ରାଜ୍ୟ

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ।…

ପ୍ରେସମିଟ୍‌ କରି ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ, କମ୍ପନ କେଉଁଠି ହେବ ଜ୍ୟୋତିଷ କହିଛନ୍ତି…

ଭୁବନେଶ୍ୱର,୩୦।୫: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଓଡ଼ିଶା ଆସି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଯାହାର କାଉଣ୍ଟର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ପ୍ରେସମିଟ୍‌ କରି ମୋଦିଙ୍କ ଗୋଟିଗୋଟି କଟାକ୍ଷର ଜବାବ ଦେଇଛନ୍ତି ପାଣ୍ଡିଆନ। ସେ କହିଛନ୍ତି,…

ଜଳୁଛି ଓଡ଼ିଶା, ସକାଳ ସାଢେ ୫ଟା ସୁଦ୍ଧା ୩୧ ଛୁଇଁଲା ପାରା

ଭୁବନେଶ୍ୱର,୩୦।୫: କିଛିଦିନ ତାତିରେ ବ୍ରେକ୍‌ ଲାଗିବା ପରେ ରାଜ୍ୟରେ ଅନୁଭୂତ ହୋଇଛି ଅସହ୍ୟ ତାତି । ମଙ୍ଗଳବାର ରାଜ୍ୟରେ ତାତି ୪୬ ଛୁଇଁଥିବାବେଳେ ଆଜି ସକାଳ ସାଡେ ୮ଟା ସୁଦ୍ଧା ପାରା ୩୯ ଛୁଇଁଛି। ଏହିକ୍ରମରେ ଭବାନୀପାଟଣାରେ ତାତି ୩୯ଡିଗ୍ରୀ ରେକର୍ଡ…

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର…

ଏମ୍ସରେ ଆଇପିଏସ ଆଶିଷ ସିଂହ; ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୩୦।୫:ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ସ୍ବାସ୍ଥ୍ୟାବସ୍ଥାର ଯାଞ୍ଚ କରାଇବା ନିମନ୍ତେ ଗୁରୁବାର ଭୁବନେଶ୍ୱରସ୍ଥିତ ଏମ୍ସରେ ପହଞ୍ଚିଛନ୍ତି ଆଇପିଏସ ଆଶିଷ ସିଂହ । ECIଙ୍କ ନିର୍ଦ୍ଦେଶ କ୍ରମେ AIIMS ଭୁବନେଶ୍ୱର ପକ୍ଷରୁ ଏଥିନିମନ୍ତେ ଏକ ସ୍ବତନ୍ତ୍ର ମେଡିକାଲ ବୋର୍ଡ ଗଠିତ ହୋଇଛି ।…

ହ୍ରାସ ପାଉଛି ଲଘୁ ବନଜାତ ସାମଗ୍ରୀ

ଝାରସୁଗୁଡ଼ା,୩୦।୫(ସଞ୍ଜୟ ମାଲି)ଝାରସୁଗୁଡା ଜିଲାର ମାନ୍ୟତା ପାଇବା ସମୟରେ ପାଣି, ମାଟି ଓ ମୁଖ୍ୟତ କୋଇଲାରେ ପରିପୂର୍ଣ୍ଣ ଥିଲା। ଅବାଧ ଜଙ୍ଗଲ କଟା ଯୋଗୁ ଆଗ ଭଳି ଆଉ ମୂଲ୍ୟବାନ ଗଛ ଏଠାରେ ଦେଖିବାକୁ ମିଳୁନାହିଁ। ଜଙ୍ଗଲରୁ କ୍ରମାଗତ ଭାବେ ଲଘୁ ବନଜାତ…

ହାତୀ ଭୟ ଥିବା ବରଗଛ ତଳେ ରହୁଛନ୍ତି ଗହଳ

ଲୋଇସିଂହା,୩୦।୫ (ସୁଶାନ୍ତ ବାରିକ)ଗହଳ ବରିହା, ବୟସ ୮୧ ା ଘର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳୀପାଲି ଗ୍ରାମରେ ା ଗହଳଙ୍କର କୌଣସି ସନ୍ତାନ ସନ୍ତତି ନ ଥିବାରୁ ସ୍ବାମୀ ହାଡୁ ବରିହାଙ୍କ ମୃତ୍ୟୁ ପରେ ନିଃସଙ୍ଗ ଜୀବନ ବିତାଉଛନ୍ତି ା…

ହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା

ନୟାଗଡ଼,୩୦।୫(ଲୋକନାଥ ମିଶ୍ର)ମହାନଦୀର ସାତକୋଶିଆ ଗଣ୍ଡରେ ଘଡିଆଳ କୁମ୍ଭୀରଙ୍କ ବଂଶବୃଦ୍ଧି ଘଟୁନି। ୪୬ବର୍ଷ ଭିତରେ ପ୍ରାୟ ୮୮୦ ଘଡିଆଳ କୁମ୍ଭୀର ମହାନଦୀର ସାତକୋଶିଆ ଗଣ୍ଡ ଅଞ୍ଚଳରେ ଛଡାଯାଇଛି। ତେବେ ୨୦୨୩ କୁମ୍ଭୀର ଗଣନା ରିପୋର୍ଟ କହୁଛି ୮ଟି ଘଡିଆଳ କୁମ୍ଭୀର ଅଛନ୍ତି। ଘଡିଆଳ…

ପୁରୀରେ ଚାପଖେଳବେଳେ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

ପୁରୀ,୩୦।୫: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏପର୍ଯ୍ୟନ୍ତ ଏହି ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଘଟଣାରେ ୩୦ରୁ ଉର୍ଦ୍ଧ ଆହତ ହୋଇଥିବାବେଳେ ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅନେକଙ୍କ…

ବିଜେଡି ପାଇଁ କାମ କରିବା କୁଟ୍ଟେ, ଆଶିଷ ସିଂଙ୍କ ପୁରୁଣା ଅଭ୍ୟାସ: ଭାଜପା

ଭୁବନେଶ୍ୱର, ୩୦।୫(ସୁନିତ୍‌ ମିଶ୍ର)ପୋଲିସ ବିଭାଗରେ ଉଚ୍ଚପଦସ୍ଥ ଅଧିକାରୀଭାବେ ଅବସ୍ଥାପିତ ଡି.ଏସ୍‌. କୁଟ୍ଟେ ଓ ଆଶିଷ ସିଂ ବିଜେଡିର ଚାମଚାଗିରି କରୁଛନ୍ତି ବୋଲି ଭାଜପା ବାରମ୍ବାର ଓଡ଼ିଶାବାସୀଙ୍କୁ ଅବଗତ କରାଇଛି। ଏହା ହେଉଛି ଏହି ୨ ପୋଲିସ ଅଧିକାରୀଙ୍କ ପୁରୁଣା ଅଭ୍ୟାସ। ଶାସକ…

ଏଠି ଗୁମାସ୍ତାଗିରି ଶାସନ ଚାଲିଛି: ଧର୍ମେନ୍ଦ୍ର

ଅସ୍ତରଙ୍ଗ,୩୦ା୫(ମମତା ଜେନା)ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ପଡ଼ିଆରେ ବୁଧବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶାସକ ଦଳ ଉପରେ ଗର୍ଜିଛନ୍ତି। ସେ କହିଛନ୍ତି, କାକଟପୁର ନିର୍ବାଚନମଣ୍ଡଳୀ ସ୍ବାଭିମାନର ମାଟି, ଏଠି…

ହଜିବାକୁ ବସିଛି କଳାହାଣ୍ଡିର ହାବସପୁରୀ ପାଟଶାଢ଼ି

ଭବାନୀପାଟଣା,୩୦ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ହାବସପୁରୀ ପାଟଶାଢ଼ିର କମକୁଟ ପରିପାଟୀ ମହିଳାମାନଙ୍କୁ ଆକର୍ଷିତ କରିଥାଏ। ହେଲେ ସରକାରୀ ସହାୟତା ଓ ପ୍ରୋତ୍ସାହନ ଅଭାବରୁ ବିଭିନ୍ନ ସମୟରେ ବିଶ୍ବ ଦରବାରରେ ନିଜର ଏକ ନିଆରା ଛାପ ସୃଷ୍ଟି କରିଥିବା ହାବସପୁରୀ ପାଟଶାଢ଼ି ହଜିବାକୁ ବସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?