ରାଜ୍ୟ

ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ

ଭୁବନେଶ୍ୱର,୨୯ା୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ବହୁଚର୍ଚ୍ଚିତ ହତ୍ୟା ମାମଲାକୁ ଇତିମଧ୍ୟରେ ବର୍ଷେ ପୂରିଛି। କ୍ରାଇମବ୍ରାଞ୍ଚ ଉକ୍ତ ଘଟଣାର ତଦନ୍ତ କରି ଝାରସୁଗୁଡ଼ା ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିସାରିଛି। ହେଲେ…

ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ

ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ ଏହା ପାରିବାରିକ ବିରୋଧର ରୂପ ନେଇଥାଏ। ଏଭଳି ଧାରଣା କେବଳ ରାଜନୈତିକ ବାତାବରଣକୁ…

ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ

ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି। କହିବାକୁ…

କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ

ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି। ସେ ଜଣେ ମହାନ ଜନନାୟକ। ଶଙ୍ଖଚିହ୍ନ ଓଡ଼ିଶାବାସୀଙ୍କ ଆତ୍ମା, ବିଜୁ ପରିବାରର ଆତ୍ମା।…

ଆଜିଠୁ ଶ୍ରୀଜଗନ୍ନାଥ ବସ୍‌ରେ ପୁରୀ ଆସିବେ ଶ୍ରଦ୍ଧାଳୁ

ପୁରୀ,୨୯ା୧(ଅଜିତ୍‌ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ…

ପୁଣି ବଢ଼ିଲା ବିଏସ୍‌କେୱାଇ ନବୀନ କାର୍ଡ ଆବେଦନ ଅବଧି

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର ଦ୍ୱିତୀୟଥର ଅନ୍‌ଲାଇନ…

ଟିକସ ଖିଲାପ କରୁଛନ୍ତି ବଡ଼ବଡ଼ିଆ

ଭୁବନେଶ୍ୱର,୨୯।୧ (ବନ୍ଦନା ସେଠୀ): ଗତବର୍ଷ ଅପେକ୍ଷା ଚଳିତ ଆର୍ଥତ୍କ ବର୍ଷରେ ଅଧିକ ରାଜସ୍ବ ଆଦାୟ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲକ୍ଷ୍ୟ ରଖିଛି। କେବଳ ହୋଲ୍ଡିଂ ଟିକସ ବାବଦକୁ ୧୧୫କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ପ୍ରତି ଜୋନ୍‌କୁ ୩୨ରୁ…

ଭାଷା ସମ୍ମିଳନୀରେ ଯୋଡ଼ିହେବେ ୧୩ଲକ୍ଷ ପ୍ରବାସୀ

ଭୁବନେଶ୍ୱର,୨୯।୧(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସହିତ ଯୋଡି ହେବାକୁ ଓଡିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆ ମଧ୍ୟ ଉତ୍ସାହିତ ଅଛନ୍ତି। ଏଭଳି ଏକ ସମ୍ମିଳନୀ ରାଜ୍ୟରେ ପ୍ରଥମଥର ଆୟୋଜନ କରାଯାଉଥିବାରୁ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଉତ୍କଣ୍ଠା…

ମିଳନ ପୂର୍ବରୁ ସାର୍କ ପାଇଁ କାଳ ସାଜିଛି ବେଆଇନ ଟ୍ରଲର,ବୋଟ୍‌

ମହାକାଳପଡ଼ା,୨୯୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ପ୍ରକୃତିର ଅନବଦ୍ୟ ସୃଷ୍ଟି ଓ ସାମୁଦ୍ରିକ ଜୀବଜନ୍ତୁମାନଙ୍କ ପାଇଁ ଭୃସ୍ବର୍ଗ। ବିସ୍ତୀର୍ଣ୍ଣ ଲୁଣା ହେନ୍ତାଳ ଜଙ୍ଗଲ, ଗଭୀର ସମୁଦ୍ରର ନୀଳ ଜଳ ରାଶି ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିଥାଏ। ଗହୀରମଥାର ଜୈବ ବିବିଧତା…

ସଂରକ୍ଷିତ ପଦ ଅସଂରକ୍ଷିତ ହେବନି, ୟୁଜିସି ଗାଇଡ୍‌ଲାଇନ ଉପରେ ଶିକ୍ଷା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ

ଭୁବନେଶ୍ୱର,୨୯।୧: ଅନୁସୂଚିତ ଜାତି, ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ଥିବା ପଦବୀ ନିମନ୍ତେ ଯଦି ସେହି ବର୍ଗରୁ ପ୍ରାର୍ଥୀ ଉପଲବ୍ଧ ନ ହେଲେ ସେଗୁଡ଼ିକୁ ଅସଂରକ୍ଷିତ ଘୋଷଣା କରାଯିବ ବୋଲି ୟୁଜିସିର ଚିଠା ଗାଇଡ୍‌ଲାଇନରେ…

ଆଜିଠୁ ଭାଜପା କୃଷକମୋର୍ଚ୍ଚାର ରାଜ୍ୟବ୍ୟାପୀ ଆନ୍ଦୋଳନ

ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ଓଡ଼ିଶାରେ ଧାନ କିଣା କାରବାରରେ ବ୍ୟାପକ ଦୁର୍ନୀତି ଓ ହେରଫେର ଏବଂ ଧାନମଣ୍ଡିର ବିକାଶ ପାଇଁ କେନ୍ଦ୍ର ସରକାର ଦେଉଥିବା ଅର୍ଥର ବାଟମାରଣା ପ୍ରତିବାଦରେ ଭାଜପା କୃଷକମୋର୍ଚ୍ଚା ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୮ଟି ସବ୍‌ଡିଭିଜନ…

କ୍ରିଏଟିଭିଟିରେ ଓଡ଼ିଶା ବହୁତ ଷ୍ଟ୍ରଙ୍ଗ୍‌

ଓଡ଼ିଶା ମାଟିର ପୁଅ, ମାତ୍ର ଜାତୀୟ ସ୍ତରରେ ବେଶ୍‌ ଲୋକପ୍ରିୟ। ଅଭିନୟରେ ବାନ୍ଧି ରଖିପାରୁଥିବା ଜଣେ ଅନନ୍ୟ କଳାକାର। ହିନ୍ଦୀ, ଇଂଲିଶ ଏବଂ ଓଡ଼ିଆ ଫିଲ୍ମ ସହ ବହୁ ୱେବ୍‌ ସିରିଜ୍‌ରେ ନିଖୁଣ ଅଭିନୟ ତାଙ୍କୁ ଦେଇଛି ସ୍ବତନ୍ତ୍ର ପରିଚୟ। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri