ରାଜ୍ୟ

୯ଟାରୁ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ମା’ ସମଲେଶ୍ୱରୀଙ୍କ ଦର୍ଶନ

ସମ୍ବଲପୁର,୨୭ା୧(ବି.ଶଙ୍କର): ବହୁ ପ୍ରତିକ୍ଷିତ ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପର ଶନିବାର ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଉନ୍ମୋଚନ କରିବେ। ଏନେଇ ସକାଳ ୯ଟାରୁ ହୋମ…

୨ଜଣଙ୍କୁ ଦଳି ମାରିଦେଲା ଦନ୍ତା

ଦେବଗଡ଼,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନ ଟିପିରିସିଙ୍ଗା ଗ୍ରାମରେ ଏକ ଅଘଟଣ। ଏକ ଦନ୍ତା ହାତୀ ଘର ଭାଙ୍ଗି ୨ଜଣଙ୍କୁ ଦଳି ଦେଇଛି। ମୃତକ ଦ୍ୱୟ ହେଲେ ସୁରୁବାଲି କିଷାନ ଏବଂ ଖଇରି କିଷାନ। ମିଳିଥିବା ସୂଚନା…

ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଛାତ୍ରୀଙ୍କ ଜୀବନ

ନୟାଗଡ଼,୨୭।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକ୍‌ନିକ୍‌ ଯାଉଥିବା ବସ୍‌କୁ ଏକ ଟ୍ରକ୍‌ ଧକ୍କା ଦେଇଛି। ଫଳରେ ୩ଜଣ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଛାତ୍ର ଗୁରୁତର ଥିବା ଜଣାପଡିଛି।…

ଆଜି ଲୋକାର୍ପିତ ହେବ ମା’ ସମଲେଶ୍ୱରୀଙ୍କ ପରିକ୍ରମା ପ୍ରକଳ୍ପ

ସମ୍ବଲପୁର,୨୭ା୧(ବି.ଶଙ୍କର): ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ସମ୍ବଲପୁରର ମା’ ସମଲେଶ୍ୱରୀଙ୍କ ରୂପାନ୍ତରିତ ମନ୍ଦିର ଓ ପରିକ୍ରମା ପ୍ରକଳ୍ପର ଶନିବାର ଲୋକାର୍ପିତ ହେବ। ମଧ୍ୟାହ୍ନ ସାଢ଼େ ୧୨ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଭବ୍ୟ ପ୍ରକଳ୍ପର ଫଳକ ଉନ୍ମୋଚନ କରିବେ। ଏଥିସହ ମୁଖ୍ୟମନ୍ତ୍ରୀ…

୫୦ ଜଣ ଅଧିକାରୀଙ୍କୁ ସାହାସିକତା ପଦକ ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬।୧: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ରାଜ୍ୟପାଳ ରଘୁବର ଦାସ ୨୦୨୩ ମସିହା ସ୍ୱଧୀନତା ଦିବସ ପାଇଁ ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର…

ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଭୁବନେଶ୍ୱର,୨୬।୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଶୁକ୍ରବାରଠାରୁ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଚଳିତ ଶୀତ ଋତୁରେ ପ୍ରଥମଥର ଓଡ଼ିଶାରେ ଜାରି ହେଲା ଶୀତଲହରୀ ଚେତାବନୀ

ଭୁବନେଶ୍ୱର,୨୬।୧: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ଆଗାମୀ ଦୁଇଦିନ ମଧ୍ୟରେ ଗୋଟିଏ ଦୁଇଟି ସ୍ଥାନରେ ଶୀତ ଲହରୀ ସମ୍ଭାବନା ରହିଛି। ଏହାସହ ଆଗାମୀ ଦୁଇଦିନ ଆଭ୍ୟନ୍ତରୀଣ ଓଡିଶାର…

ବୋରିଗୁମ୍ମା ଦୁର୍ଘଟଣା: ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୬।୧: କୋରାପୁଟ ଜିଲା ବୋରିଗୁମ୍ମା ଅଞ୍ଚଳରେ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ସମ୍ପର୍କୀୟଙ୍କ ପାଇଁ ୩…

ବସ୍‌-ପିକ୍‌ଅପ୍‌ ମୁହାଁମୁହିଁ: ୩ ମୃତ, ୪ ଆହତ

ଗଞ୍ଜାମ,୨୬ା୧: ଗଞ୍ଜାମ ଜିଲା ୫୯ନମ୍ବର ଜାତୀୟ ରାଜପଥ ଖଡ଼ଭାଗ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଏକ ପିକ୍‌ଅପ୍‌ ଓ ବସ୍‌ ମୁହାଁମୁହିଁ ଧକ୍କା ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

କାର୍‌-ସ୍କୁଟି ଧକ୍କା, ୨ ଜଣଙ୍କ ଜୀବନ ଗଲା

କାମାକ୍ଷାନଗର,୨୬ା୧(ଅମଜାଦ୍‌ ଖାନ): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଜଡ଼ାପାଳ ଛକରେ ଶୁକ୍ରବାର ପୂର୍ବାହ୍ନରେ ସ୍କୁଟି ଏବଂ କାର ମଧ୍ୟରେ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରି ତଦନ୍ତ ଆରମ୍ଭ କରିଛନ୍ତି।

୭୫ତମ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ଏହି ଶୁଭ ଅବସରରେ ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଏଥର ପରେଡରେ ଆଇପିଏସ୍‌…

ସାଧାରଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧: ଶୁକ୍ରବାର ରାଜ୍ୟରେ ପାଳନ ହେଉଛି ୭୫ତମ ସାଧାଣରତନ୍ତ୍ର ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। Warm wishes to everyone on the occasion of 75th #RepublicDay. On this auspicious day,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri