ରାଜ୍ୟ

ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ା କେତେ ସହଜ

ଭୁବନେଶ୍ୱର, ୨୧ା୯(ବ୍ୟୁରୋ):ଆସନ୍ତା ଶିକ୍ଷାବର୍ଷଠାରୁ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢ଼ାଯିବ ବୋଲି ଅଲ୍‌ ଇଣ୍ଡିଆ କାଉନ୍‌ସିଲ ଫର୍‌ ଟେକ୍ନିକାଲ ଏଜୁକେଶନ୍‌ (ଏଆଇସିଟିଇ) ସବୁଜ ସଙ୍କେତ ଦେଇଛି। ଫଳରେ ଓଡ଼ିଆ ଛାତ୍ରୀଛାତ୍ରମାନେ ଏଣିକି ମାତୃଭାଷାରେ ଇଞ୍ଜିନିୟରିଂ ଭଳି ବୈଷୟିକ ଶିକ୍ଷାଲାଭର ସୁଯୋଗ ପାଇବେ।...

ଗ୍ଲୋବାଲ ଓ୍ବାର୍ମିଂ ଦାୟୀ: ବିଧାୟକ

ଭୁବନେଶ୍ୱର,୨୧ା୯ (ବ୍ୟୁରୋ):ଭୁବନେଶ୍ୱରର ମୁକୁଳା ଡ୍ରେନ୍‌୍‌ରେ ପଡ଼ି ନିଖୋଜ ହୋଇଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହ ସୋମବାର ମିଳିଛି। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଅବହେଳାକୁ ସମସ୍ତେ ଦାୟୀ...

ଚିଠି କରି ଚୁପ୍‌

ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍‌ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ। ଚାରିଆଡ଼େ ଗଦା ଗଦା ଆବର୍ଜନା ଦେଖି ଅସନ୍ତୋଷ ପ୍ରକାଶ କରୁଛନ୍ତି ସହରବାସୀ। ଅଭିଯୋଗ...

ସଫେଇ କର୍ମଚାରୀଙ୍କୁ ହାଣିଦେଲେ

ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ ବାରବାଟୀ ମଣ୍ଡଳ ବଜାର ନିକଟରେ କେତେଜଣ ଯୁବକ ତେଲେଙ୍ଗା କଟୁରୀରେ ସନୁ...

ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ

ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ଏକ ଅଟୋ ଯୋଗେ ଗୁରୁତର ରୋଗୀଙ୍କୁ...

ବାଘଛାଲ ବିକୁଥିଲେ ଇଞ୍ଜିନିୟରିଂ ଛାତ୍ର

ବାରିପଦା ଅଫିସ,୨୦ା୯: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଗାନ୍ଧୀ ପାର୍କ ନିକଟରୁ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଚଢ଼ାଉ କରି ୨ଫୁଟର କଲରାପତରିଆ ବାଘଛାଲ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୨ଜଣଙ୍କୁ...

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍‌ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍‌ଆର୍‌ ଉତ୍ତର ଖାତା...

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ ଖଟିବାକୁ ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଏ ସଂକ୍ରାନ୍ତରେ ଖବର...

ନିଖୋଜ ଯୁବକଙ୍କ ମିଳିଲା କଙ୍କାଳ

ପୋଲସରା,୨୦ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ମନ୍ଦାର-କେନ୍ଦୁବାଡ଼ି ରାସ୍ତା ନିକଟ ରତନେଇ ପାହାଡ଼ରୁ ପୋଲିସ ସୋମବାର ଜଣେ ନିଖୋଜ ଯୁବକଙ୍କ କଙ୍କାଳ ଜବତ କରିଛି। ମନ୍ଦାର ଗ୍ରାମର କୋକଲି ମଳିକଙ୍କ ପୁଅ କାହ୍ନା (୨୫) ଗତ ୨୬ ତାରିଖରୁ ନିଖୋଜ...

ମହିଳାଙ୍କୁ ବଳାତ୍କାର କଲେ ନାବାଳକ

ରାଇରଙ୍ଗପୁର,୨୦ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜନୈକା ମହିଳାଙ୍କୁ ରବିବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ବଳାତ୍କାର ମାମଲା (ନଂ.୧୫୩/୨୧) ରୁଜୁ କରିଛି। ତଦନ୍ତ ପରେ ପୋଲିସ ଅଭିଯୁକ୍ତ ନାବାଳକଙ୍କୁ...

ବାରବାଟୀରେ ଟି୨୦ ମ୍ୟାଚ୍‌

କଟକ,୨୦।୯: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃୟାରୀ ୧୫ ତାରିଖରେ ଟିମ୍‌ ଇଣ୍ଡିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଏହା ସ୍ପଷ୍ଟ କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା। ୨୦୨୨ ଫେବୃୟାରୀରେ ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର...

ଦଇବ ଦାଉ ସାଧିଛି: ବଞ୍ଚିବାକୁ ବୈକୁଣ୍ଠଙ୍କ ସଂଘର୍ଷ

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସି ୪ନଂ. ଓ୍ବାର୍ଡର ପ୍ରଦୀପ ବିଶ୍ୱାଳ ଏବଂ ସାବିତ୍ରୀ ବିଶ୍ୱାଳଙ୍କ ଜୀବନରେ ଘୋଟି ଆସିଥିଲା ଅନ୍ଧକାର। ୧୫ ବର୍ଷୀୟ ସାନପୁଅ ବୈକୁଣ୍ଠ ଛାତ ଉପରେ ଖେଳୁଥିବାବେଳେ ୧୧ କେଭି ତାର ସଂସ୍ପର୍ଶରେ ଆସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri