ରାଜ୍ୟ

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ପରିକ୍ରମା ପ୍ରକଳ୍ପର କଲେ ପ୍ରଶଂସା, କଂଗ୍ରେସର କକ୍ଷତ୍ୟାଗ

ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆରମ୍ଭରେ ଅଭିଭାଷଣ ରଖି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ପ୍ରଶଂସା କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଶ୍ରୀକ୍ଷେତ୍ରକୁ ଆସୁଥିବା ଲକ୍ଷାଧିକ ଶ୍ରଦ୍ଧାଳୁମାନଙ୍କ ପାଇଁ ୮ ଶହ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ…

ବିଜେଡି-ଭାଜପା ସମ୍ପର୍କ ନେଇ କଂଗ୍ରେସର ଟାର୍ଗେଟ: ଭାଜପା କହିଲା-‘କଂଗ୍ରେସ ପ୍ରଥମେ ନିଜ କଥା ବୁଝୁ’

ଭୁବନେଶ୍ୱର,୫।୨(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସମ୍ବଲପୁର ଆଇଆଇଏମ୍‌ର ନୂତନ ବିଲ୍ଡିଂର ଲୋକାର୍ପଣ ଉତ୍ସବରେ ଯୋଗଦେବା ସହ ରେମେଡ ପଡ଼ିଆଠାରେ ଆୟୋଜିତ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇଥିଲେ। ହେଲେ ତାଙ୍କ ଓଡ଼ିଶା ଗସ୍ତ ସମୟରେ ସେ କେନ୍ଦ୍ରରେ ଉପା…

ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ବୈଠକ: ସୁବାସ ସିଂ, ଅରିନ୍ଦମଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

କଟକ,୫।୨:(ଶିଳ୍ପା ପ୍ରିୟଦର୍ଶିନୀ) ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ନେଇ ରବିବାର ବାରବାଟୀ-କଟକ ନିର୍ବାଚନମଣ୍ଡଳୀ ପକ୍ଷରୁ ଜିଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବରିଷ୍ଠ ବିଜେଡି ନେତା, ବିଜୁ ଯୁବ ଛାତ୍ର ନେତା,…

ନୂଆ-ଓ ଯୁବ ଭାଗିଦାରୀକୁ ସଶକ୍ତ କରିବ: ରାଜ୍ୟପାଳ

ଭୁବନେଶ୍ୱର,୫।୨: ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ରାଜ୍ୟପାଳ ଗୃହରେ ଅଭିଭାଷଣ ରଖି ଗୃହକାର୍ଯ୍ୟ ଆରମ୍ଭ କରିଛନ୍ତି। ରାଜ୍ୟରେ କିପାରି ସରକାରଙ୍କ ନେତୃତ୍ୱରେ ସଫଳତା ପରେ ସଫଳତା ମିଳିଛି ତାହା ରାଜ୍ୟପାଳଙ୍କ ଅଭିଭାଷଣରେ ଦେଖିବାକୁ ମିଳିଥିଲା। ପ୍ରାରମ୍ଭରେ ରାଜ୍ୟପାଳ…

ସିରିଜ ଦୁର୍ଘଟଣା: ୪ ଟ୍ରକ୍‌, ବହୁ ବାଇକ୍‌ ଚୂରମାର୍‌

କେନ୍ଦୁଝର,୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ସକାଳେ କେନ୍ଦୁଝର ସହର ସ୍ଥାନୀୟ ଜୁଡ଼ିଆ ନିକଟରେ ଡବ୍ଲ୍ୟୁବି ୫୭ଡି/୬୩୩୪ ନମ୍ବର ବିଶିଷ୍ଟ ଆଇରନ ବୋଝେଇ ଟ୍ରକ୍‌ ସମ୍ବଲପୁର ଆଡ଼ୁ କେନ୍ଦୁଝର ଦେଇ ଯାଉଥିବା ବେଳେ ବ୍ରେକ୍‌ ଫେଲ୍‌ ହୋଇଯିବାରୁ ଅନ୍ୟ ୩ ଟ୍ରକ୍‌କୁ ଧକ୍କା…

ପରିତ୍ୟକ୍ତ ଅବସ୍ଥାରେ ୬ ଦିନର ଶିଶୁପୁତ୍ର ଉଦ୍ଧାର

ପାରଳାଖେମୁଣ୍ଡି,୫ା୨(ଗିରିଧାରୀ ପରିଛା): ଗଜପତି ଜିଲା ନୂଆଗଡ଼ ବ୍ଲକଠାରେ ପରିତ୍ୟକ୍ତ ଅବସ୍ଥାରେ ୬ଦିନ ଶିଶୁପୁତ୍ରକୁ ଉଦ୍ଧାର କରିଛି ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ। ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା…

ଓଲଟିଲା ବସ୍‌, ୧୦ରୁ ଅଧିକ ଆହତ

ସମ୍ବଲପୁର,୫ା୨: ସମ୍ବଲପୁର ଜିଲା ଚାରମାଳ ଥାନା ଅନ୍ତର୍ଗତ ନୂଆପଡ଼ା ଛକ ବୁଲାଣି ନିକଟରେ ସୋମବାର ଭୋର୍‌ରୁ ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶୁଭମ୍‌…

କମ୍‌ ଟଙ୍କାରେ ଗମନାଗମନ ସୁନିଶ୍ଚିତ କରିଛି ଲକ୍ଷ୍ମୀ ବସ୍‌

ନବରଙ୍ଗପୁର,୫।୨(ସଦାଶିବ ପ୍ରହରଜ): ୨୦୨୩ ମାର୍ଗଶିର ମାସ ଗୁରୁବାର ପ୍ରଥମ କରି ନବରଙ୍ଗପୁର ଜିଲାରେ ଗଡିଥିଲା ଲକ୍ଷ୍ମୀ ବସ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନା ନବରଙ୍ଗପୁର ଜିଲାବାସୀଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଜିଲାର ୧୮୯ ପଞ୍ଚାୟତରେ ମୋଟ ୩୯ ବସ୍‌ ଚାଲିଥିବାବେଳେ…

ଫିରିଙ୍ଗିଆ ଥାନାଧିକାରୀଙ୍କ ନାଁରେ ବଳାତ୍କାର ମାମଲା

ଭୁବନେଶ୍ୱର,୫ା୨(ସତ୍ୟଜିତ୍‌ ରାଉତ): ଗଞ୍ଜାମ ଜିଲା ପାଟପୁର ଥାନାର ପୂର୍ବତନ ଥାନାଧିକାରୀ ରମେଶ ପ୍ରଧାନଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ। ଜଣେ ମହିଳା ଏସ୍‌ଆଇଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ରମେଶ ବର୍ତ୍ତମାନ କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଧିକାରୀ ଅଛନ୍ତି।…

କଂଗ୍ରେସ ଟିକେଟ ପାଇଁ ଅନ୍‌ଲାଇନ ଆବେଦନ

ଭୁବନେଶ୍ୱର,୫ା୨(ସୁନିତ୍‌ ମିଶ୍ର): କଂଗ୍ରେସ ଟିକେଟ ଆଶାୟୀଙ୍କ ପାଇଁ ଦଳ ପକ୍ଷରୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରଗମନ ଅଭିଯାନ ଆରମ୍ଭ କରାଯାଇଛି। ରବିବାର ଠାରୁ ଟିକେଟ ଆଶାୟୀମାନେ www.pragaman.inରେ ଅନ୍‌ଲାଇନ ଯୋଗେ ଆବେଦନ କରିପାରିବେ। ଆସନ୍ତା…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୫।୨(ସୁନିତ୍‌ ମିଶ୍ର): ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭହୋଇ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଶେଷ ଅଧିବେଶନ ହୋଇପାରେ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ…

ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ନିଯୁକ୍ତି ଲାଗି ଟଙ୍କା ଅସୁଲି: ୨ଜଣଙ୍କୁ ବାନ୍ଧିଲା ପୋଲିସ

ଟିଟିଲାଗଡ଼, ୪।୨(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ଲକ୍ଷ୍ମୀବସ୍‌ ଯୋଜନା ଆରମ୍ଭ ନ ହେଉଣୁ ନିଯୁକ୍ତି ନେଇ ଟଙ୍କା ଅସୁଲି ଚର୍ଚ୍ଚାର ବିଷୟ ହୋଇଛି। ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ପଦରେ ନିଯୁକ୍ତି ନେଇ ଚାକିରି ଆଶାୟୀଙ୍କଠାରୁ ଟଙ୍କା ଅସୁଲ କରୁଥିବା ୨ଜଣଙ୍କୁ ଗିରଫ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri