ରାଜ୍ୟ

ବେଳକୁ ବେଳ ବଢୁଛି ଶିଶୁଙ୍କ ଚିନ୍ତା: ଗତ ୨୪ ଘଣ୍ଟାରେ ୧୦୩ ପିଲା କରୋନା ସଂକ୍ରମିତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୪୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୦୩ ଜଣ ଅଛନ୍ତି। ନୂଆ ପଜିଟିଭଙ୍କ ମଧ୍ୟରୁ ୩୮୧ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ...

ଘୋଡ଼ା ସହ ଖେଳୁଛି ହାତୀ: ଶୁଣ୍ଢରେ ଧରି ଖାଲି କଚାଡ଼ୁଛି, ଭିଡିଓ ଦେଖିଲେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ମା’ ହାତୀ ପାଖରେ ଛୁଆ ହାତୀଟିକୁ ଦେଖିବାକୁ ମିଳୁଛି।...

ମା’ଙ୍କ ଶବଦାହ ପାଇଁ ମନା କରିଦେଲା ପୁଅ

ବରଗଡ଼ ଅଫିସ୍‌,୧୧।୯: ନୂଆଁଖାଇରେ ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇପଡ଼ି ଥିବାବେଳେ ବରଗଡ଼ ସହର ପୁରୁଣା ବସ୍‌ଷ୍ଟାଣ୍ଡ ପଛପଟେ ଥିବା ଝୁମ୍ପୁଡ଼ିପଡ଼ାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା । ସତ୍କାର ପାଇଁ କେହି ଆତ୍ମୀୟ ସ୍ବଜନ ନ ପହଞ୍ଚିବାରୁ...

ନୂଆଁଖାଇରେ ବାପାଙ୍କୁ ଗୋଡ଼ାଇ ହାଣିଲେ ପୁଅ

ରେଢାଖୋଲ,୧୧ା୯(ଡି.ଏନ.ଏ.): ଶନିବାର ସମଗ୍ର ପଶ୍ଚିମ ଓଡ଼ିଶାରେ ଆନନ୍ଦ ଉଲ୍ଲାସରେ ନୂଆଁଖାଇ ପର୍ବ ପାଳିତ ହେଉଥିବା ବେଳେ ସାମାନ୍ୟ କଳିକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବାପାଙ୍କୁ ଗୋଡାଇ ହାଣିଛନ୍ତି ପୁଅ। ଘଟଣାସ୍ଥଳରେ ବାପା ଶୁକ୍ରୁ ମିର୍ଦ୍ଧା (୫୫)ଙ୍କ ମୃତ୍ୟୁ ଘଟିଛି।...

ହତ୍ୟାର ପ୍ରତିଶୋଧ ନେଲେ ହତ୍ୟାରେ

ରାଉରକେଲା ଅଫିସ,୧୧ା୯: ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ରିମ୍‌ଝିମ୍‌ ବସ୍ତିରେ ଶୁକ୍ରବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟଣାରେ ଗୁରୁତର ହୋଇଥିବା ଯୁବକ ଜିତେନ୍ଦ୍ର ସା ଓରଫ ଗୋରେ (୩୯)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ପୋଲିସ ଉକ୍ତ ଘଟଣାର ତଦନ୍ତ କରି ଶନିବାର...

ଲାଗିପାରୁନି ବ୍ରେକ୍‌, ୩ ଦିନରେ ୩୫୨ ପିଲା ପଜିଟିଭ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ତେବେ ପିଲାଙ୍କ ସଂକ୍ରମଣରେ ବ୍ରେକ୍‌ ଲାଗିପାରୁ ନାହିଁ। ଗତ ୨୪ ଘଣ୍ଟାରେ ୬୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୮ ବର୍ଷରୁ କମ୍‌ ୧୧୬ଜଣ...

ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ଯୋଜନା ଟଙ୍କା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରବି ଫସଲ ପାଇଁ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ଆଜି ୩୭ ଲକ୍ଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ ୭୪୩ କୋଟି ଟଙ୍କା ଯାଇଛି। ପ୍ରତିଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ...

ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା...

ସ୍ତ୍ରୀଙ୍କୁ ମାଡ଼ମାରିବା ପରେ ନିଜ ଦେହରେ ନିଆଁ ଲାଗାଇଲେ ସ୍ବାମୀ

ଖଇରା,୧୧ା୯(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଅର୍ଜୁନପୁର ଗ୍ରାମର ଶିଶିର କୁମାର ପ୍ରଧାନ(୫୦) ନାମକ ବ୍ୟକ୍ତି ପାରିବାରିକ କଳହକୁ କେନ୍ଦ୍ର କରି ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଖଇରା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର...

ଏକାଠି ମଦ ପିଇ ନିଶାରେ ଯିଏ ଯାହାକୁ ପାରିଲେ ପିଟିଲେ; ଆଉ ତା’ ପରେ

ଦିଗପହଣ୍ଡି,୧୧।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ ଜାତୀୟ ରାଜପଥ ମାଁ ଚାମୁଣ୍ଡା ମନ୍ଦିର ନିକଟ ମୁଖ୍ୟରାସ୍ତା ରେ ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ନିଶାସକ୍ତ ଅବସ୍ଥାରେ ଦିଗପହଣ୍ଡି ଏବଂ ଡେଙ୍ଗାଓସ୍ତା – ଖଜୁରୀପଦା...

ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ

ପରଜଙ୍ଗ,୧୧ା୯(ଡି.ଏନ୍‌.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି। ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ...

ମନ୍ତ୍ରୀ ପ୍ରତାପ ଜେନା ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ, ଶୁକ୍ରବାର ଛାତିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri