ନିରଞ୍ଜନ ପଟ୍ଟନାୟକଙ୍କ ଅଫିସରେ ଚଢାଉ
ଭଦ୍ରକ,୨୭।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ତଥା ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭଦ୍ରକ ମୋଟଲ ଛକସ୍ଥିତ ଅଫିସ୍ରେ ଫ୍ଲାଇଂ ସ୍କ୍ବାଡ୍ ଏବଂ ଇନ୍କମ ଟ୍ୟାକ୍ସ ବିଭାଗ ପକ୍ଷରୁ ସୋମବାର ସାରେ ରେଡ୍ କରାଯାଇଛି। ରବିବାର ରାତିରେ…
ବିଜେଡି ପ୍ରାର୍ଥୀଙ୍କ ବାଇକ ରାଲି ଉପରେ ଗାଡି ଚଢାଇଦେଲେ ପୂର୍ବତନ ସରପଞ୍ଚ
ଭୁବନେଶ୍ୱର,୨୭।୫: ଧର୍ମଶାଳାର ବିଜେଡି ପ୍ରାର୍ଥୀ ତଥା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ବାଇକ ରାଲି ଉପରେ ଜଣେ ପୂର୍ବତନ ସରପଞ୍ଚ ସ୍କର୍ପିଓ ଚଢାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିରେ ୨ ଜଣ ଆହତ ହୋଇଥିବା ବେଳେ ଏକାଧିକ ବାଇକ କ୍ଷତିଗ୍ରସ୍ତ ହୋଇଛନ୍ତି। ଅଭିଯୁକ୍ତ…
ଭାଜପା କର୍ମୀ ହତ୍ୟା ମାମଲା: ଆଉ ୩ଜଣଙ୍କୁ ଗିରଫ କଲା ପୋଲିସ
ଛତ୍ରପୁର,୨୭।୫(ଦିଲୀପ କୁମାର ସାମଲ/ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ନିର୍ବାଚନୀ ହିଂସା ଘଟିଥିଲା। ପୋଷ୍ଟର ମାରିବାକୁ କେନ୍ଦ୍ର କରି ଗତ ୧୫ ତାରିଖରେ ଭାଜପା କର୍ମୀ ଦିଲ୍ଲୀପ ପାହାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲା।…
ରକ୍ତମୁଖା ମାଓବାଦୀ: ପୋଲିସ ଇନ୍ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା
ଫୁଲବାଣୀ/କୋଟଗଡ଼/ବାଲିଗୁଡ଼ା,୨୭ା୫(ରାକେଶ କୁମାର ରାଉତ/ସରୋଜ ବଳିୟାର ସିଂ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ କିଛିଦିନର ନିରବତା ପରେ ଲାଲବାହିନୀ ରକ୍ତମୁଖା ହୋଇଉଠିଛି। ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ମାଓବାଦୀମାନେ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଘରଠାରୁ କିଛି…
ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲାରେ ନୂଆ ମୋଡ, ଡ୍ରାଇଭର କଲେ ଆଶ୍ଚର୍ଯ୍ୟଜନକ ଖୁଲାସା
ଭୁବନେଶ୍ୱର,୨୭।୫: ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା ନୂଆ ମୋଡ ନେଇଛି। ପ୍ରଶାନ୍ତ ଜଗଦ୍ଦେବଙ୍କୁ ନେଇ ଯାଉଥିବା ଗାଡି ଡ୍ରାଇଭର ବନମାଳି ବେହେରା ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପ୍ରଶାନ୍ତ ଜଗଦ୍ଦେବ ଇଭିଏମ୍ ଭାଙ୍ଗିଥିବା ନେଇ ତାଙ୍କୁ…
ପୁଣି ୧ କି.ମି. ଚାଲିଲେ ଗର୍ଭବତୀ
ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ବହୁ ଯୋଜନା ପ୍ରଣୟନ ହେଉଥିବା ବେଳେ ଏହି ଯୋଜନାଗୁଡିକ ଶତ ପ୍ରତିଶତ ପୂରଣ ହେଉ ନ ଥିବା ଦେଖିବାକୁ ମିଳିଛି। ବିଶେଷ କରି ଜିଲାର ସବୁ ଗ୍ରାମ, ପଲ୍ଲୀମାନଙ୍କରେ ରାସ୍ତା ନିର୍ମାଣ ଯୋଜନା କେବଳ ଯୋଜନାରେ…
କାର୍ରେ ଯାଉଥିବାବେଳେ ଭାଜପା ଜିଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର,୨୭।୫: ଗଞ୍ଜାମ ଜିଲା ଭାଜପା ସଭାପତି ସୁବାସ ସାହୁଙ୍କ ଉପରେ ମରଣାନ୍ତକ ଆକ୍ରମଣ। ଚାନ୍ଦବାଲି ନିର୍ବାଚନମଣ୍ଡଳୀ ତୋଟାପଡ଼ାରେ ସଂଘବଦ୍ଧ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ସୁବାସ ଓ ତାଙ୍କ ୫ ସାଥୀଙ୍କୁ ପୋଲିସ ଉପସ୍ଥିତିରେ ଆକ୍ରମଣ ହୋଇଛି। ଗାଡ଼ି ଭଙ୍ଗାରୁଜା ସହ…
ପ୍ରଶାନ୍ତ ଜଗଦେବଙ୍କ ଗିରଫ ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇଲା ଭାଜପା
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ପ୍ରଶାନ୍ତ ଜଗଦେବଙ୍କୁ ଗିରଫ ପ୍ରତିବାଦରେ ଖୋର୍ଦ୍ଧା ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ପ୍ରତିବାଦ ସଭା କରାଯାଇଥିଲା। ଶାସକ ଦଳର ନିର୍ଦ୍ଦେଶ କ୍ରମେ ପୋଲିସ ଏକ ଚକ୍ରାନ୍ତ କରିଥିବା ପ୍ରତିବାଦ ସଭାରେ ଉପସ୍ଥିତ ଭାଜପା କର୍ମକର୍ତ୍ତା…
ଛୁରା ମାଡ଼ରେ ବ୍ୟବସାୟୀ ଗୁରୁତର, ଫାଣ୍ଡି ଘେରିଲେ ଗ୍ରାମବାସୀ
ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ଫାଣ୍ଡି ଅଧୀନ ପାଲୁର ଜଙ୍କଶନରେ ଚିକେନ୍ ବ୍ୟବସାୟୀଙ୍କୁ ଛୁରା ମାଡ଼ ହୋଇଛି। ଆକ୍ରମଣରେ ବ୍ୟବସାୟୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବେଲପଡ଼ା ଗ୍ରାମର ଦୀପକ ନାୟକ। ଅନ୍ୟପକ୍ଷେ…
‘ପାଣ୍ଡିଆନ୍ଙ୍କୁ ନୋବେଲ ପୁରସ୍କାର ମିଳିବା ଉଚିତ୍’
କେନ୍ଦ୍ରାପଡ଼ା,୨୭।୫: କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଓଡ଼ିଶାରେ ପ୍ରାୟତଃ ଆମ ସରକାର ହୋଇସାରିଲାଣି। ଆଉ ଯାହା କିଛି ବାକି ଅଛି, ଚତୁର୍ଥ ପର୍ଯ୍ୟାୟ ପରେ…
ଚୌକି ଲୋଭରେ ମୁଖ୍ୟମନ୍ତ୍ରୀଙ୍କୁ ଅସୁସ୍ଥ କହି ପ୍ରଚାର କରୁଛନ୍ତି ପୂର୍ବତନ ଏମ୍ପି: ପାଣ୍ଡିଆନ୍
କେନ୍ଦ୍ରାପଡା,୨୭।୫: ବିଜେଡିର ଷ୍ଟାର ପ୍ରଚାରକ କାର୍ତ୍ତିକ ପାଣ୍ଡିଆନ ସୋମବାର କେନ୍ଦ୍ରାପଡାରେ ପ୍ରଚାର କରିଛନ୍ତି। ଏକ ନିର୍ବାଚନୀ ସଭାରେ ସେ ନାଁ ନ ନେଇ କେନ୍ଦ୍ରପଡାର ପୂର୍ବତନ ଏମ୍ମ୍ ବୈଜୟନ୍ତ ପଣ୍ଡାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କେନ୍ଦ୍ରାପଡାବାସୀଙ୍କ ଆଶୀର୍ବାଦରେ ନବୀନ ୨…
‘ମୋଦିଙ୍କ ଗ୍ୟାରେଣ୍ଟି, ୧ ବର୍ଷରେ ଯୁବକଙ୍କୁ ମିଳିବ…’
କେନ୍ଦ୍ରାପଡ଼ା,୨୭।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଟକୁରାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ବିଜେଡି ଉପରେ ବର୍ଷିଛନ୍ତି। ବିଶ୍ବଶର୍ମା ତାଙ୍କ ବକ୍ତବ୍ୟରେ କହିଛନ୍ତି, ଏ ରାଜ୍ୟକୁ ଯଦି ଭଲ ସରକାର ମିଳେ, ଓଡ଼ିଶା ୧ ନମ୍ବର ହୋଇପାରିବ। ଏବେ ଓଡ଼ିଶାର ହାଲତ କଣ…

