ରାଜ୍ୟ

ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଧରି ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ...

ଜଳକା ନଦୀରେ ବନ୍ୟା: ସରକାରୀ କାର୍ଯ୍ୟାଳୟରେ ପଶିଲା ପାଣି

ବସ୍ତା,୨୨।୯(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ଦେଇ ପ୍ରବାହିତ ଜଳକା ନଦୀରେ ଭୀଷଣ ବନ୍ୟା ଜଳ ପ୍ରବାହିତ ହେଉଛି। ଏ ନେଇ ବନ୍ୟା ଜଳ ବସ୍ତା ଥାନା, ଏସ୍‌ଡିପିଓ ଅଫିସ, ତହସିଲ ଅଫିସ ଜଳମଗ୍ନ ହୋଇଛି। ଏ ସମସ୍ତ କାର୍ଯ୍ୟାଳୟରେ ପାଣି...

ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୫୦କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରୁ କଟକ, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଙ୍କ ମୃତ୍ୟୁ ଘଟିଛି...

ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ପୁଣି ୧୦୦ରୁ ଊର୍ଦ୍ଧ୍ୱ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୪୨୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୧୦ ଜଣ...

ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ମୁଣ୍ଡା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଏପରି ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା ଚାଲିଛି। ମଙ୍ଗଳବାର ମୃତଦେହକୁ ସ୍ତ୍ରୀ ସ୍ବର୍ଗରଥରେ ନେଇଯାଉଥିବାବେଳେ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ...

କୃଷି ପ୍ରଗତି ପାଇଁ ଏମ୍‌ଓୟୁ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ରାଜ୍ୟରେ କୃଷି ପ୍ରଗତି ପାଇଁ ଓଡ଼ିଶା ସରକାର ଏବଂ ବିଲ୍‌ ଓ ମିଲିଣ୍ଡା ଗେଟ୍‌ସ ଫାଉଣ୍ଡେଶନ ମଧ୍ୟରେ ମଙ୍ଗଳବାର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଏହା ମାଧ୍ୟମରେ ଗେଟ୍‌ସ ଫାଉଣ୍ଡେଶନ ଓ ଏହାର ଭାଗୀଦାରମାନେ କୃଷି ଡାଟା ସିଷ୍ଟମ୍‌,...

୫୫ନଂ.ଏନ୍‌ଏଚ୍‌ ସମ୍ପ୍ରସାରଣ ସରୁନାହିଁ

ଯାଜପୁର ଅଫିସ,୨୨।୯: କଟକ-ଅନୁଗୋଳ ଓ ସମ୍ବଲପୁର-ଅନୁଗୋଳ ସେକ୍ସନ ୫୫ ନଂ. ଜାତୀୟ ରାଜପଥ(ଏନ୍‌ଏଚ୍‌) ୪ ଲେନ୍‌ ସମ୍ପ୍ରସାରଣ କାମର ଅଗ୍ରଗତି ବାଧାପ୍ରାପ୍ତ ହେଉଛି। ଠିକାସଂସ୍ଥା ଗାୟତ୍ରୀର ଦୁର୍ବଳ ଆର୍ଥିକ ପରିଚାଳନା ଯୋଗୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଏହାବାଦ୍‌...

ଶିଶୁ ଅଧିକାର ସୁରକ୍ଷା ପାଇଁ ବିଧାନସଭା ଫୋରମ୍‌ ହେବ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ଶିଶୁ ଅଧିକାର ସୁରକ୍ଷା ସହ ସେମାନଙ୍କ ଶିକ୍ଷା, ଦକ୍ଷତାର ବିକାଶ, ଶିଶୁର ମାନସିକ ବିକାଶ ପାଇଁ ଉପଯୁକ୍ତ ବାତାବରଣ ସୃଷ୍ଟି ସକାଶେ ଓଡ଼ିଶାରେ କର୍ନାଟକ ଭଳି ବିଧାନସଭା ଫୋରମ୍‌ ଗଠନ କରାଯିବ। ମଙ୍ଗଳବାର ବାଚସ୍ପତିଙ୍କ ପ୍ରକୋଷ୍ଠରେ ବାଚସ୍ପତି...

ରପ୍ତାନିରେ ୧ଲକ୍ଷ କୋଟିରେ ପହଞ୍ଚିବ ଓଡ଼ିଶା

ଭୁବନେଶ୍ୱର,୨୨।୯: ରାଜ୍ୟ ସରକାରଙ୍କ ଏମ୍‌ଏସ୍‌ଏମ୍‌ଇ ଓ ଶିଳ୍ପ ବିଭାଗ ଏବଂ କେନ୍ଦ୍ର ସରକାରଙ୍କ ମିଳିତ ଉଦ୍ୟମରେ ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲ ପରିସରରେ ବାଣିଜ୍ୟ ଉତ୍ସବ ଆୟୋଜିତ ହୋଇଯାଇଛି ା ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର...

କାଲି ବାଘ, ଆଜି ଚିତା ବିରାଡ଼ି

ଭୁବନେଶ୍ୱର, ୨୨।୯(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌, ଡବ୍ଲ୍ୟୁସିସିବି ଓ ବାରିପଦା ବନଖଣ୍ଡ ସୋମବାର ବାରିପଦାଠାରେ ମିଳିତ ଚଢ଼ାଉ କରି ଦୁଇଜଣଙ୍କୁ ଗିରଫ କରିବା ସହ ବାଘଛାଲ ଜବତ କରିଥିଲା। ଜବତ ଛାଲକୁ ଗଣମାଧ୍ୟମ ସମ୍ମୁଖରେ ରଖି ତାହା ଏକ ଛୁଆ କଲରାପତରିଆ...

ଭାଜପା ପତାକା ଚିରି ଗାଡ଼ି ଭାଙ୍ଗିଲେ

ପିପିଲି/ଡେଲାଙ୍ଗ,୨୨।୯(ସ୍ବ.ପ୍ର./ଡି.ଏନ୍‌.ଏ.):ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ପ୍ରଚାର ଆରମ୍ଭ ହୋଇଛି। ୩୦ତାରିଖରେ ଭୋଟ ହେବାକୁ ଥିବାରୁ ପ୍ରଚାର ପାଇଁ ହାତରେ ଆଉ ମାତ୍ର ୭ଦିନ । ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ପକ୍ଷରୁ ପ୍ରଚାର ଜୋରଦାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri