ରାଜ୍ୟ

ଜାତୀୟ ରାଜପଥ କଡ଼ ସୋଲାର ଲାଇଟ ଅଚଳ: ମରାମତି ପାଇଁ ଚାଲିଛି ସର୍ଭେ 

ଦାରିଙ୍ଗବାଡ଼ି,୧୮।୧(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ପଞ୍ଚୁପଲଠାରୁ ବାଲିଗୁଡା ମଧ୍ୟରେ ରାଜପଥର ୨ କଡ଼ରେ ସୋଲାର ପ୍ୟାନେଲ, ବ୍ୟାଟେରି ଥାଇ ଷ୍ଟ୍ରିଟ ଲାଇଟ୍‌ ବ୍ୟବସ୍ଥା କରାଯଇଥିଲା। ମୋଟ ୩୫୪ଟି ପୋଲରେ ଏହି…

ଚିଲିକାରେ ଚାଲିଛି ପକ୍ଷୀ ଗଣନା

କୃଷ୍ଣପ୍ରସାଦ,୧୮।୧(କୈଳାଶ ଚନ୍ଦ୍ର ପଟନାୟକ): ଚିଲିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ ଟା ରୁ ୧୨ ଟା ଯାଏ ଗଣନା କରାଯିବ। ଏଥିପାଇଁ ୫ଟି ରେଞ୍ଜରେ ୨୨ ଟିମ୍‌ ଗଠନ କରାଯାଇଛି। ରାତିରେ ପକ୍ଷୀ ଗଣନାର ଚୂଡାନ୍ତ ତାଲିକା ପ୍ରକାଶ…

ଘରେ ପଶିଲେ, କିଛି କହିବା ପୂର୍ବରୁ ବେକ, କାନକୁ ହାଣି ପକାଇଲେ  

ଦିଗପହଣ୍ଡି,୧୮।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମ ଇନ୍ଦିରା ଆବାସ କଲୋନୀରେ ଅଭାବନୀୟ ଘଟଣା ଘଟିଛି। କଲୋନୀରେ ରହୁଥିବା କୁମାରୀ ସେଠୀ(୫୮) ଏବଂ ତାଙ୍କ ଦୁଇ ଅବିବାହିତ କନ୍ୟା ସବିତା ସେଠୀ(୩୨),ଝିଲି ସେଠୀ(୨୪)ଙ୍କୁ…

ଚିଲିକାରେ ପକ୍ଷୀ ଗଣନା ଆଜି

ବାଲୁଗଁା,୧୮ା୧(ସଂଗ୍ରାମ ପାଇକରାୟ): ଚିଲିକା ବନ୍ୟପ୍ରାଣୀ ବିଭାଗ ବାଲୁଗଁା ଆନୁକୂଲ୍ୟରେ ରବିବାର ଚିଲିକାରେ ପକ୍ଷୀ ଗଣନା ହେବ। ଏହି ପରିପ୍ରେକ୍ଷୀରେ ଶନିବାର ବାଲୁଗଁା ନିକଟ ବଡ଼କୁଳସ୍ଥିତ ସିଡିଏ ଆର୍ଦ୍ରଭୂମି ଗବେଷଣା କେନ୍ଦ୍ର ସମ୍ମିଳନୀ କକ୍ଷରେ ଗଣନାକାରୀଙ୍କୁ ତାଲିମ ପ୍ରଦାନ କରାଯାଇଛି। ମୋଟ ୨୨ଟି…

ତେଲେଇ ହେବାକୁ…

ଭୁବନେଶ୍ୱର,୧୮ା୧(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନରେ କ୍ଷମତାରୁ ଯିବାପରଠାରୁ ଦଳୀୟ ବ୍ୟାପାରରେ ସମ୍ପୂର୍ଣ୍ଣ ନୀରବ ରହି ଆସୁଥିବା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ଶୃଙ୍ଖଳା ପ୍ରସଙ୍ଗକୁ ନେଇ ହଠାତ୍‌ କ୍ରିୟାଶୀଳ କିପରି ହୋଇଗଲେ ତାହାକୁ ନେଇ ସବୁଆଡ଼େ ଚର୍ଚ୍ଚା ଜୋର୍‌…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା ଓରଫ ଶିବୁନା (୨୪)ଙ୍କ ମୃତଦେହ ମିଳିଛି। ରିପୋର୍ଟ ଲେଖାହେବା ପର୍ଯ୍ୟନ୍ତ ମୃତ୍ୟୁର କାରଣ…

ରାଜ୍ୟକୁ ଆସିବ ୧ ଲକ୍ଷ କୋଟିର ପୁଞ୍ଜି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧(ଅନୁରାଧା ମହାରଣା): କୋଲକାତାରେ ଅନୁଷ୍ଠିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ରୋଡ୍‌ ଶୋ’ରୁ ଓଡ଼ିଶା ପାଇଁ ୧ଲକ୍ଷ କୋଟି ଟଙ୍କାର ନିବେଶ ସମ୍ଭାବନା ସୃଷ୍ଟି ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ୱର ଫେରିବା ପରେ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି…

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ ୨୦ ତାରିଖ ପର୍ଯ୍ୟନ୍ତ ମେଳା ଚାଲିବ ବୋଲି ସୂଚନା ମିଳିଛି। ଲୋକସମାଗମକୁ ଦୃଷ୍ଟିରେ ରଖି…

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଛି। ଏକ କାର -ଅଟୋ ମୁହାଁମୁହିଁ ଧକ୍କା ହେବାରୁ ଉଭୟ ଗାଡି…

ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ ଦେଖୁଥିବା ଅଭିଯୋଗରେ ଛତିଶଗଡ଼ ସରକାର ଗରିଆବନ୍ଧ ଜିଲା ମୈନପୁରର ଉପ-ଜିଲାପାଳ ତୁଳସୀଦାସ ମାର୍କାମଙ୍କୁ ନିଲମ୍ବିତ…

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ କରାଯାଇଛି। ଶୁକ୍ରବାର ଜି.ଉଦୟଗିରିରେ ତାପମାତ୍ରା ୨.୬ ଡିଗ୍ରୀ ସେଲସିୟସ…

୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଏହି ସଙ୍କେତ ଦେଇଛନ୍ତି। ବର୍ତ୍ତମାନର ପଞ୍ଚାୟତ ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri