ରାଜ୍ୟ

IPS ଡିଏସ କୁଟ୍ଟେ ସସପେଣ୍ଡ

ଭୁବନେଶ୍ୱର,୨୮।୫: IPS ଅଫିସର ଡିଏସ କୁଟ୍ଟେ ସସପେଣ୍ଡ। IPS କୁଟ୍ଟେଙ୍କୁ ସସପେଣ୍ଡ କଲେ ଭାରତୀୟ ନିର୍ବାଚନ କମିଶନର (ECI)। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (CEO)ଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ…

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ୱର,୨୮।୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଇଭିଏମ ମେସିନ ଭଙ୍ଗା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉଠୁଛି…

ସଫେଇ ଆଳରେ କରୁଥିଲେ ସୁନା ଲୁଟ, ଧରା ପଡିବା ପରେ ଦୟା ଦେଖାଇଲେ ସୁନା ମାଲିକ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ସୁନା ସଫେଇ କରିଦେବି-ମଙ୍ଗଳସୂତ୍ର ଗୁନ୍ଥିଦେବା ବାହାନା କରି ସୁନା ଲୁଟ କରୁଥିଲେ ୪ ମହିଳା। ତେବେ ଗ୍ରାମବାସୀ ସେମାନଙ୍କୁ କାବୁ କରି ପୋଲିସା ଜିମା ଦେଇଛନ୍ତି। କିନ୍ତୁ…

ନିରଞ୍ଜନଙ୍କ ଅଫିସ୍‌ରେ ରେଡ୍‌ ଘଟଣା: ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ

ଭଦ୍ରକ,୨୮ା୫(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟେଲ ଛକସ୍ଥିତ ନିର୍ବାଚନ କାର୍ଯ୍ୟାଳୟରେ ରେଡ୍‌ କରାଯିବା ଓ ବିଜେଡି କର୍ମୀ ଅଫିସ୍‌ ଭିତରେ ପଶି ଦୁର୍ବ୍ୟବହାର କରିବା ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା…

ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ ପାଣ୍ଡିଆନଙ୍କ…

ନିର୍ବାଚନ ପ୍ରଚାରରେ ଭଦ୍ରକ ଆସିବେ ଖାର୍ଗେ, ରାହୁଲ

ଭଦ୍ରକ,୨୮।୫(ସନାତନ ରାଉତ): ଜୁନ୍‌ ୧ତାରିଖରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭଦ୍ରକରେ କଂଗ୍ରେସ ନିର୍ବାଚନ ପ୍ରଚାରକୁ ଜୋରଦାର କରିଛି। ବୁଧବାର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ଗୁରୁବାର ରାହୁଲ ଗାନ୍ଧୀ ଭଦ୍ରକରେ ନିର୍ବାଚନୀ ସଭାରେ…

‘ମୁଖ୍ୟମନ୍ତ୍ରୀଙ୍କୁ କିଭଳି ନିୟନ୍ତ୍ରଣ କରାଯାଉଛି ଦେଖି ହତଚକିତ ହୋଇଯାଉଛି’; ଭିଡିଓ ଶେୟାର କରି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ…

ଭୁବନେଶ୍ୱର,୨୮।୫: ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଗୋଟିଏ ପଟେ ଦୀର୍ଘ ୨୫ ବର୍ଷର ଶାସନ କ୍ଷମତା ସହ ବିଜେଡି ପୁଣିଥରେ କ୍ଷମତାକୁ ଫେରିବାର ଆଶା ରଖିଥିବା ବେଳେ ଭାଜପା ଏହାକୁ କାଉଣ୍ଟର…

ଶାହା କଲେ ଡାଇରେକ୍ଟ ଆଟାକ୍‌ , ତାମିଲନାଡୁରୁ ଲଢିଥା’ନ୍ତେ ନବୀନ, ହେଲେ…

ନିମାପଡ଼ା, ୨୮।୫: ନିମାପଡ଼ା ସଭାରୁ ଡାଇରେକ୍ଟ ଆଟାକ୍‌ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା। ସଭାରେ ସେ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଶାଣିତ ସ୍ବରରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନବୀନଙ୍କୁ ତାମିଲନାଡୁର ଲଢ଼ିବାର ଥିଲା। ୨୫ ବର୍ଷ ହେଲାଣି…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ

ଭୁବନେଶ୍ୱର,୨୮।୫, EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ ନେଇ ସାଂଘାତିକ ସତ ଜଣାପଡିଛି। ପ୍ରଶାନ୍ତ ଜଗଦ୍ଦେବ କାଉଁରିପାଟଣା ବୁଥରେ ଭୋଟ ଦେଉଥିବା ବେଳର…

ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ, ରାତି ସାଢ଼େ ୮ଟା ପରେ ଦୋକାନ ବଜାର ବନ୍ଦ

ଗଞ୍ଜାମ,୨୮।୫: ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ । ଜୁନ ୪ ତାରିଖ ପର୍ଯ୍ୟନ୍ତ ରାତି ସାଢ଼େ ୮ଟା ପରେ ସବୁ ଦୋକାନ ବଜାର ବନ୍ଦ ରହିବ ବୋଲି ପୋଲିସ କହିଛି। ରାତି ସାଢ଼େ ୮ଟା ପରେ ଗଞ୍ଜାମ ଜିଲାରେ…

ଯୁବକ ଥିବେ, ଓଡ଼ିଆ କହୁଥିବେ, ଜଗନ୍ନାଥଙ୍କ ଭକ୍ତ ହିଁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ :ଶାହା

ଭଦ୍ରକ,୨୮।୫: ଭଦ୍ରକ ଚାନ୍ଦବାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଜନସଭାକୁ ସମ୍ବୋଧିତ କରି ଓଡ଼ିଶାରେ ଭାଜପା ସରକାର ଗଢ଼ିବା ସହ ମୋଦିଙ୍କୁ ପୁଣିଥରେ ପ୍ରଧାନମନ୍ତ୍ରୀ କରିବାକୁ ରଣହୁଙ୍କାର ଦେଇଛନ୍ତି । ୬ଷ୍ଠ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ୫ମ ପର୍ଯ୍ୟାୟ…

୭ ଲକ୍ଷ କୋଟି ଟଙ୍କା ଖାଇଗଲେ ନବୀନ ବାବୁଙ୍କ ବାବୁଭାୟା: ଶାହା

ଚାନ୍ଦବାଲି,୨୮।୫:ଭଦ୍ରକ ଜିଲା ଚାନ୍ଦବାଲିରେ ବିଶାଳ ନିର୍ବାଚନ ରାଲି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏହି ସଭାରେ ସେ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶା ଦେଶର ଅନ୍ୟତମ ସମୃଦ୍ଧ ପ୍ରଦେଶ। ରାଜ୍ୟ ଖଣିଜ ସଂପଦରେ ଭରପୂର। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?