ଜୁନ୍ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍ ବ୍ୟବହାର ନିଷେଧ
କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ…
ପୁଣି ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ସୁଜାତା କାର୍ତ୍ତିକେୟନଙ୍କ ବିରୋଧରେ ଫେରାଦ ହେଲା ଭାଜପା
ନୂଆଦିଲ୍ଲୀ,୨୯।୫: ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ପାଖରେ ପୁଣି ଫେରାଦ ହୋଇଛି ଭାରତୀୟ ଜନତା ପାର୍ଟି(ଭାଜପା)। ଅବାଧ ନିର୍ବାଚନ ପ୍ରକ୍ରିୟାରେ ସୁଜାତା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି କେନ୍ଦ୍ରୀୟ ଭାଜପା ଟିମ୍ ଏନେଇ…
ହସରେ ଉଡାଇ ଦେଲେ ନବୀନ, କହିଲେ-ମୋଦିଙ୍କୁ ମୋ ଚିନ୍ତା ନୁହେଁ ବରଂ ଭୋଟ୍ ଚିନ୍ତା…
ଭୁବନେଶ୍ୱର,୨୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟି ଗଠନ କରାଯିବ ବୋଲି କହିଥିଲେ। କଡ଼ା ଭାଷାରେ ଏହା ଜବାବ ଦେବା ସହ ସ୍ବାସ୍ଥ୍ୟାବସ୍ଥା ପ୍ରସଙ୍ଗକୁ ହସରେ ଉଡାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମୋଦିଙ୍କୁ ମୋ ସ୍ବାସ୍ଥ୍ୟାବସ୍ଥା ଚିନ୍ତା…
ଲୋକପ୍ରିୟ ମୃଦୁ ପାନୀୟରେ କଣ୍ଡୋମ୍, କଡ଼ା କାର୍ଯ୍ୟାନୁଷ୍ଠାନ ଦାବି
ପାରଳାଖେମୁଣ୍ଡି, ୨୯।୫(ଗିରିଧାରୀ ପରିଛା): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଥିବା ବେଳେ ଗଜପତି ଜିଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି। ସାଧାରଣ ଜନତା ହୁଅନ୍ତୁ କିମ୍ବା ଗନ୍ତବ୍ୟ ପଥେ ଯାଉଥିବା ଯାତ୍ରୀ ସମସ୍ତେ ତୃଷା ମେଣ୍ଟାଇବା ପାଇଁ ଥଣ୍ଡା ପାନୀୟ…
UG ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କିପରି କରିବେ ଆବେଦନ
ଭୁବନେଶ୍ୱର,୨୯।୫: ୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ କରିବାକୁ ଚାହୁଁଥିବା ଆଶାୟୀ ଛାତ୍ରୀଛାତ୍ରମାନେ ଜୁନ୍ ୩ ଅପରାହ୍ନ ୪ଟାରୁ ଅନଲାଇନ୍ ଆବେଦନ କରିପାରିବେ। ଏହାପରେ ଜୁନ୍ ୧୮ରୁ ୧୯ ମଧ୍ୟରେ CAF ର ତ୍ରୁଟି…
ପ୍ରେସ୍ମିଟ୍ କରି କଡ଼ା ଭାଷାରେ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ, ଯଦି ମୋର ଶୁଭଚିନ୍ତକ ତେବେ…
ଭୁବନେଶ୍ୱର,୨୯।୫: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟର କଡ଼ା ଭାଷାରେ ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ସନ୍ଧ୍ୟାରେ ଏକ ପ୍ରେସ୍ମିଟ୍ କରି ସେ କହିଛନ୍ତି ଯେ, ଯଦି ନରେନ୍ଦ୍ର ମୋଦି ମୋର ଶୁଭଚିନ୍ତକ ତାହେଲେ ମୋତେ ଫୋନ କରିପାରିଥାନ୍ତେ। ମୋର ସ୍ବାସ୍ଥ୍ୟାବସ୍ଥା…
ବିଭିନ୍ନ ଲୋକାଭିମୁଖୀ ଯୋଜନା ନେଇ ବିଜେଡିର ଜୋର୍ଦାର ପ୍ରଚାର
ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ବୁଧବାର ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ବିଜେଡି ତା’ର ପ୍ରଚାର କରିଛି। ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ…
ମୋଦି କଲେ ଭବିଷ୍ୟବାଣୀ, ଏହିଦିନ ବିଜେଡିରେ ହେବ କମ୍ପନ
କେନ୍ଦ୍ରାପଡ଼ା, ୨୯।୫: କେନ୍ଦ୍ରାପଡ଼ା ସଭାରେ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବୁଧବାର ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି ମୋଦି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି। ଓଡ଼ିଶାରେ ମୋଦିଙ୍କ ଆଜି ପ୍ରଚାରର ଶେଷ ଦିନ ହୋଇଥିଲେ ମଧ୍ୟ ବିଜେଡିକୁ ଟାର୍ଗେଟ କରିବାର…
ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି
କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ ୬ ମାସ ମଧ୍ୟରେ ବିଜେଡିରେ ବଡ଼ଧରଣର ବିସ୍ଫୋରଣ ହେବ। ଓଡ଼ିଶା ଏଥର ଡବଲ ଇଞ୍ଜିନ…
ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ
ଦାରିଙ୍ଗବାଡ଼ି,୨୯ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ଖରା ହେବା ସହ ଆର୍ଦ୍ରତା ବୃଦ୍ଧି ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଠାରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିବା ଜଣାପଡ଼ିଛି। ଏଭଳି…
ମୋ’ ଉପରେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସବୁବେଳେ ରହିଛି: ନବୀନ
ଭୁବନେଶ୍ୱର,୨୯ା୫: ଚଳିତ ସାଧାରଣ ନିର୍ବାଚନରେ ବିଜେଡି-ଭାଜପା କଡ଼ା ଟକ୍କର ଚାଲିଛି। ଭାଜପା ବିଜେଡିକୁ ଟାର୍ଗେଟ୍ କରୁଥିବା ବେଳେ ବିଜେଡି ଭାଜପାକୁ ଟାର୍ଗେଟ୍ କରୁଛି। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିରୋଧୀଙ୍କୁ ଛାଡ଼ି ନାହାନ୍ତି। ବିରୋଧୀଙ୍କ ମନ୍ତବ୍ୟକୁ ନେଇ ନବୀନ…
ବିକାଶ ନାଁରେ ବିଶ୍ୱାସଘାତ କରିଛି ବିଜେଡି: ମୋଦି
ରେମୁଣା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବାଲେଶ୍ୱର ଜିଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ…

