୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୁଲିସ୍ ମେଡାଲ ତାଲିକା
ଭୁବନେଶ୍ୱର, ୨୧।୧: ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ୨୦୨୩ ବର୍ଷ ପାଇଁ ରାଜ୍ୟ ପୁଲିସ୍ ମେଡାଲ ତାଲିକା ପ୍ରକାଶ ପାଇଛି। ପୂବାଞ୍ଚଳ ଆଇଜି ହିମାଂଶୁ ଲାଲ, କ୍ରାଇମ୍ବ୍ରାଞ୍ଚ ଆଇଜି ସଫିଲ୍ ଅହମ୍ମଦ ସମେତ ୨୦ ଜଣ ପୁଲିସ୍ ଅଧିକାରୀ ରାଜ୍ୟପାଳ ପଦକ…
ବାଇକ୍କୁ ଧକ୍କା ଦେଲା ଟ୍ରକ୍, ୩ମୃତ
ରାଣୀତେଲ,୨୧।୧: ଭଦ୍ରକର ରାଣୀତେଲ ହାଇଟେକ କଲେଜ ନିକଟରେ ହୋଇଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏଥିରେ ୩ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ବାଲେଶ୍ୱରରୁ ଆସୁଥିବା ଏକ ଟ୍ରକ୍ ୩ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ସେମାନଙ୍କର ଜୀବନ ଚାଲିଯାଇଛି।…
ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟ ବର୍ଷା, ୨୫ ପର୍ଯ୍ୟନ୍ତ ଜାରି ରହିବ ଏଭଳି ସ୍ଥିତି
ଭୁବନେଶ୍ୱର,୨୧।୧: ରାଜ୍ୟର କେତେକ ଅଞ୍ଚଳରେ ବୁଧବାରଠାରୁ ସାମାନ୍ୟ ବର୍ଷା ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି । ଶନିବାର ଏବଂ ରବିବାର ସକାଳୁ ସମ୍ବଲପୁର ସମେତ କିଛି…
ସାଧାରଣତନ୍ତ୍ର ଦିବସ ୨୦୨୪: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?
ଭୁବନେଶ୍ୱର,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲାର ସଦର ମହକୁମାରେ, ୨ଟି ସ୍ଥାନରେ ଆରଡିସି ଏବଂ ୯ଟି ଜିଲାରେ ସ୍ଥାନୀୟ ଜିଲାପାଳ…
ଚାଉଳ ମୂଲ୍ୟଠାରୁ ଯାତାୟାତ ଖର୍ଚ୍ଚ ଅଧିକ
ଭବାନୀପାଟଣା,୨୧।୧(ଉତ୍ତମ କୁମାର ଦାଶ)ସରକାର ଗରିବ ଲୋକଙ୍କ ପାଇଁ ସାଧାରଣବଣ୍ଟନ ବ୍ୟବସ୍ଥା (ପିଡ଼ିଏସ୍)ରେ ଚାଉଳ ଦେଉଛନ୍ତି। ହେଲେ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଚାଉଳର ମୂଲ୍ୟଠାରୁ ଯାତାୟତ ଖର୍ଚ୍ଚ ଅଧିକ ହେଉଛି। କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ଲୋକେ ଚାଉଳ ପାଇଁ ନାହିଁ…
ଧନୁଯାତ୍ରା: କିଛି କଥା, କିଛି ବ୍ୟଥା
ମଥୁରାରେ ମାତିଲେ ଚୋର ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ଦୀର୍ଘ ୧୧ଦିନ ଧରି ଚାଲିଥାଏ। ବିଶ୍ୱ ପ୍ରସିଦ୍ଧ କୁହାଯାଉଥିବା ଏହି ମହୋତ୍ସବରେ ଦର୍ଶକଙ୍କ ଭିଡ଼ ମଧ୍ୟ ପରିଲକ୍ଷିତ ହୋଇଥାଏ। ଏଥିପାଇଁ ମହୋତ୍ସବ ଚାଲିଥିବାବେଳେ ମଥୁରାନଗରୀରେ ବ୍ୟାପକ ପୋଲିସ ମୁତୟନ କରାଯାଏ।…
କୋମାରେ କୁକୁର ବନ୍ଧ୍ୟାକରଣ ଯୋଜନା
ରାଉରକେଲା,୨୧।୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ସହରରେ ବଢି ଚାଲିଛି ବୁଲା କୁକୁରଙ୍କ ସଂଖ୍ୟା। ସହର ରାସ୍ତାଘାଟରେ ଏଭଳି ମାଳ ମାଳ କୁକୁର ବୁଲୁଥିବା ଦେଖିବାକୁ ମିଳୁଛି। ସେହିପରି ନବଜାତ କୁକୁରଙ୍କ ମଧ୍ୟରୁ ଅନେକ ଦୁଇଚକିଆ ଚାରିଚକିଆ ଗାଡ଼ି ତଳେ ଜୀବନ ହାରୁଛନ୍ତି। ଫଳରେ…
ରାମ ନାମ ଲେଖି ଚର୍ଚ୍ଚାରେ ବ୍ରଜ କିଶୋରୀ
ଜୟପୁର,୨୧।୧(ପବନ ପାଣିଗ୍ରାହୀ)ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ପ୍ରତିଷ୍ଠା ନେଇ ସାରା ଦେଶ ଏବେ ଉତ୍ସବମୁଖର ହୋଇଉଠିଛି। ମନ୍ଦିର ପ୍ରତିଷ୍ଠା ପାଇଁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଦେଶର ବିଭିନ୍ନ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆଗ୍ରହ ଦେଖିବାକୁ ମିଳିଛି। କୋରାପୁଟ…
ସିଡ୍ୟୁଲ-୨ ବନ୍ୟପ୍ରାଣୀ ବେପାରକୁ ଗ୍ରୀନ୍ ସିଗ୍ନାଲ
ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ ପ୍ରଦାନ କରାଯିବା…
ପାଇକ ବିଦ୍ରୋହର ଅନ୍ତୁଡ଼ିଶାଳ ଖୋର୍ଦ୍ଧାଗଡ଼ ଜରାଜୀର୍ଣ୍ଣ
ଖୋର୍ଦ୍ଧା,୨୧ା୧(ପ୍ରଭାତ ପାଣିଗ୍ରାହୀ)ପାଇକ ବିଦ୍ରୋହର ଐତିହାସିକ ସଂଗ୍ରାମ, ଗାରିମାମୟ ଐତିହ୍ୟକୁ ନିଜ ବକ୍ଷରେ ଜାବୁଡ଼ି ଧରି ଦଣ୍ଡାୟମାନ ରହିଛି ଖୋର୍ଦ୍ଧାଗଡ଼। ଅତୀତର ସ୍ମୃତିକୁ ସାଉଁଟି ରଖିଥିବା ଏହି ଗଡ଼ ଏବେ ବିଲୁପ୍ତ ଓ ଭଗ୍ନ ଅବସ୍ଥାରେ ରହିଛି। ଯେଉଁଠାରୁ ଦିନେ ପାଇକ ବୀରମାନେ…
କ୍ରିପ୍ଟୋ ନାଁରେ ୧୫ କୋଟିର ଠକେଇ
ବଲାଙ୍ଗୀର, ୨୧ା୧ (ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀରରୁ ପରିଚାଳିତ ଏକ ନକଲି କ୍ରିପ୍ଟୋକରେନ୍ସି ର଼୍ୟାକେଟର ପର୍ଦ୍ଦାଫାଶ କରିଛି ସ୍ଥାନୀୟ ପୋଲିସ। ଏହି କ୍ରିପ୍ଟୋକରେନ୍ସି ଜରିଆରେ ପ୍ରାୟ ୧୫ କୋଟି ଟଙ୍କାର ଠକେଇ ବା ଲୁଟ୍ କରାଯାଇଛି। ର଼୍ୟାକେଟର ମୁଖ୍ୟ ଅଭିଯୁକ୍ତ ପ୍ରଶାନ୍ତ ମେହେରଙ୍କ…
୧୯ରୁ ଊର୍ଦ୍ଧ୍ୱ ଗାଁକୁ ରାସ୍ତା ନାହିଁ
କେନ୍ଦୁଝର,୨୧ା୧( ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲାରେ ୧୯ ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଉକ୍ତ ଗ୍ରାମକୁ ଯାତାୟାତ ସଂଯୋଗ ପାଇଁ ୬୧ କି.ମି ରାସ୍ତାର ଆବଶ୍ୟକତା ଥିବା ନେଇ ୨୦୨୦ ଜାନୁୟାରୀ ୨୪ ତାରିଖରେ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ…
Archives


