ରାଜ୍ୟ

ଚଳିତ ଶୀତ ଋତୁରେ ପ୍ରଥମଥର ଓଡ଼ିଶାରେ ଜାରି ହେଲା ଶୀତଲହରୀ ଚେତାବନୀ

ଭୁବନେଶ୍ୱର,୨୬।୧: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ସମ୍ଭାବନା ରହିଛି। ଏହାସହ ଆଗାମୀ ଦୁଇଦିନ ଆଭ୍ୟନ୍ତରୀଣ ଓଡିଶାର…

ବୋରିଗୁମ୍ମା ଦୁର୍ଘଟଣା: ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୬।୧: କୋରାପୁଟ ଜିଲା ବୋରିଗୁମ୍ମା ଅଞ୍ଚଳରେ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ସମ୍ପର୍କୀୟଙ୍କ ପାଇଁ ୩…

ବସ୍‌-ପିକ୍‌ଅପ୍‌ ମୁହାଁମୁହିଁ: ୩ ମୃତ, ୪ ଆହତ

ଗଞ୍ଜାମ,୨୬ା୧: ଗଞ୍ଜାମ ଜିଲା ୫୯ନମ୍ବର ଜାତୀୟ ରାଜପଥ ଖଡ଼ଭାଗ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ପିକ୍‌ଅପ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

କାର୍‌-ସ୍କୁଟି ଧକ୍କା, ୨ ଜଣଙ୍କ ଜୀବନ ଗଲା

କାମାକ୍ଷାନଗର,୨୬ା୧(ଅମଜାଦ୍‌ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ଛକରେ ଶୁକ୍ରବାର ପୂର୍ବାହ୍ନରେ ସ୍କୁଟି ଏବଂ କାର ମଧ୍ୟରେ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରି ତଦନ୍ତ ଆରମ୍ଭ କରିଛନ୍ତି।

୭୫ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଶୁଭ ଅବସରରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଏଥର ପରେଡରେ ଆଇପିଏସ୍‌…

ସାଧାରଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ପାଳନ ହେଉଛି ୭୫ତମ ସାଧାଣରତନ୍ତ୍ର ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। Warm wishes to everyone on the occasion of 75th #RepublicDay. On this auspicious day,…

ରାଜ୍ୟ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ରାଜଧାନୀର ଗାନ୍ଧୀମାର୍ଗ ପୂରା ପ୍ରସ୍ତୁତ ରହିଛି। ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ସାମିଲ ହେବାର…

ଆମ ସମ୍ବିଧାନ, ଆମ କଥା

ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ପିଲାମାନେ ଏହି ଦିବସଟିକୁ ଭଲ ଭାବେ ଜାଣିଛ ଆଉ ଆମେ ସମସ୍ତେ ଏହି ଦିନଟିକୁ ବିଦ୍ୟାଳୟରେ ଭାବ ଗମ୍ଭୀର ଓ ବଳିଦାନକୁ ସ୍ମରଣ ପୂର୍ବକ ପାଳନ କରିଥାଉ। ଦୀର୍ଘ ଦୁଇଶହ ବର୍ଷର ଇଂରେଜ ଶାସନର ଉପତ୍ୀଡ଼ନ…

କଳାକାର ସଂଘକୁ ମଜଭୁତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ‘ଲୋକକଳା ମାଧ୍ୟମରେ ରୂପାନ୍ତରିତ ଓଡ଼ିଶା’ ଅଭିଯାନର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ଲୋକକଳାକାରମାନଙ୍କ ଜରିଆରେ ସୂଚନା, ଶିକ୍ଷା ଓ ଯୋଗାଯୋଗ (ଆଇଇସି) କାର୍ଯ୍ୟକ୍ରମ ଚାଲିବ। ଲୋକମାନେ ପାଇବେ ବିକାଶ ଓ ରୂପାନ୍ତରିତ…

ପିକ୍‌ଅପ୍‌ ଭ୍ୟାନ୍‌-ବାଇକ୍‌ ଧକ୍କା: ବ୍ରିଜ୍‌ରୁ ୬୫ଫୁଟ ତଳକୁ ଖସି ପଡ଼ିଲେ ୨ ବାଇକ୍‌ ଆରୋହୀ

ସୋନପୁର,୨୫।୧(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ସହରର ଦକ୍ଷିଣ ଦିଗକୁ ଥିବା ତେଲନଦୀ ସେତୁ(ବ୍ରିଜ୍‌)ରେ ଗୁରୁବାର ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ବୌଦ୍ଧ ଜିଲା ମନମୁଣ୍ଡା ଥାନା ଦମାମୁଣ୍ଡା ଅଞ୍ଚଳର ସତ୍ୟ ରାଜହଂସ, ବରୁଣ ରାଜହଂସ ଓ ଅଶୋକ ରାଜହଂସ…

ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର,୨୫।୧(ଅନିଲଦାସ): ସାଧାରଣତନ୍ତ୍ର ଦିବସ ଅବ୍ୟହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ଆମ ଦେଶ ମହାତ୍ମା ଗାନ୍ଧୀ, ସୁଭାଷଙ୍କ ଦେଶ। ସତ୍ୟ, ଶାନ୍ତି , ଅହିଂସା, ନ୍ୟାୟ…

ଓଡ଼ିଶାର ୪ ପ୍ରତିଭାଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର

ଭୁବନେଶ୍ୱର,୨୫।୧(ଶର୍ମିଷ୍ଠା ପାଣିଗ୍ରାହୀ): ୭୫ତମ ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଗୁରୁବାର ମର୍ଯ୍ୟାଦାଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି ଭାରତ ସରକାର। ଏଥର ୫ଜଣଙ୍କ ପଦ୍ମବିଭୂଷଣ, ୧୭ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୦ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିବ। ୧୧୦ ପଦ୍ମଶ୍ରୀଙ୍କ ମଧ୍ୟରୁ ଓଡ଼ିଶାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri