ବାଜିମାରିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ
ନୂଆଦିଲ୍ଲୀ,୨୬।୧: ଗତ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର ଗ୍ରାମରେ ମହିଳାମାନେ କିପରି ବିଭିନ୍ନ ପ୍ରକାର ଅଦରକାରୀ…
ବିଜେଡିରେ ମିଶିଲେ ଦୈତାରୀ ପଣ୍ଡାଙ୍କ ସମେତ ୨୯ ଯାତ୍ରା କଳାକାର
ଭୁବନେଶ୍ବର ,୨୯ା୧: ସୋମବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ବିଜେଡିରେ ସାମିଲ ହୋଇଛନ୍ତି ୩୦ ଜିଲ୍ଲାରୁ ୨୯ ବିଶିଷ୍ଟ ଯାତ୍ରା କଳାକାର । ଓଡ଼ିଶା କଳାକାର ମହାସଂଘର କଳାକାର ମାନେ ବହୁ ସଂଖ୍ୟାରେ ଆସି…
ଦଶମ ଶ୍ରେଣୀ ଛାତ୍ରଙ୍କ ବେକ କାଟି ଦୁର୍ବୃତ୍ତ ଛୁ’
ଆଠଗଡ଼,୨୯ା୧: କଟକ ଜିଲା ଆଠଗଡ଼ ଖୁଣ୍ଟୁଣୀ ଅଞ୍ଚଳର କୁଲେଇଲୋ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଛାତ୍ର ଜଣକ ଟ୍ୟୁଶନ ଯାଇଥିବା ବେଳେ ୨ ଦୁର୍ବୃତ୍ତ ସ୍ପଷ୍ଟ ଦିବାଲୋକରେ ଏକ ପଲ୍ସରରେ ଆସି ତାଙ୍କ ବେକ କାଟି ଛୁ’ ମାରିଛନ୍ତି।…
ଖାଲି ପଡିଥିବା ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ତାରିଖ ଘୋଷଣା
ଭୁବନେଶ୍ୱର,୨୯।୧: ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ…
Video:‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ଓଡ଼ିଶା ଝିଅ
ନୂଆଦିଲ୍ଲୀ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଇଛନ୍ତି। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ପ୍ରଧାନମନ୍ତ୍ରୀ ମୋଦି ଛାତ୍ରୀଛାତ୍ରଙ୍କୁ ସମ୍ବୋଧନ କରି କହିଛନ୍ତି, ନିଜ ପାଇଁ ଛୋଟ ଛୋଟ ଲକ୍ଷ୍ୟ ନିର୍ଦ୍ଧାରଣ କରନ୍ତୁ। ପ୍ରଥମରୁ…
ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
ଭୁବନେଶ୍ୱର,୨୯ା୧: ପୋଲିସ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍ ଅଫିସର ସଞ୍ଜୀବ ପଣ୍ଡା। ୧୯୯୪ ବ୍ୟାଚ୍ର ଏହି ଆଇପିଏସ୍ ଅଫିସର ପୂର୍ବରୁ କ୍ରାଇମବ୍ରାଞ୍ଚ ଏଡିଜି ଥିଲେ। ଆଜି କମିଶନରେଟ୍ ପୋଲିସ କାର୍ଯ୍ୟାଳୟରେ ପହଞ୍ଚି ସେ ପୂର୍ବତନ ପୋଲିସ କମିଶନର…
ବିବାହ ବନ୍ଧନରେ ବାନ୍ଧିହେଲେ ଚେସ୍ ତାରକା ପଦ୍ମିନୀ ରାଉତ
ଭୁବନେଶ୍ୱର,୨୯ା୧: ଇଣ୍ଟରନ୍ୟାଶନାଲ ମାଷ୍ଟର ଚେସ୍ ତାରକା ପଦ୍ମିନୀ ରାଉତ ରବିବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଭୁବନେଶ୍ୱରର ପଟିଆ ଅଞ୍ଚଳରେ ହିନ୍ଦୁ ବୈଦିକ ରୀତିନୀତିରେ ସେ ମୁମ୍ବାଇର ଜୟକିଶିନ ମନାକନୀଙ୍କୁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ରାଜ୍ୟ ସମେତ ଦେଶର…
ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ
ଭୁବନେଶ୍ୱର,୨୯ା୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ବହୁଚର୍ଚ୍ଚିତ ହତ୍ୟା ମାମଲାକୁ ଇତିମଧ୍ୟରେ ବର୍ଷେ ପୂରିଛି। କ୍ରାଇମବ୍ରାଞ୍ଚ ଉକ୍ତ ଘଟଣାର ତଦନ୍ତ କରି ଝାରସୁଗୁଡ଼ା ଜିଲା ଦୌରାଜଜ୍ଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିସାରିଛି। ହେଲେ…
ନରସିଂହଙ୍କ ଘରେ କଲିକେଶଙ୍କ ମହାପ୍ରସାଦ ବଣ୍ଟନ
ବଲାଙ୍ଗୀର, ୨୯।୧(ବୀରେନ୍ଦ୍ର କୁମାର ଝାଙ୍କର): ରାଜନୀତରେ ପ୍ରତିଦ୍ୱନ୍ଦ୍ୱିତାରୁ ଆରମ୍ଭ ହୋଇଯାଏ ପରସ୍ପର ବିରୋଧୀ ମତ, ମନ୍ତବ୍ୟ। ଏଭଳି ପ୍ରତିଦ୍ୱନ୍ଦ୍ୱିତା, ମତ-ମନ୍ତବ୍ୟ ପିଢ଼ିପିଢ଼ି ଧରି ଲାଗି ରହିଲେ ସାଧାରଣରେ ଏହା ପାରିବାରିକ ବିରୋଧର ରୂପ ନେଇଥାଏ। ଏଭଳି ଧାରଣା କେବଳ ରାଜନୈତିକ ବାତାବରଣକୁ…
ବରୀ ବିଜେଡି: ଆଶାୟୀଙ୍କ ଭିତରେ ଲଢ଼େଇ
ରସୁଲପୁର, ୨୯।୧(ରଞ୍ଜିତ ରାଉତ): ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀରେ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସରୁ ପ୍ରାର୍ଥୀ ହେବା ପାଇଁ ଆଶାୟୀମାନେ କସରତ ଆରମ୍ଭ କରିଦେଲେଣି। ଶାସକ ବିଜେଡିରେ ଅନେକ ଆଶାୟୀ ବିରୋଧୀଙ୍କୁ ସୁହାଇବା ଭଳି ମନେହେଉଛନ୍ତି। କହିବାକୁ…
କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ
ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି। ସେ ଜଣେ ମହାନ ଜନନାୟକ। ଶଙ୍ଖଚିହ୍ନ ଓଡ଼ିଶାବାସୀଙ୍କ ଆତ୍ମା, ବିଜୁ ପରିବାରର ଆତ୍ମା।…
ଆଜିଠୁ ଶ୍ରୀଜଗନ୍ନାଥ ବସ୍ରେ ପୁରୀ ଆସିବେ ଶ୍ରଦ୍ଧାଳୁ
ପୁରୀ,୨୯ା୧(ଅଜିତ୍ ମହାନ୍ତି): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଏହାପରେ ଏହି ମହତ୍ତ୍ୱାକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ଭକ୍ତମାନେ…
Archives


