ରାଜ୍ୟ

ଏଣିକି ପରିବାର ଲୋକଙ୍କୁ ଭେଟିପାରିବେ କଏଦୀ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଣିକି ଜେଲ୍‌ରେ କଏଦୀମାନେ ସିଧାସଳଖ ପରିବାର ଲୋକଙ୍କୁ ପ୍ରତ୍ୟେକ୍ଷ ସାକ୍ଷାତ କରିପାରିବେ। ଏନେଇ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ନିର୍ଦ୍ଦେଶ ଦେବା ସହ ଗତ ୨୩ ତାରିଖରେ ସମସ୍ତ ଜେଲ୍‌ ଅଧୀକ୍ଷକଙ୍କୁ ଚିଠି କରିଛନ୍ତି। ଏହାସହ ଜେଲରେ ଥିବା...

ଯୁକ୍ତ୩ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ପାଇଁ ଏବେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଚାଲିଛି। ତେବେ ୨୭ ତାରିଖ ଭାରତ ବନ୍ଦକୁ ଦୃଷ୍ଟିରେ ରଖି ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଆସନ୍ତା ୩୦ତାରିଖ...

ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ଖଣି ଅଞ୍ଚଳବାସୀ: ଅଧିକାର ପାଇଁ ଦାବି କରିବାରୁ ନାଲିଆଖି

ଯାଜପୁର ଅଫିସ,୨୭।୯: ପ୍ରଶାସନିକ ଅବହେଳା ଏବଂ କେତେଜଣ ପ୍ରଭାବଶାଳୀଙ୍କ ଅମାନବୀୟ ବ୍ୟବହାର ଖଣି ପ୍ରଭାବିତ ଲୋକଙ୍କୁ ଆନ୍ଦୋଳନମୁଖୀ କରିଛି। ଏଭଳି ଅବସ୍ଥା ଏବେ ଯାଜପୁର ଜିଲାର ସୁକିନ୍ଦା ଖଣି ଅଞ୍ଚଳରେ ଦେଖିବାକୁ ମିଳିଛି। ଅଞ୍ଚଳବାସୀ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ...

ଆଜି ରାଜ୍ୟରୁ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୫୯ ଶିଶୁ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୪୪୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୪,୭୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫୮ ଜଣ...

ବାତ୍ୟା ଭୟ ଟଳିଲା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ଫଳରେ ଓଡ଼ିଶା ପ୍ରତି ଯେଉଁ ବାତ୍ୟା ବିପଦ ରହିଥିଲା ତାହା ଟଳିଯାଇଛି। ରାତି ପ୍ରାୟ ସାଢ଼େ...

ଆଜି ଭାରତ ବନ୍ଦ

ଭୁବନେଶ୍ୱର, ୨୭।୯: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ବର୍ଷେ ହେଲା ଚାଷୀ ଆନ୍ଦୋଳନ ଜାରି ରହିଥିବାବେଳେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌)ର ଆହ୍ବାନରେ ସୋମବାର ସାରା ଭାରତ ବନ୍ଦ ରହିବ। ବିବାଦୀୟ କୃଷି ଆଇନକୁ ରାଷ୍ଟ୍ରପତି...

ଆଇପିଏଲ୍‌ ବେଟିଂ, ଜେଲଗଲେ ୬

ଦିଗପହଣ୍ଡି,୨୬ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଆଇପିଏଲ ବେଟିଂରେ ସମ୍ପୃକ୍ତ ଥିବା ୬ ଅଭିଯୁକ୍ତଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦିଗପହଣ୍ଡି ଥାନା ଫାସିଗୁଡ଼ା ଗ୍ରାମର ରମେଶ ଚନ୍ଦ୍ର ନାୟକ, ମଳାଭଞ୍ଜା...

ସୋମବାର ଓଏସ୍‌ଆର୍‌ଟିସି ବସ୍‌ ବନ୍ଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭାରତ ବନ୍ଦକୁ ଦୃଷ୍ଟିରେ ରଖି ସୋମବାର ଓଏସ୍‌ଆର୍‌ଟିସି ବସ୍‌ ସେବା ବନ୍ଦ ରହିବ। ସକାଳ ୬ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଓଏସ୍‌ଆର୍‌ଟିସି ବସ୍‌ ଚଳାଚଳ ବନ୍ଦ ରହିବ ବୋଲି ଓଡ଼ିଶା ରାଜ୍ୟ ପରିବହନ ନିଗମ ପକ୍ଷରୁ ରବିବାର ସୂଚନା...

ଉପକୂଳ ଅତିକ୍ରମ କଲା ‘ଗୁଲାବ’

ଭୁବନେଶ୍ୱର,୨୬।୯: ବାତ୍ୟା ‘ଗୁଲାବ’ ରବିବାର ରାତିରେ ଉପକୂଳ ଅତିକ୍ରମ କରିଛି। ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ରାତି...

ବାତ୍ୟା ବିପଦ ଟଳିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ୭୫ରୁ ୮୫ କି.ମି. ବେଗରେ ପବନ ବୋହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ...

ଜଳ ପ୍ରପାତକୁ ଡେଇଁଲେ ପ୍ରେମୀ ଯୁଗଳ

ନୂଆପଡ଼ା ଅଫିସ,୨୬।୯: ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ଗୋଧ୍ୱସ ଜଳ ପ୍ରପାତକୁ ଡେଇଁ ପ୍ରେମୀଯୁଗଳ ନିଖୋଜ ଥିବା ଜଣାପଡ଼ିଛି। ସେମାନଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ଉଭୟଙ୍କ ପୋଷାକ, ଟର୍ଚ...

ଝିଆରୀଙ୍କୁ ବଳାତ୍କାର କରି ଜେଲ ଗଲେ କକା

ପାଟଣା,୨୬ା୯(ସ୍ବ.ପ୍ର.): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ରବିବାର ସମ୍ପର୍କୀୟ କକାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ସୋମବାର ରାତିରେ ନାବାଳିକା ଜଣକ ଶୌଚ ପାଇଁ ଯାଇଥିଲେ। ସେତିକିବେଳେ ନାବାଳିକାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri