ରାଜ୍ୟ

ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍‌ରେ ନିଜର ମତ…

ଖରା, ଗୁଳୁଗୁଳି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ: ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର। ଏହି ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ…

ମତଦାନ କେନ୍ଦ୍ରରେ ଅଘଟଣ: ଭୋଟ ଦେବାକୁ ଆସିଥିବା ବୃଦ୍ଧାଙ୍କ ଚାଲିଗଲା ଜୀବନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଥିବା ବେଳେ ଭୋଟରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନୟାଗଡ ଜିଲା ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ପଥରପୁଞ୍ଜି ଗ୍ରାମର କୁମୁଦିନୀ ଦଳେଇ(୬୦)। ବୃଦ୍ଧା ଜଣଙ୍କ ସକାଳେ ଭୋଟ ଦେବାପାଇଁ ଭୋଟ କେନ୍ଦ୍ରକୁ…

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା

ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍‌ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍‌ ଭିତରକୁ ମୋବାଇଲ ନ ନେବାକୁ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ…

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ…

ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ଏହି ସବୁ ହେଭିଓ୍ବେଟ୍‌

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ବହୁ ହେଭିଓ୍ବେଟ୍‌ ନେତା। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଲମ୍ବା ଲାଇନ୍‌ରେ ଆସି ଭୋଟ ଦେଇଛନ୍ତି। ସେହିପରି କେନ୍ଦ୍ରାପଡ଼ା ଏମ୍‌ପି ପ୍ରାର୍ଥୀ ତଥା ଭାଜପା…

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ…

ଘୁମୁସର ବନଖଣ୍ଡରେ ୮୧ ହାତୀ

ଭଞ୍ଜନଗର/ଆସିକା,୨୪।୫(ବାବୁଲା ପ୍ରଧାନ/ ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମସର ଦକ୍ଷିଣ ବନଖଣ୍ଡରେ ଗତ ୨୨ ତାରିଖରୁ ଆରମ୍ଭ ହୋଇଥିବା ହାତୀ ଗଣନା ଶୁକ୍ରବାର ଶେଷ ହୋଇଛି। ଘୁମୁସର ଉତ୍ତର ବନଖଣ୍ଡରେ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା…

VIDEO: ଅଟୋରେ ଆସି ଭୋଟ ଦେଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ମତଦାନ। ଏହି ପରିପେକ୍ଷୀରେ ୫ଟି ସଚିବ ତଥା…

ଇଭିଏମ୍‌ ମେଶିନ ଅଚଳ, ଧାଡିରେ ଥିବା ଲୋକେ ନିରାଶ

ହାଟଡିହି,୨୫।୫(ଶୁଭକାନ୍ତ ନାୟକ): ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ତେବେ ଇଭିଏମ୍‌ ମେଶିନ ଅଚଳ…

ଧାଡିରେ ଛିଡା ହୋଇ ଭୋଟ ଦେଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଭୋଟର ନିଜ ମତ ସାବ୍ୟସ୍ତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ଭୋଟ ଦେଇଛନ୍ତି।…

ଭୁବନେଶ୍ୱରରେ ହେଭିୱେଟ୍‌ ନେତା, ଚାଲିଛି ହାଇଭୋଲଟେଜ୍‌ ଲଢେଇ

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ମତଦାନ। ତେବେ ବହୁ ହେଭିୱେଟ୍‌ ମଇଦାନରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?