ରୋଗୀଙ୍କୁ ସାହାଯ୍ୟ କରିବା ପାଇଁ ଭୁବନେଶ୍ୱର ଏମ୍ସ ଆରମ୍ଭ କଲା ଡ୍ରୋନ୍ ସେବା
ଭୁବନେଶ୍ୱର,୨୫ା୧: ଭୁବନେଶ୍ୱରସ୍ଥିତ ଏମ୍ସ୍ ହସ୍ପିଟାଲରେ ଆଜିଠାରୁ ଡ୍ରୋନ୍ ସ୍ୱାସ୍ଥ୍ୟ ସେବା ଆରମ୍ଭ ହୋଇଛି। ଜରୁରୀସ୍ଥିତିରେ ଲୋକଙ୍କ ପାଖରେ ଔଷଧ, ଟେଷ୍ଟିଂ କିଟ୍ ଓ ଅନ୍ୟାନ୍ୟା ସ୍ୱାସ୍ଥ୍ୟ ଉପକରଣ ଡ୍ରୋନ୍ ପହଞ୍ଚାଇବ। ଏଥିପାଇଁ ଗତ ମଙ୍ଗଳବାର ଦିନ ସଫଳତାର ସହ ଟ୍ରାଏଲ୍ ରନ୍…
୨୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ ଜିଏସଟି ଅଧିକାରୀ, ଜାଲ ବିଛାଇ ରେଡ୍ ହ୍ୟାଣ୍ଡେଡ ଧରିଲା ସିବିଆଇ
ସୁନ୍ଦରଗଡ଼,୨୫ା୧: ଗୁରୁବାର ରାଉରକେଲାରେ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲା ବେଳେ ବରିଷ୍ଠ ବସ୍ତୁ ଓ ସେବା କର (ଜିଏସଟି) ଅଧିକାରୀଙ୍କୁ ରେଡ୍ ହ୍ୟାଣ୍ଡେଡ ଧରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ଅମର କାନ୍ତ କୁମାର ନାମକ ଅଧିକାରୀଙ୍କୁ ସିବିଆଇ ଗିରଫ କରିଥିବା…
ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ସ୍ବାମୀ
ଦାରିଙ୍ଗବାଡ଼ି,୨୫ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଏକ ଘଞ୍ଚ ଜଙ୍ଗଲରେ ଜଣେ ମହିଳାଙ୍କ କ୍ଷତବିକ୍ଷତ ମୃତଦେହକୁ ପୋଲିସ ଜବତ କରିଛି। ଏହା ଏକ ହତ୍ୟା ଘଟଣା ବୋଲି ଦାରିଙ୍ଗବାଡ଼ି ଆଇଆଇଆସି ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି। ହତ୍ୟାର ଶିକାର…
ଫେବୃଆରୀରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!
ନୂଆଦିଲ୍ଲୀ,୨୫।୧: ଆସନ୍ତା ମାସ ୩ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କର ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ଉଦଘାଟନ କରିବେ। ତେବେ ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା,…
‘୨୩ ବର୍ଷ ହେଲା ଲିଭ୍ ଇନ୍ରେ ଅଛନ୍ତି ବିଜେଡି ଓ ବିଜେପି’, ହାତଗଣ୍ଠି ପକାଇଲା କଂଗ୍ରେସ
ଭୁବନେଶ୍ୱର,୨୫।୧: ବିଜେଡି ଏବଂ ବିଜେପି ମଧ୍ୟରେ ଥିବା ସମ୍ପର୍କକୁ ନେଇ କଟାକ୍ଷ କଲା କଂଗ୍ରେସ। ଗୁରୁବାର ପ୍ରେସ ମିଟ୍ କରି କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି ‘ଦୁଇ ଦଳ ୨୩ ବର୍ଷ ହେଲା ଲିଭ୍ ଇନ୍ରେ ଅଛନ୍ତି। ଏବେ ଏହାକୁ…
ବେଆଇନ ସିମ୍ କାରବାରରେ ୪ ଗିରଫ
କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସାଇବର ପୋଲିସ ମୋବାଇଲ ସିମ୍ କାରବାର ଘଟଣାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ସମସ୍ତେ ଘସିପୁରା ଓ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେମାନେ ବିଭିନ୍ନ ଲୋକଙ୍କୁ…
ଏଥର ସାଧାରଣ ନିର୍ବାଚନରେ ନୂଆ ବ୍ୟବସ୍ଥା: ଯେଉଁଠି ଡ୍ୟୁଟି, ସେଇଠି ଭୋଟ୍
ଭୁବନେଶ୍ୱର,୨୫ା୧: ଏଥର ସାଧାରଣ ନିର୍ବାଚନରେ ଭୋଟ୍ ଦେବା ପାଇଁ ନୂଆ ବ୍ୟବସ୍ଥା କରାଯାଇଛି। ପୋଲିଂ କର୍ମଚାରୀ ଯେଉଁଠି ଡ୍ୟୁଟି କରିବେ, ସେଇଠି ଭୋଟ୍ ଦେଇପାରିବେ। ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସ୍ବତନ୍ତ୍ର ଭୋଟ୍ଗ୍ରହଣ କେନ୍ଦ୍ର କରାଯିବ। ୮୦ ବର୍ଷରୁ ଅଧିକ ବୟସ୍କ…
ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା, ମାର୍ଚ୍ଚ ୧୫ ଯାଏ ରେଜିଷ୍ଟ୍ରେଶନ
ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା(ଓଜେଇଇ) ପରୀକ୍ଷା ପାଇଁ ଘୋଷଣା ହୋଇଛି ତାରିଖ। ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଅନୁଯାୟୀ ୨୫ ଜାନୁଆରୀ ଠାରୁ ରେଜିଷ୍ଟ୍ରେଶନ ଆରମ୍ଭ ହୋଇ ମାର୍ଚ୍ଚ ୧୫ ଯାଏ ଚାଲିବ। ଚଳିତ…
୨୭୭ ସାହସିକତା ପଦକ, ଓଡ଼ିଶାରୁ ପାଇବେ ୧୫ ଜଣ
ଭୁବନେଶ୍ୱର,୨୫ା୧: ସାଧାରଣତନ୍ତ୍ର ଦିବସରେ ବିଭିନ୍ନ କ୍ଷେତ୍ରରେ ୨୭୭ ଜଣଙ୍କୁ ସାହସିକତା ପୁରସ୍କାର ପ୍ରଦାନ କରାଯିବ। ଏଥିମଧ୍ୟରେ ଓଡ଼ିଶାର ୧୫ ଜଣଙ୍କ ନାଁ ରହିଥିବା ଏମ୍ଏଚ୍ଏ ପକ୍ଷରୁ ସୂଚନା ଦିଆଯାଇଛି। ୨ ଜଣ ଏସ୍ଆଇ, ଜଣେ ହାବିଲଦାର, ୭ କମାଣ୍ଡୋ ସାହସିକତା ପୁରସ୍କାର…
କାଳ ହେଲା ଅଦିନିଆ ବର୍ଷା: ମଣ୍ଡିରୁ ଉଠୁନି ବରଗଡ଼ ଚାଷୀଙ୍କ ଧାନ, ବର୍ଷାରେ ଭିଜୁଛି
ମଥୁରାନଗରୀ,୨୫।୧(ପ୍ରେମାନନ୍ଦ ଖମାରୀ): ଅଦିନିଆ ବର୍ଷା ଯୋଗୁ ବରଗଡ଼ ଜିଲା ଚାଷୀଙ୍କ ଅମଳ ଧାନ ପ୍ରଭାବିତ ହୋଇଛି। ଜିଲାର ବିଭିନ୍ନ ମଣ୍ଡିର ଖୋଲା ଆକାଶତଳେ ରହିଥିବା ଧାନ କ୍ଷତିଗ୍ରସ୍ତ ହୋଇଛି। ଜିଲାର ଭଟଲି ବ୍ଲକ ଅନ୍ତର୍ଗତ ସୁଲସୁଲିଆ ଧାନ କ୍ରୟକେନ୍ଦ୍ରରେ ଚାଷୀଙ୍କୁ ଏଭଳି…
ମଧ୍ୟାହ୍ନଭୋଜନ ପରେ ହେଉଛି ବିଦ୍ୟାଳୟ ଛୁଟି
ସିନାପାଲି,୨୫।୧(ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଅନ୍ତର୍ଗତ ମଖାପଦର ପଞ୍ଚାୟତ ଚଉରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ପରେ ଛୁଟି କରାଯାଉଥିବା ଅଭିଯୋଗ ହେଉଛି। ସେହିପରି ଋତୁକାଳୀନ ଆବାସିକ ପ୍ରଯତ୍ନ କେନ୍ଦ୍ରର ଅନ୍ତେବାସୀଙ୍କୁ ଛାଡି ଶିକ୍ଷକମାନେ ଚାଲିଯାଉଥିବା…
ବିଜେଡି ଗଡ଼ରେ ପ୍ରାର୍ଥୀ ଖୋଜୁଛି ଭାଜପା
କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ସଂରକ୍ଷିତ (ଏସ୍ଟି) ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ରମାଗତ ଚତୁର୍ଥଥର ବିଜେଡି ଦଖଲ କରିବାକୁ ଉଦ୍ୟମ ଚଳାଉଛି। ଭାଜପା ଉକ୍ତ ସିଟ୍ ଫେରି ପାଇବା ପାଇଁ ଯୋଗ୍ୟ ପ୍ରାର୍ଥୀ ଖୋଜୁଥିବା ବେଳେ କଂଗ୍ରେସ ପୂର୍ବତନ…
Archives


