ରାଜ୍ୟ

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଟ୍ରଫ ଲାଇନ…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର ୧ ଓ ୨ ନମ୍ବର ୱାର୍ଡରେ ରାସ୍ତା ଉଭୟ ପାର୍ଶ୍ୱରେ ଜବରଦଖଲ ଯୋଗୁ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାଜପୁର ଗ୍ରାମର ବାସିନ୍ଦା ୮୦ ବର୍ଷୀୟ ସାହେବ ସାହୁଙ୍କ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି ଭୋଜି ଭାତ କରିବା ଭିଡ଼ିଓ ବର୍ତ୍ତମାନ ଭାଇରାଲ ହେବାପରେ ଏହାକୁ ନେଇ ତୀବ୍ର…

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା, କେମିତି ଯିବେ ଜାଣନ୍ତୁ…

ପୁରୀ,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ମଙ୍ଗଳବାର ଦ୍ୱିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମନ୍ତ୍ରୀ ପୁରୀବାସୀଙ୍କ ପାଇଁ ଏକ ବଡ଼ ସୂଚନା ଦେଇଛନ୍ତି। ପୁରୀ ସହରବାସୀଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩ ଦିନିଆ ରିମାଣ୍ଡରେ ନେବା ଲାଗି କୋର୍ଟରେ ଆବେଦନ କରିଥିଲା। ହେଲେ କଟକ JMFC…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ରହିଥିବା ବେଳେ ଚାଷୀମାନଙ୍କ ଆବଶ୍ୟକତା ପୂରଣ…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା। ତାରିଖ ବଦଳିବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି। RI…

ଶିକ୍ଷକଙ୍କ ପାଇଁ ବଡ଼ ଖବର: ଏଣିକି TET ପାସ ବାଧ୍ୟତାମୂଳକ

ଭୁବନେଶ୍ୱର,୨୩।୬: TET ପାସ କରି ନ ଥିବା ଶିକ୍ଷକଙ୍କ ପାଇଁ ମଙ୍ଗଳବାର ବଡ଼ ଖବର ଆସିଛି। ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ TET ପାସ ବାଧ୍ୟତାମୂଳକ କରିଛନ୍ତି ସୁପ୍ରିମକୋର୍ଟ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି…

ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଚାଲିଛି ଚଢାଉ

ସମ୍ବଲପୁର,୨୩।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭେଲପମେଣ୍ଟ ଅଥରିଟି (ସିଏଡିଏ) ଡିଭିଜନର ନିର୍ବାହୀ ଯନ୍ତ୍ରୀ ଇଂ. ପଦ୍ମଲୋଚନ ନାୟକଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଜର ବୈଧ ବା କ୍ଷମତା…

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼ ଲୋକ ମଣ୍ଡପରୁ ଏକ ଅଟୋ ରାଲି ବାହାରିଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର ଓ ବରଗଡ଼ର ଅଳ୍ପ ଅଂଶ, ନବରଙ୍ଗପୁର ଓ ଝାରସୁଗୁଡ଼ାର କିଛି ଅଂଶ, କଳାହାଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?