ମାହାଙ୍ଗା ଡବଲ ମର୍ଡର ଘଟଣା: ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ଅବଧି
କଟକ,୧୭ା୧(କାର୍ତ୍ତିକ ସାହୁ): ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ୱସ୍ତି ମିଳିଛି। ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍ଏଫ୍ସି କୋର୍ଟର ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦାୟର ମାମଲାର ଶୁଣାଣିକୁ ଆସନ୍ତା ଫେବୃଆରୀ ୧ ପର୍ଯ୍ୟନ୍ତ ହାଇକୋର୍ଟ ଘୁଞ୍ଚାଇ ଦେଇଛନ୍ତି। ବିଚାରପତି…
ଓଡ଼ିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ପରୀକ୍ଷା: ସିବିଟିରେ ଅନିୟମିତତା ଅଭିଯୋଗ କଲେ ପରୀକ୍ଷାର୍ଥୀ
ଭୁବନେଶ୍ୱର,୧୭।୧: ଓଡ଼ିଶା କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ କମ୍ପ୍ୟୁଟର-ଆଧାରିତ ପରୀକ୍ଷା (ସିବିଟି) ର ମେରିଟ୍ ତାଲିକା ପ୍ରକାଶ ପାଇଛି। ତେବେ ଏହି ତାଲିକା ଉପରେ ସନ୍ଧେହ ପ୍ରକାଶ କରିଛନ୍ତି ବହୁ ପରୀକ୍ଷାର୍ଥୀ। ବୁଧବାର ଦିନ ବହୁ ଆଶାୟୀମାନେ ୨୦୨୩ ମସିହାରେ ଓଡ଼ିଶା…
କଂଗ୍ରେସକୁ ଫେରିଲେ ଗମାଙ୍ଗଙ୍କ ପରିବାର
ଭୁବନେଶ୍ୱର,୧୭ା୧: କଂଗ୍ରେସକୁ ଫେରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ପରିବାର। ଏଥିସହିତ ତାଙ୍କ ସ୍ତ୍ରୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ମଧ୍ୟ ଦଳକୁ ଫେରିଛନ୍ତି। ଦିଲ୍ଲୀରେ ଗିରିଧରଙ୍କ ପରିବାର ସଦସ୍ୟ କଂଗ୍ରେସ ହାତ ଧରିଛନ୍ତି। ଏହି ସମୟରେ ଅଜୟ…
ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
ପୁରୀ,୧୭।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଧବାର ଲୋକାର୍ପିତ ହୋଇଛି। ଶୁଭଲଗ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି । ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହୋଇଛି। ଲୋକାର୍ପଣ ଫଳକରେ ନଡ଼ିଆ…
ଲାଞ୍ଚ ମାମଲା: ଭିଜିଲାନ୍ସ କୋର୍ଟରେ ଡାକ୍ତର ଦଣ୍ଡିତ
କଟକ,୧୭।୧ (କାର୍ତ୍ତିକ ସାହୁ): ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ମେଡିକାଲ ଅଫିସର ଭାବେ କାର୍ଯ୍ୟରତ ଯାଜପୁର ଜିଲା ମଧୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡା. କରୁଣାକର ରାଉତ କଟକ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ଭିଜିଲାନ୍ସ ସ୍ପେଶାଲ ଜଜ୍…
୨୦ରୁ କନିଷ୍ଠ ଶିକ୍ଷକଙ୍କ ଡକ୍ୟୁମେଣ୍ଟ ଯାଞ୍ଚ
ଭୁବନେଶ୍ୱର, ୧୭।୧(ଅସମାପିକା ସାହୁ): କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ଲିଖିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ଡକ୍ୟୁମେଣ୍ଟ ଯାଞ୍ଚ ପ୍ରକ୍ରିୟା ଚଳିତମାସ ୨୦ ତାରିଖରୁ ହେବ। ଏହା ଜିଲାସ୍ତରରେ କ୍ୟାଟେଗୋରି-୧ ପାଇଁ ୨୦ ତାରିଖରେ ଏବଂ କ୍ୟାଟେଗୋରି-୨ ପାଇଁ ୨୧ତାରିଖରେ ଅନୁଷ୍ଠିତ ହେବ।…
ଘରେ ରହିବାକୁ ବାଧ୍ୟ କରିବାରୁ ପିଟି ମାରିଥିଲେ ବାନ୍ଧବୀ
ବାଳକାଟୀ,(ମନୋଜ ମଣ୍ଡଳ)/ ଭୁବନେଶ୍ୱର,୧୭।୧ (ସତ୍ୟଜିତ୍ ରାଉତ): ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ବାଳକାଟୀ ସାଗୁଆ ଗ୍ରାମର ହୋଟେଲ ବ୍ୟବସାୟୀ ବିଶ୍ୱଜିତ୍ ନାୟକ ହତ୍ୟା ଘଟଣାର ୫ଦିନ ପରେ ମଙ୍ଗଳବାର କମିଶନରେଟ୍ ପୋଲିସ ରହସ୍ୟ ଉନ୍ମୋଚନ କରିଛି। ହତ୍ୟାକରି ଫେରାର ଥିବା ବାନ୍ଧବୀ…
ଜଳବାୟୁ ପରିବର୍ତ୍ତନ: ପକ୍ଷୀ ଆଗମନ ପ୍ରଭାବିତ
ଭୁବନେଶ୍ୱର, ୧୭।୧(ଅସମାପିକା ସାହୁ): ଓଡ଼ିଶାରେ ଦେଖାଦେଉଥିବା ଅଧିକାଂଶ ପରିବ୍ରାଜକ ପକ୍ଷୀ ଏସିଆ ଓ ୟୁରୋପର ବିଭିନ୍ନ ଦେଶରୁ ଆସିଥାନ୍ତି। ଆଉ କିଛି ପକ୍ଷୀ ଅନ୍ୟ ମହାଦେଶରୁ ମଧ୍ୟ ଏଠାକୁ ଆସି ସାମୟିକ ରହଣି କରିଥାନ୍ତି। ନିଜ ଅଞ୍ଚଳରେ ଅସହ୍ୟ ଥଣ୍ଡାଜନିତ ପ୍ରତିକୂଳ…
ଆଜି ପରିକ୍ରମା ପ୍ରକଳ୍ପ ଲୋକାର୍ପଣ
ଭୁବନେଶ୍ୱର/ପୁରୀ,୧୭।୧(ଅନିଲ ଦାସ/ ଅଜିତ୍ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ବୁଧବାର ଅନୁଷ୍ଠିତ ହେବ। ଏଥିଲାଗି ଜଗନ୍ନାଥ ଧାମ ମନ୍ତ୍ରଧ୍ବନିରେ ମୁଖରିତ ହେଉଛି। ବଡ଼ଦାଣ୍ଡର ଚୁତଃପାର୍ଶ୍ୱ ସଜେଇ ହେଉଛି। ମହାଯଜ୍ଞ ଚାଲିଛି, ନାମସଂକୀର୍ତ୍ତନ ସହ ଭାବଭକ୍ତିରେ ସମଗ୍ର ପରିବେଶରେ ଭରିଯାଇଛି।…
ମାଞ୍ଜାସୁତାରେ ପୁଣି ଜଣକ ବେକ କଟିଲା
କଟକ,୧୬ା୧ (କାର୍ତ୍ତିକ ସାହୁ) ଗୁଡ଼ିରେ ବ୍ୟବହୃତ ମାଞ୍ଜାସୂତା ଲାଗି ପୁଣି ଜଣକ ବେକ କଟିଛି। ବାଦାମବାଡ଼ି ଅଞ୍ଚଳରେ ମଙ୍ଗଳବାର ଅପରାହ୍ଣରେ ଘଟିଛି ଏଭଳି ଅଘଟଣ। ଆହତ ବ୍ୟକ୍ତି ଜଣକ ହେଲେ ୪୨ ମୌଜା ନହରପଦା ଗ୍ରାମର ଶିବ ପ୍ରସାଦ ପଣ୍ଡା(୪୮)। ସୂଚନାନୁସାରେ,…
ଝରକା ତାଡି ବିଚାରପତିଙ୍କ ଘରୁ ଟଙ୍କା, ୩ଭରି ସୁନା ଲୁଟିନେଲେ ଦୁବୃର୍ତ୍ତ
କେନ୍ଦୁଝର,୧୬ା୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ କଲେଜରୋଡରେ ରହଥିବା ଜଣେ ଅବସରପ୍ରାପ୍ତ ଜଜ ରାଜ କୁମାର ସାହୁଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି । ଘରେ କେହି ନ ଥିବାବେଳେ ଦୁବୃର୍ତ୍ତମାନେ ଝରକା ତାଡି…
କେନ୍ଦ୍ରାପଡାରେ ମଦ ବିକ୍ରି ବନ୍ଦ
କେନ୍ଦ୍ରାପଡା,୧୬।୧: ଜାନୁଆରୀ ୧୭ ଓ ୨୨ରେ ଜିଲାରେ ମଦ ବିକ୍ରି ବନ୍ଦ। ବିକ୍ରି ସହ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ରାପଡା ଜିଲାପାଳ ଅମ୍ରିତ ଋତୁରାଜ । ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା…
Archives


