ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଦିଗନ୍ତ ଆଣିବ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦ୍ଘାଟନ କରିଛନ୍ତି। ଏସିଆର ସର୍ବବୃହତ୍ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀଙ୍କ ବିଚରଣସ୍ଥଳୀ। ଏହି ମହୋତ୍ସବ ପକ୍ଷୀପ୍ରେମୀଙ୍କୁ ଅତି…
ହସ୍ପିଟାଲରେ ଶିଶୁକନ୍ୟା ଛାଡ଼ି ପଳାଇଲେ ମା-ବାପା
ଭୁବନେଶ୍ୱର,୨୭ା୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୨୭ ଦିନର ଶିଶୁକନ୍ୟାକୁ ଛାଡି ମା’ବାପା କେଉଁଆଡ଼େ ପଳାଇଛନ୍ତି। ଉକ୍ତ ଦମ୍ପତି ନୟାଗଡ଼ ଦଶପଲ୍ଲା ଅଞ୍ଚଳର ପ୍ରଶାନ୍ତ ନାୟକ ଓ ସ୍ତ୍ରୀ…
ଆଗାମୀ ସାତ ଦିନ ଶୁଖିଲା ରହିବ ପାଗ, ୭ଟି ଜିଲାକୁ ଘନକୁହୁଡ଼ି ନେଇ ସତର୍କ ସୂଚନା ଜାରି
ଭୁବନେଶ୍ୱର,୨୭।୧: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏହାଫଳରେ ଉତ୍ତର ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼…
ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ…
ରାଜ୍ୟର ସମସ୍ତ ପୌରାଞ୍ଚଳରେ ଆୟୋଜନ କରାଯିବ ଓଡ଼ିଆ ଭାଷା ସମ୍ମିଳନୀ
ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର…
ଏମପି ଜୁଏଲ ଓରାମଙ୍କ ଗାଡ଼ି ଧକ୍କାରେ ଯୁବକ ମୃତ
ଢେଙ୍କାନାଳ,୨୭।୧: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡର ଏମପି ଜୁଏଲ ଓରାମଙ୍କ କାରରେ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ସାଂସଦ ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିବାବେଳେ ଢେଙ୍କାନାଳର ରେକୁଲା ଛକରେ ଏହି ଘଟଣା ଘଟିଛି। ମୃତକଙ୍କ ନାମ ଧନକାନାଲର ସର୍ବେଶ୍ୱର…
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ଦେହାନ୍ତ
କଟକ,୨୭।୧: ସ୍ୱାଧୀନତା ସଂଗ୍ରାମୀ ତଥା ଅଲ ଇଣ୍ଡିଆ ଫ୍ରିଡମ ଫାଇଟର୍ସ ଆସୋସିଏସନର ସଭାପତି ନୀଳମଣି ସାମଲ ୧୦୧ ବର୍ଷ ବୟସରେ କଟକ ଏସସିବି ମେଡିକାଲ କଲେଜ ଏବଂ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ବ୍ରେନଷ୍ଟ୍ରୋକ୍ ହେବା ପରେ ତାଙ୍କୁ ଏସସିବି…
ମାତାଲ ଟ୍ରକ୍ ଡ୍ରାଇଭର ନୟାଗଡ଼ର ବସ୍ ଦୁର୍ଘଟଣାର କାରଣ: ପରିବହନ କମିଶନ
ନୟାଗଡ଼,୨୭।୧: ନୟାଗଡ଼ର ଦଶପଲ୍ଲା ଅଞ୍ଚଳରେ ପିକନିକ୍ ବସ୍ ଏବଂ ଏକ ଟ୍ରକ୍ ଦୁର୍ଘଟଣା ମାମଲାରେ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣା ସମୟରେ ଡ୍ରାଇଭର ଟ୍ରକ୍ ଚଲାଉ ନ ଥିବା କହିଛନ୍ତି ରାଜ୍ୟ ପରିବହନ ବିଭାଗର ଯୁଗ୍ମ କମିଶନର ପ୍ରଦୀପ ମହାନ୍ତି।…
ମା’ ସମଲେଶ୍ବରୀଙ୍କ ଭବ୍ୟ ପରିକ୍ରମା ପ୍ରକଳ୍ପ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର,୨୭।୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପରିକ୍ରମା ପ୍ରକଳ୍ପ ଶନିବାର ଲୋକାର୍ପିତ ହୋଇଛି। ଏହି ଭବ୍ୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମଧ୍ୟାହ୍ନରେ ଜମାଦାରପାଲି ଏୟାରଷ୍ଟ୍ରିପରେ…
ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ିବସିଲା ବନ ବିଭାଗ: ଧରାପଡ଼ିଲେ ୩ ଅଭିଯୁକ୍ତ
ଦେବଗଡ଼,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହରରେ ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ିବସିଲା ବନ ବିଭାଗ। ହାତୀ ଦାନ୍ତ ଚୋରା ଚାଲାଣ ଅଭିଯୋଗରେ ଶନିବାର ବନ ବିଭାଗ ଦେବଗଡ଼ର ପ୍ରେମରାଜ ସାହୁ, ସମୀର କପରଦାର(ବାପି) ଓ ଦିଲ୍ଲୀର ରାଜେଶ କୁମାରଙ୍କୁ ଗିରଫ…
ଆଦିବାସୀ ମେଳା ଆରମ୍ଭ: ଆକର୍ଷଣ ସାଜିଛି ଜନଜାତିଙ୍କ ଘର
ଭୁବନେଶ୍ୱର,୨୭।୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନସ…
୯ଟାରୁ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ମା’ ସମଲେଶ୍ୱରୀଙ୍କ ଦର୍ଶନ
ସମ୍ବଲପୁର,୨୭ା୧(ବି.ଶଙ୍କର): ବହୁ ପ୍ରତିକ୍ଷିତ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପର ଶନିବାର ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଉନ୍ମୋଚନ କରିବେ। ଏନେଇ ସକାଳ ୯ଟାରୁ ହୋମ…
Archives


