ରାଜ୍ୟ

ରାଜ୍ୟରେ କମିଲା ଶୀତର ପ୍ରଭାବ, ଏବେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୧: ରାଜ୍ୟରେ ହ୍ରାସ ପାଇଛି ଶୀତର ପ୍ରଭାବ। ଜଳୀୟବାଷ୍ପ ବାୟୁ ପ୍ରବାହ ଯୋଗୁଁ ଶୀତର ମାତ୍ରା କମିବା ସହିତ ରାତି ତାପମାତ୍ରା ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନା ଅନୁସାରେ, ଭଦ୍ରକ, କେନ୍ଦ୍ରାପଡ଼ା,…

୫ କୃଷି କର୍ମଚାରୀ ବହିଷ୍କୃତ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ କୋର୍ଟ ଦ୍ୱାରା ଦଣ୍ଡିତ ଏବଂ କାର୍ଯ୍ୟରେ ଖିଲାପ ଓ ଗୁରୁତର ଅସଦାଚରଣ ଅଭିଯୋଗରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୫ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ବହିଷ୍କୃତ କିମ୍ବା ବାଧ୍ୟତାମୂଳକ…

ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳରେ ‘ଲକ୍ଷ୍ମୀ’ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ‘ଲକ୍ଷ୍ମୀ’ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗାଁର…

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ ହେବେ ବିଶିଷ୍ଟ ଭାଷାବିତ୍‌ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ୱର,୩୧ା୧(ଅସମାପିକା ସାହୁ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍‌ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଭାଷାବିତ୍‌ ପଦ୍ମଶ୍ରୀ ଡକ୍ଟର ଦେବୀପ୍ରସନ୍ନ…

କାର୍ଯ୍ୟରେ ଯୋଗ ଦେଲେ ଖୋର୍ଦ୍ଧାର ନୂତନ ଜିଲାପାଳ 

ଖୋର୍ଦ୍ଧା,୩୧।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ନୂତନ ଜିଲାପାଳ ଭାବେ  ଚଞ୍ଚଳ ରାଣା କାର୍ଯ୍ୟରେ ଯୋଗ ଦେଇଛନ୍ତି। ବୁଧବାର ପୂର୍ବାହ୍ନରେ ଅତିରିକ୍ତ ଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଠାରୁ  ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୪ ବ୍ୟାଚର ଏହି ଯୁବ ଆଇଏଏସ୍‌ ପୂର୍ବରୁ…

ନକଲି ଶିକ୍ଷକଙ୍କ ତଥ୍ୟ ଦିଅ

ଭୁବନେଶ୍ୱର, ୩୧।୧(ଅସମାପିକା ସାହୁ): ନକଲି ଶିକ୍ଷକଙ୍କ ତଥ୍ୟ ଦେଇନାହାନ୍ତି ୧୧ ଜିଲା ଶିକ୍ଷାଧିକାରୀ। ଏହାକୁ ନେଇ ଗଣଶିକ୍ଷା ବିଭାଗ ଉଦ୍‌ବେଗ ପ୍ରକାଶ କରିବା ସହ ତୁରନ୍ତ ତଥ୍ୟ ଦେବା ପାଇଁ ସମ୍ପୃକ୍ତ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ…

ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ହେଲେ ମୀନାକ୍ଷୀ ବାହିନୀପତି

ଭୁବନେଶ୍ୱର, ୩୧।୧(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଆଉ କମ୍‌ ସମୟ ଥିବାବେଳେ କଂଗ୍ରେସ ରାଜ୍ୟରେ ନିଜର ସାଙ୍ଗଠନିକ ନିଯୁକ୍ତିରେ ବ୍ୟାପକ ପରିବର୍ତ୍ତନ ଆରମ୍ଭ କରିଦେଇଛି। ରାଜ୍ୟରେ କଂଗ୍ରେସ ଅଜୟ କୁମାରଙ୍କୁ ପ୍ରଭାରୀ ଭାବେ ଦାୟିତ୍ୱ ଦେବା ପରେ ଦଳ ନିଜର…

ଲିଙ୍ଗରାଜ କୁଷ୍ଠ କଲୋନି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୧(ଅନିଲ ଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସ୍ଥାନୀୟ ପଳାଶପଲ୍ଲୀଠାରେ ନବନିର୍ମିତ ଲିଙ୍ଗରାଜ କୁଷ୍ଠ କଲୋନି ଲୋକାର୍ପିତ କରିଛନ୍ତି। ଏଥିରେ ୩୧ଟି ଘର ରହିଛି। ଏହାଦ୍ବାରା ୯୪ ଜଣ ହିତାଧିକାରୀ ଉପକୃତ ହୋଇଛନ୍ତି। ଏମାନେ ସମସ୍ତେ ମଧୁବାବୁ ପେନ୍‌ସନ ଯୋଜନାରେ ସାମିଲ…

ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ ହେଲା ଗୋରଖପୁର ହାଟିଆ ମୌର୍ଯ୍ୟ ଏକ୍ସପ୍ରେସ୍‌

ଭୁବନେଶ୍ୱର, ୩୧।୧(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ରେଳ ମନ୍ତ୍ରଣାଳୟ ‘ଗୋରଖପୁର ହଟିଆ -ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ’ ଚଳାଚଳକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିଛି। ଏହି ପଦକ୍ଷେପ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସମେତ ଆଖପାଖ ଜିଲାର…

ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନାରେ ସାମିଲ୍‌ ହେଲେ ଅନାଥ ଓ କିନ୍ନର ଶିଶୁ, ଉଚ୍ଚଶିକ୍ଷା ପାଇଁ ମିଳିବ ସହାୟତା

ଭୁବନେଶ୍ବର,୩୦।୧: ଅନାଥ, ବାଲ୍ୟ ବିବାହ ସମୟରେ ଉଦ୍ଧାର ହୋଇଥିବା ଶିଶୁ ଓ କିନ୍ନର ଶିଶୁଙ୍କୁ ରାଜ୍ୟ ସରକାର ଉଚ୍ଚଶିକ୍ଷା ପାଇଁ ସହାୟତା ଯୋଗାଇଦେବେ। ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ପାଇଁ ସେମାନଙ୍କୁ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନାରେ ସାମିଲ କରିଛନ୍ତି ନବୀନ…

ରାଜ୍ୟ କଂଗ୍ରେସରେ ବଡ ପରିବର୍ତ୍ତନ: ବଦଳିଲେ ସଭାନେତ୍ରୀ

ଭୁବନେଶ୍ୱର,୩୦।୧: ଲୋକସଭା ଓ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଓଡିଶା ରାଜନୀତି ମଧ୍ୟ ସେତିକି ସରଗରମ ହେଉଛି। ଏବେ ପୁରା ଆକ୍ସନ ମୋଡରେ ଆସିଛନ୍ତି ୩ଦଳ ଭାଜପା, କଂଗ୍ରେସ ଓ ବିଜେଡି। ଭାଜପା ପାଇଁ ମୋଦି ଦୁଇଦୁଇ ଥର ଓଡିଶା…

ଛତିଶଗଡ ସୀମାରେ ମାଓ ହମଲା: ପାଲଟା ଜବାବ ଦେଲେ ସୁରକ୍ଷାକର୍ମୀ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ମାଲକାନଗିରି,୩୦।୧: ଛତିଶଗଡ ବିଜାପୁର-ସୁକମା ସୀମାରେ ମଙ୍ଗଳବାର ହୋଇଥିବା ମାଓ ଆକ୍ରମଣର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ସୀମାରେ ଗୁଳି ବିନିମୟରେ ୩ଯବାନ ଶହୀଦ ହୋଇଥିବାବେଳେ ୧୪ଜଣ ଆହତ ହୋଇଥିଲେ। ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ଜଣ ମାଓବାଦୀଙ୍କୁ ଏନକାଉଣ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri