ରାଜ୍ୟ

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ ଥିବା ଓଡ଼ିଶା ବିଧାନସଭା ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରେ…

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍‌ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର…

ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର ବୁଥ୍‌ରେ ଡ୍ୟୁଟି କରୁଥିବା ସମୟରେ ପ୍ରିଜାଇଡିଂ ଅଫିସର ଜଣକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ…

ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଓଡ଼ିଶାରୁ ବିଜେଡିକୁ ହଟାଇବୁ: ସ୍ମୃତି ଇରାନୀ

କୁଜଙ୍ଗ,୨୫।୫: ଓଡ଼ିଶାରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ଶନିବାର ଓଡ଼ିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ଏଠାରେ ସେ ବିଜେଡି ଉପରେ ବର୍ଷିଛନ୍ତି। ଏବେ ଲୋକେ ମୋଦିଙ୍କ ଗ୍ୟାରେଣ୍ଟି ଚାହୁଁଛନ୍ତି। ଆମେଠିରୁ ରାହୁଲଙ୍କୁ ହଟାଇଛୁ, ଏଠାରେ…

ଆସୁଛି ବାତ୍ୟା ଓଡିଶାର ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା…

ବୁଗୁଡ଼ାରେ ଫୁଟିଲା ଗୁଳି: କାଜୁ ତୋଳିବା ବେଳେ ୨ଜଣଙ୍କୁ ଗୁଳିମାଡ଼

ବୁଗୁଡା ୨୫/୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଧିନ ପୋକସୁଙ୍ଗା ଗାଁରେ କାଜୁ ବଗିଚାରୁ କାଜୁ ତୋଳିବା ବେଳେ ଫୁଟିଛି ଗୁଳି। ଏହି ଗୁଳିମାଡ଼ରେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ରଘୁନାଥ ଜାନି ଓ ଅବକାସ ଜାନି।…

ଭୋଟର ତାଲିକାରେ ନାଁ ନାହିଁ, ବୁଥ୍‌ରେ ଶୋଇ ପ୍ରତିବାଦ କଲେ ରାମଚନ୍ଦ୍ର

ପୁରୀ, ୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ଭୋଟ ଗ୍ରହଣ କରାଯାଉଛି। ହେଲେ କିଛି ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଏବଂ ଭୋଟର ତାଲିକାରେ ନାଁ ନ ଥିବା ଭଳି ସ୍ଥିତି ଦେଖିବାକୁ ମିଳୁଛି। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ତିବ୍ର…

ଭୋଟ ଦେଉଛି ଓଡ଼ିଶା: ଅପରାହ୍ନ ୧ଟା ସୁଦ୍ଧା ୩୫.୬୯% ଭୋଟିଂ ରେକର୍ଡ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଲୋକ ସଭା ଏବଂ ବିଧାନସଭା ଲାଗି ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଶନିବାର ଅପରାହ୍ନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯% ମତଦାନ ହୋଇଛି। ଅନୁଗୋଳରେ ୩୬.୩୬% ଭୋଟିଂ ହୋଇଥିବାବେଳେ କଟକରେ ୩୩.୩୩ % ମତଦାନ ହୋଇଛି ।…

ଢେଙ୍କାନାଳରେ ଭୋଟ ଦେଲେ ତଥାଗତ

ଢେଙ୍କାନାଳ,୨୫।୫(ରତନ ନାୟାର): ତେଙ୍କାନାଳ ଜିଲାରେ ଶନିବାର ସମସ୍ତ ବୁଥରେ ଭୋଟ ଗ୍ରହଣ ହେଉଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଜିଲାରେ ୨୦. ୯୨ ପ୍ରତିଶତ ମତଦାନ ହୋଇଛି। କଙ୍କଡ଼ାହାଡ଼ ବ୍ଲକର ବାଘମୁଣ୍ଡା ଗ୍ରାମର ୬୫ ନମ୍ବର ବୁଥ ଅଂଚଳରେ ରାସ୍ତା ପାଇଁ ଭୋଟ…

ଭୋଟ ଦେଇ ନବୀନ କହିଲେ-ବିଜେଡି ବଡ଼ ବିଜୟ ହାସଲ କରି ସ୍ଥିର ସରକାର ଗଠନ କରିବ…

ଭୁବନେଶ୍ୱର,୨୫।୫(ବନ୍ଦନା ସେଠୀ): ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍‌ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ଆସି ମୁଖ୍ୟମନ୍ତ୍ରୀ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ଭୋଟ ଦେବା ପରେ ନବୀନ…

କେନ୍ଦ୍ରାପଡ଼ାରେ ବର୍ଷିଲେ ସ୍ମୃତି ଇରାନୀ, କହିଲେ ମୋଦି ସରକାର ଆସିଲେ …

କେନ୍ଦ୍ରାପଡ଼ା,୨୫।୫: କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ ବିଜେଡି ଉପରେ ବର୍ଷିଛନ୍ତି। କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି ତାମିଲ ଠିକାଦାର ଖାଇଗଲେ। ମୋଦି ଆବାସ, ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?