ରାଜ୍ୟ

ହାରିଗଲେ ଅରିନ୍ଦମ: ସାଲେପୁରରେ ପ୍ରଶାନ୍ତ ବିଜୟୀ

କଟକ,୪।୬: ସାଲେପୁର ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ତଥା ଓଲିଉଡ୍‌ ଅଭିନେତା ଅରିନ୍ଦମ ରାୟଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏଠାରେ ବିଜେଡିର ପ୍ରଶାନ୍ତ ବେହେରା ବିଜୟୀ ହୋଇଛନ୍ତି। ଆରମ୍ଭରୁ ପ୍ରଶାନ୍ତ ଆଗୁଆ ରହିଥିଲେ ହେଁ ମଝିରେ କିଛି ରାଉଣ୍ଡରେ ଅରିନ୍ଦମ…

କହିଥିଲେ ପାଣ୍ଡିଆନ, ‘ହାରିଲେ ଛାଡିଦେବି ରାଜନୀତି’

ଭୁବନେଶ୍ୱର,୪।୬: ଦୀର୍ଘ ୧୫ବର୍ଷର ବ୍ୟବଧାନ ପରେ ଓଡ଼ିଶାରେ ଫୁଟିବାକୁ ଯାଉଛି ପଦ୍ମ। ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ ଏବେ ବଡ଼ ପରାଜୟ ମୁଖେ ଅଗ୍ରସର ହେଉଛି। ରାଜ୍ୟରେ ଭାଜପା ୮୧ ଆସନରେ ଆଗୁଆ ଥିବାବେଳେ ବିଜେଡି ୪୭ ଆସନରେ ସୀମିତ…

ହାରିଗଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୪।୬:ବଡଚଣାରୁ ହାରିଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଭାଜପା ପ୍ରାର୍ଥୀ ଅମର କୁମାର ନାୟକଙ୍କ ଠାରୁ ପରାସ୍ତ ହେଲେ ଅଭିନେତ୍ରୀ ବର୍ଷା। ଅମରଙ୍କ ଠାରୁ ୭୩୮୩ ଭୋଟ ବ୍ୟବଧାନରେ ପରାଜିତ ହେଲେ ବର୍ଷା।

ପାଟକୁରାରେ ଅରବିନ୍ଦ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜେଡି ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ତେଜେଶ୍ୱର ପରିଡ଼ାଙ୍କୁ ୧୧,୪୨୫ ଖଣ୍ଡ ଭୋଟ୍‌ରେ ହରାଇ…

ଫୁଲବାଣୀ ବିଧାନସଭା ଆସନ ହାତେଇଲା ଭାଜପା

ଫୁଲବାଣୀ,୪ା୬(ରାକେଶ କୁମାର ରାଉତ): ଫୁଲବାଣୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପ୍ରାର୍ଥୀ ଉମାଚରଣ ମଲିକ ବିଜୟ ଲାଭ କରିଛନ୍ତି। ଉମାଚରଣ ମୋଟ୍‌ ୫୩,୯୦୦ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କ ନିକଟତମ ବିଜେଡି ପ୍ରାର୍ଥୀ ଜୟଶ୍ରୀ କହଁର ୫୧,୦୪୨ ଖଣ୍ଡ ଭୋଟ୍‌…

ସୁନ୍ଦରଗଡରେ ଯୋଗେଶ ବିଜୟୀ

ସୁନ୍ଦରଗଡ଼,୪।୬: ସୁନ୍ଦରଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଯୋଗେଶ କୁମାର ସିଂହ ୧୦ହଜାର ଭୋଟରେ ବିଜୟୀ ହୋଇଛନ୍ତି।

ଘସିପୁରାରେ ବିଜେଡି ଜିତିଲା

ଭୁବନେଶ୍ୱର,୪।୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିବା ବେଳେ ଘସିପୁରା ବିଧାନସଭାରେ ବିଜେଡି ଜିତିଛି। ବିଜେଡି ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ସ୍ବାଧୀନ ପ୍ରାର୍ଥୀ ସୌମ୍ୟ ପଟ୍ଟନାୟକଙ୍କୁ ହରାଇ ବିଜୟୀ ହୋଇଛନ୍ତି।  

ଯାଜପୁରରୁ ଆସିଲା ବିଜେଡି ପାଇଁ ଖୁସି ଖବର

ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ରେ ଓଡ଼ିଶାରେ ପରିବର୍ତ୍ତନର ସ୍ବର ଦେଖିବାକୁ ମିଳିଛି। ଏଠାରେ ବିଜେଡି ଗଡ଼ ଭୁଶୁଡି ଥିବାବେଳେ ଭାଜପା ସରକାର ଗଢିବାକୁ ଯାଉଛି। ରାଜ୍ୟରେ ଲୋକ ସଭାରେ ମଧ୍ୟ ଭାଜପା ଏପର୍ଯ୍ୟନ୍ତ ୨୧ ଆସନରୁ ୧୯ରେ ଆଗୁଆ ରହିଛି। ବିଜେଡି…

ଓଡ଼ିଶାରେ ଫୁଟିଲା ପଦ୍ମ! ମୁଖ୍ୟମନ୍ତ୍ରୀ, ରେସ୍‌ରେ ଏହି ନେତା…

ଭୁବନେଶ୍ୱର,୪।୬: ଓଡ଼ିଶା ବିଧାନସଭା ନିର୍ବାଚନ ୨୦୨୪ରେ ଭାଜପା ସଂଖ୍ୟା ଗରିଷ୍ଠତା ହାସଲ କରିଛି। ମ୍ୟାଜିକ ନମ୍ବର ୭୫ ଛୁଇଁବା ଦଳ ୮୦ ଛୁଇଁଛି। ଏହି କ୍ରମରେ ବିଜେଡି ୫୫ ଭୋଟ ପାଇଛି। ନବୀନ ପଟ୍ଟନାୟକଙ୍କ ଦଳ ଅତି ଶୋଚନୀୟ ଭାବେ ପରାସ୍ତ…

ଖଣ୍ଡପଡ଼ା ବିଧାନସଭାରେ ଜିତିଲା ଭାଜପା

ଭୁବନେଶ୍ୱର,୪।୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିଲା ବେଳେ ଖଣ୍ଡପଡ଼ା ବିଧାନସଭାରେ ବିଜୟ ହାସଲ କରିଛନ୍ତି ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ।ବିଜେଡିର ସାବିତ୍ରୀ ପ୍ରଧାନଙ୍କୁ ୭୧୨୦ ଭୋଟରେ ଦୁଷ୍ମନ୍ତ ହରାଇଛନ୍ତି। ଦୁଷ୍ମନ୍ତ ୭୫,୧୩୯ ଭୋଟ ପାଇଥିବା ବେଳେ ସାବିତ୍ରୀ…

ଚିତ୍ରକୋଣ୍ଡାରେ କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା ବିଜୟୀ

ମାଲକାନଗିରି,୪ା୬: ମଙ୍ଗଳବାର ରାଜ୍ୟରେ ବିଧାନସଭା ଭୋଟ ଗଣତି ଜାରି ରହିଥିଲା ବେଳେ ଚିତ୍ରକୋଣ୍ଡାର ବିଜୟ ହାସଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ମଙ୍ଗୁ ଖିଲା। ମୋଟ ୩୧ ରାଉଣ୍ଡ ଗଣତି ପରେ କଂଗ୍ରେସ ପ୍ରାର୍ଥୀ ୯୩୯୮ ଭୋଟରେ ନିକଟତମ ପ୍ରତିଦ୍ବନ୍ଦୀ ଭାଜପାର ଡମ୍ବରୁ…

ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫା ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?