ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…
କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ ଦୃଷ୍ଟି। ଆଉ ଶେଷରେ କରି ବସିଲେ ଏପରି କାମ, ଯାହା ଗୁରୁ ଶିଷ୍ୟ…
୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ ଅନୁଷ୍ଠିତ ହେବାକୁଥିବା ଦୂର ତଥା ଗଭୀର ସମୁଦ୍ର ଅଞ୍ଚଳରେ ମତ୍ସ୍ୟସମ୍ପଦର ସ୍ଥାୟୀ ଉପଯୋଗ…
୪ରେ ଆସିପାରନ୍ତି ଅମିତ୍ ଶାହା
ଭୁବନେଶ୍ୱର,୨୪।୬ (ସୁନିତ୍ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର କେଉଁ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ସେ ଓଡ଼ିଶା ଆସୁଛନ୍ତି ସେ ବାବଦରେ କିଛି…
୧ରେ ରାଜ୍ୟ କ୍ୟାବିନେଟ୍: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ
ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ହେବାକୁ ଥିବା ୪୩ତମ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ୍) ବୈଠକରେ ୭ଟିରୁ…
ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ
ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆସନ୍ତା ୨୬…
ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ
ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହରେ ୫ ଜଣ କଏଦୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିବା ବେଳେ, ସେମାନଙ୍କ ମଧ୍ୟରୁ…
ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…
ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି ମାମଲାରେ ଟ୍ୟୁସନ୍ ଶିକ୍ଷକ ନିରଞ୍ଜନ ମିଶ୍ରଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ମଞ୍ଚେଶ୍ୱର…
ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…
ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ ଅନିୟମିତତା ଅଭିଯୋଗ। ଚାଷୀଙ୍କ ଟୋକନ ତାଲିକାରେ ଚଞ୍ଚକତା କରି ପଛରେ ଥିବା ଚାଷୀଙ୍କୁ…
ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି। ଏହି ଘଟଣାରେ ସି-ଫୁଡ୍ କମ୍ପାନୀରେ ଏମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ମୋଟ…
୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ଏହି ସମ୍ମାନ ପ୍ରଦାନ କରିଛନ୍ତି। ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ…
ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …
ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱ ଏବଂ…
ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା
ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ୨୦୦୯ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ବର୍ତ୍ତମାନ ପ୍ରଥମରୁ ପଞ୍ଚମ…

