିଦ୍ର୍ୟହାର: ବିଧାନସଭାରେ ସୂଚନା ଦେଲେ ସରକାର

ଭୁବନେଶ୍ୱର,୮ା୨: ରାଜ୍ୟରେ ଦାରିଦ୍ର୍ୟହାର କମିଛି ବୋଲି ବିଧାନସଭାରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସୂଚନା ଦେଇଛନ୍ତି। ୨୦୧୧-୧୨ ମସିହାରେ ରାଜ୍ୟର ଦାରିଦ୍ର୍ୟହାର ୩୨ ଦଶମିକ ୬ ପ୍ରତିଶତ ଥିବାବେଳେ ୨୦୧୫-୧୬ରୁ ୨୦୧୮-୧୯ ବର୍ଷ ମଧ୍ୟରେ ଦାରିଦ୍ର୍ୟ ହାର ୧୫…

ସିଏନ୍‌ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘର ନିଷ୍ପତ୍ତି

କଟକ,୮ା୨(କାର୍ତ୍ତିକ ସାହୁ): କଟକ ଘରୋଇ ବସ୍‌ ମାଲିକ ସଂଘ ଏବଂ ମୋଟର ଯାନ କର୍ମଚାରୀ ସଂଘ ମଧ୍ୟରେ ବିବାଦ ଘଟି ସିଏନ୍‌ବିଟିରେ ପ୍ରବେଶ ଶୁଳ୍କ ନ ଦେବାକୁ ମାଲିକ ସଂଘ ନିଷ୍ପତ୍ତି ନେଇଛି। ଏନେଇ ସଂଘ ପକ୍ଷରୁ ସିଏନ୍‌ବିଟି କର୍ତ୍ତୃପକ୍ଷଙ୍କୁ ଅବଗତ…

ଅର୍ପଣ ରଥରୁ ସଂଗ୍ରହ ହୋଇଛି ୩ କୋଟି ଟଙ୍କା: ଶ୍ରୀମନ୍ଦିର ପ୍ରଶାସନ

ପୁରୀ,୮ା୨: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦଘାଟନ ଅବସରରେ ରାଜ୍ୟବ୍ୟାପୀ ବୁଲିଥିବା ଜଗନ୍ନାଥଙ୍କ ଅର୍ପଣ ରଥରୁ ସଂଗ୍ରହ ଚାଉଳ ଏବଂ ଟଙ୍କା ସଂଗ୍ରହ ତଥା ବ୍ୟବହାରକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଗୁରୁବାର ସ୍ପଷ୍ଟୀକରଣ ଜାରି…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆର୍‌ଟିଓ ଡାଟା ଏଣ୍ଟ୍ରି ଅପରେଟର

ଛତ୍ରପୁର,୮।୨(ସନ୍ତୋଷ ପାଢ଼ୀ/ ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଆର୍‌ଟିଓ କାର୍ଯ୍ୟାଳୟ ଡାଟା ଏଣ୍ଟ୍ରି ଅପରେଟର ଗୌରହରି ପାଢ଼ୀ ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ମିଳିଥିବା ସୂଚନା ମୁତାବକ, କରୋନା ବେଳେ…

ପୁଣି ଫେରୁଛି ବର୍ଷା: ୧୧, ୧୨ରେ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୮।୨: ପୁଣି ଫେରୁଛି ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ୧୧ ତାରିଖରେ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନାଁରେ ମିଛ ପ୍ରଚାର କରି ପିଇଓ ସସ୍‌ପେଣ୍ଡ

ମୁନିଗୁଡା,୮/୨(ରାଧେଶ୍ୟାମ ଅଗ୍ରୱାଲ): (ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା)ବିଏସକେୱାଇ ଯୋଜନା ନାଁରେ ମିଛ ପ୍ରଚାର କରି ସସପେଣ୍ଡ ହେଲେ ପାତ୍ରଗୁଡା ପିଇଓ ପ୍ରଭାକର ନାଲା। ତେବେ ଜିଆରଏସ ଗଣେଶ ପୂଜାରି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ପାତ୍ରଗୁଡା…

ଅନ୍ତରୀଣ ବଜେଟ: ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି

ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ୫୩ ଲକ୍ଷ ସାମାଜିକ…

ବିଧାନସଭାରେ ଆଗତ ହେଲା ଅନ୍ତରୀଣ ବଜେଟ: କୃଷି ପାଇଁ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ

ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଟିଟିଲାଗଡ ଡାକ୍ତରଖାନାରେ ଉତ୍ତେଜନା

ଟିଟିଲାଗଡ,୮ା୨: ଗୁରୁବାର ଦିନ ଚିକିତ୍ସା ଅବହେଳା ହେତୁ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଅଭିଯୋଗରେ ଟିଟିଲାଗଡ ସବ୍-ଡିଭିଜନାଲ ହସ୍ପିଟାଲରେ ପରିସରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ମୃତକଙ୍କ ନାମ ବୋଲାଙ୍ଗୀର ଜିଲାର ସିହିନୀ ଗାଁର ବିମଲ ଛତ୍ରଙ୍କ ପତ୍ନୀ ବିନୋଦିନି ବୋଲି…

ଖବରଦାତାଙ୍କ ପେନ୍‌ସନ୍‌ ଦାବି ଉଠାଇଲେ ନରସିଂହ

ଭୁବନେଶ୍ୱର,୮ା୨(ଅନିଲ ଦାସ): ଖବରଦାତାମାନେ ନିଜର ଦାବି ପାଇଁ ଲୋୟର ପିଏମ୍‌ଜିରେ ଧାରଣାରେ ବସୁଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକ ଖବରଦାତାଙ୍କୁ ପେନ୍‌ସନ୍‌ ଓ ସୁରକ୍ଷା ଦେଉଥିବା ବେଳେ ଓଡ଼ିଶା ସରକାର ଏ ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଲୋକ ସଭା ଭବନକୁ ମଧ୍ୟ ଖବରଦାତାମାନଙ୍କୁ…

ବିରୋଧୀଙ୍କ ପାଇଁ ମୁଁ ଡାଇଭଲ ବଟିକା: ଅରୁଣ ସାହୁ

ଭୁବନେଶ୍ୱର,୮ା୨(ଅନିଲ ଦାସ): ରାଜ୍ୟ ସରକାର ଯେତେ ଯାହା ବିକାଶ କଲେ ମଧ୍ୟ ବିରୋଧୀ ଦଳଙ୍କୁ ତାହା ଦେଖାଯାଉନାହିଁ। ଯେକୌଣସି କଥାରୁ ଖିଅ ବାହାର କରିବା ବିରୋଧୀଙ୍କ ଏକ ଅଭ୍ୟାସରେ ପରିଣତ ହେଲାଣି ବୋଲି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri