ରାଜ୍ୟ

ମାଡ଼ି ଆସୁଛି ଭୟଙ୍କର ରେମାଲ, ୫ ଜିଲାରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୬।୫: ଭୀଷଣ ବାତ୍ୟାରେ ପରିଣତ ହେଲା ‘ରେମାଲ’। ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ରେମାଲ ପ୍ର୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରିଛି ପାଣିପାଗ ବିଭାଗ। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା ଅନୁଯାୟୀ, ବାଲେଶ୍ବର, ଭଦ୍ରକ,…

ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଶୋକ ପ୍ରକାଶ…

ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ ପ୍ରସବ କରିଥିଲେ। ଏହା ପରେ ମହିଳାଙ୍କ ସ୍ବାସ୍ଥ୍ୟ ବିଗିଡ଼ି ଯାଇଥିଲା। ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା…

ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି

ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ ଏବେ ଏହି ଆସନ ଲାଗି ୮ ନେତାଙ୍କୁ ଦାୟିତ୍ୱ ଦେଇଛି। ସେମାନେ ହେଉଛନ୍ତି- ସୁଭାଶିଷ…

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ବାଜିମାରିଲେ ଛାତ୍ରୀ

କଟକ,୨୬ା୫(କାର୍ତ୍ତିକ ସାହୁ): ରବିବାର ପୂର୍ବାହ୍ନରେ ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି। ଚଳିତବର୍ଷ ପାସ୍‌ ହାର ୯୬.୦୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୬.୭୩% ରହିଥିବା ବେଳେ ଛାତ୍ରଙ୍କ ପାସ୍‌ ହାର ୯୫.୩୯%…

ନିର୍ବାଚନ କାହା ପାଇଁ ଦୁଃଖ ତ କାହାର ସୁଖ

ପଟ୍ଟାମୁଣ୍ଡାଇ,୨୬ା୫ (କଳ୍ପତରୁ ନାୟକ): ସାଧାରଣ ନିର୍ବାଚନ ଚାଲିଥିବା ବେଳେ କେନ୍ଦ୍ରାପଡ଼ା ଲୋକ ସଭା କ୍ଷେତ୍ରରେ ଜୁନ ୧ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ। ଏଥିନେଇ ରାଜନଗର ବିଧାନସଭା ଆସନର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କିଛି ଲୋକ ନୋଟ ରୂପକ ମୁଗୁରାରେ ଭୋଟ ରୂପକ…

ଯାଜପୁର ଜିଲା: ଫୋକସ୍‌ରେ ମହିଳା ପ୍ରାର୍ଥୀ

ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ କର୍ମୀମାନେ ଗାଁକୁ ଗାଁ ବୁଲୁଥିବାରୁ ଗ୍ରାମାଞ୍ଚଳରେ ନିର୍ବାଚନୀ ପରିବେଶ ସରଗରମ ହୋଇଛି। ଏଥର ବିଜେଡି…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି, ଘରକୁ ଫେରିବା ପାଇଁ କରାଯାଉଛି ଟିକେଟ ବ୍ୟବସ୍ଥା

କେନ୍ଦ୍ରାପଡ଼ା,୨୬ା୫ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ସାଧାରଣ ନିର୍ବାଚନ ପାଇଁ ଜୁନ ୧ରେ ମତଦାନ ହେବ। ଏଥିପାଇଁ ରାଜନୀତି ସରଗରମ ହୋଇଥିବା ବେଳେ ପ୍ରାର୍ଥୀଙ୍କର ଭୋଟରଙ୍କୁ ଖୋଜା ବଢ଼ିଯାଇଛି। ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଏବେ ପ୍ରାର୍ଥୀଙ୍କ…

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ, ୧୧୦-୧୨୦ ବେଗରେ ଛୁଇଁବ ଉପକୂଳ

ଭୁବନେଶ୍ୱର,୨୫ା୫: ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି। ବାତ୍ୟା ରେମାଲ ଉତ୍ତର ଦିଗକୁ ଗତି କରି, ଆହୁରି ତୀବ୍ର ହେବା ସହ ବାଂଲାଦେଶ…

ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।…

୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ…

ବଳ ଗୋଟାଉଛି ବାତ୍ୟା ‘ରେମାଲ’: ଓଡ଼ିଶାର ଏହି ଜିଲାରେ ପଡ଼ିବ ପ୍ରଭାବ, ପବନ ବୋହିବ

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?