ମତଦାନ ଆରମ୍ଭରୁ ଏକାଧିକ ବୁଥରେ ଇଭିଏମ୍ ତ୍ରୁଟି
ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ଭୋଟ । ଏନେଇ ପ୍ରତିଟି ବୁଥରେ ଆବଶ୍ୟକ ପ୍ରସ୍ତୁତି ହୋଇଥିଲେ ମଧ୍ୟ କେତେକ ବୁଥରେ ଇଭିଏମ୍ ମେଶିନରେ ତ୍ରୁଟି ପରିଲକ୍ଷିତ ହୋଇଛି । ଫଳରେ ସେହି ବୁଥମାନଙ୍କରେ ମତଦାନ ବିଳମ୍ବ ହୋଇଥିବା ସୂଚନା ମିଳିଛି।…
ଭୋଟ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୨୫।୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ। ୬ ଲୋକସଭା ଏବଂ ୪୨ ବିଧାନସଭା ଆସନ ପାଇଁ ଭୋଟର ନିଜ ମତ ସାବ୍ୟସ୍ତ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଏବଂ ୭ ବିଧାନସଭା ଆସନରେ ମଧ୍ୟ…
ବୁଥରେ ପ୍ରଥମ ଭୋଟ ଦେଲେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ
ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ବିଜେଡ଼ି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବୁଥରେ ପହଞ୍ଚି ପ୍ରଥମ ଭୋଟ ଦେଇଛନ୍ତି। ଅଭିମନ୍ୟୁ ନିଜ ଗାଁ ହାଟଡିହୀ ବ୍ଲକ ଇଂଚୋଳ ଗ୍ରାମର ୨୫୫ ନମ୍ବର ବୁଥ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନିଜ…
ରବିବାର ଅପରାହ୍ନ ୩ଟାରେ ଯୁକ୍ତ୨ ରେଜଲ୍ଟ
ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ପରିଷଦ କାର୍ଯ୍ୟାଳୟରେ ରବିବାର ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ଶୁକ୍ରବାର ପରୀକ୍ଷା ନିୟନ୍ତ୍ରକ ଅଶୋକ…
ସୋସିଆଲ ମିଡିଆ, ମୋବାଇଲରେ ଭୋଟ ଡିଲ୍
ଭୁବନେଶ୍ୱର,୨୫।୫(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୧୨ ଜିଲାରେ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିପାଇଁ ୨୩ ତାରିଖ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ବନ୍ଦ ରହିଛି। ତେଣୁ ଭୋଟରଙ୍କୁ ମତଦାନ ଯାଏ ନିଜ ସପକ୍ଷରେ ରଖିବା ଲାଗି…
ମାଟିର ଝିଅଙ୍କୁ ସମର୍ଥନ କରିଛି ବିଜେଡି: ନବୀନ
ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି)/ବାଲେଶ୍ୱର(ମାନସ ବିଶ୍ୱାଳ), ୨୫ା୫: ରାଷ୍ଟ୍ରପତି ନିର୍ବାଚନ ସମୟରେ ମୟୂରଭଞ୍ଜ ମାଟିର ଝିଅ ଦୌପଦୀ ମୁର୍ମୁଙ୍କୁ ବିଜୁ ଜନତା ଦଳ ସମର୍ଥନ କରିଥିଲା। ଭାଜପାର ବଡ଼ ବଡ଼ ନେତାମାନେ ଓଡ଼ିଶାକୁ ଆସି ମିଛ କଥା କହୁଛନ୍ତି ଓ କୁମ୍ଭୀର…
ଭାଜପା ବିରୋଧରେ ଲୋକଙ୍କୁ ବିଭ୍ରାନ୍ତ କରୁଛି ବିଜେଡି
ଭୁବନେଶ୍ୱର,୨୫।୫(ସୁନିତ୍ ମିଶ୍ର): ବିଗତ ଦିନରେ ଓଡ଼ିଶାର ଗଣତାନ୍ତ୍ରିକ ଆନ୍ଦୋଳନର ବିଜେଡି ମୁଖ୍ୟ ରାଜନୈତିକ ସଙ୍ଗଠନ ଥିଲା। ଏହାର ରାଜନୈତିକ ବ୍ୟାପାର କମିଟି, ରାଜ୍ୟ କାର୍ଯ୍ୟନିର୍ବାହୀ ଓ ପାର୍ଲାମେଣ୍ଟାରି ବୋର୍ଡ ହିଁ ଦଳର ପ୍ରାଥୀ କିଏ ହେବ ସ୍ଥିର କରେ। ବିଜେଡିର ପୁରୁଣା…
ଆଜି ଆସୁଛନ୍ତି ସ୍ମୃତି ଇରାନୀ
ଭୁବନେଶ୍ୱର, ୨୫।୫(ସୁନିତ୍ ମିଶ୍ର): ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମ ଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ା ଇରାନୀ ସକାଳ ୯ ଘଟିକାରେ ଦିଲ୍ଲୀରୁ ଆସି ଭୁବନେଶ୍ୱରଠାରେ…
ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ
ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର…
ବାତ୍ୟା ‘ରେମଲ’ ଆଣୁଛି ବର୍ଷା
ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସକାଳେ ଅବପାତରେ ପରିଣତ ହେବା ସହ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶ ଖେପୁପାରା ଉପକୂଳରୁ ୮୦୦ କି.ମି. ଦକ୍ଷିଣ ଓ…
ପାଖରେ ଭୋଟ୍ ପରିଚୟପତ୍ର ନାହିଁ କି? ତଥାପି ଦେଇପାରିବେ ଭୋଟ୍… ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା
ନୂଆଦିଲ୍ଲୀ,୨୪।୫: ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଭୋଟ ଦେଉଛନ୍ତି। ଓଡ଼ିଶା ବିଷୟରେ କହିଲେ…
କଟକ ଜିଲାର ୬ ନିର୍ବାଚନ ମଣ୍ଡଳୀରେ ମତଦାନ ପାଇଁ ବୁଥ୍ ପ୍ରସ୍ତୁତ: ଭୋଟରଙ୍କ ଆଗମନକୁ ଅପେକ୍ଷା
କଟକ,୨୪ା୫ (କାର୍ତ୍ତିକ ସାହୁ): ଏକକାଳୀନ ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟରେ କଟକ ଜିଲାର ୬ଟି ନିର୍ବାଚନ ମଣ୍ଡଳୀରେ ମେ ୨୫ ତାରିଖ ଶନିବାର ମତଦାନ ଅନୁଷ୍ଠିତ ହେବ। ଜିଲାର ବଡ଼ମ୍ବା, ବାଙ୍କି, ଆଠଗଡ଼, କଟକ ଚୌଦ୍ୱାର, କଟକ ବାରବାଟୀ ଓ କଟକ…

