ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମା’: ଆସିଲା ବ୍ୟବଚ୍ଛେଦ ରିପୋର୍ଟ
ବ୍ରହ୍ମପୁର,୧୬ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ହଳଦିଆପଦରସ୍ଥିତ ଏକ ହୋଟେଲରେ ଗତ ଶୁକ୍ରବାର ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ତାଙ୍କ ମା’ ଅଭିଯୋଗ କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦର ପ୍ରାଥମିକ ରିପୋର୍ଟରେ…
ଦୁଇ ସପ୍ତାହରେ ଗିରଫ ହେଲେଣି ୫ ସରକାରୀ ବାବୁ
ଭୁବନେଶ୍ୱର,୧୬।୧(ସତ୍ୟଜିତ୍ ରାଉତ):ଦୁର୍ନୀତିଗ୍ରସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଭିଜିଲାନ୍ସ ଜାଲରେ ଧରାପଡୁଛନ୍ତି। ଚଳିତ ବର୍ଷ ଆରମ୍ଭରୁ ଏଭଳି ବାବୁଙ୍କ ଉପରେ ଭିଜିଲାନ୍ସ କଡ଼ା ନଜର ରଖିଛି। ଜାନୁଆରୀ ମାସର ୨ ସପ୍ତାହରେ ୫ ଅଧିକାରୀଙ୍କୁ ଗିରଫକରି କଡ଼ା ଚେତାବନୀ ଦେଇଛି। ଗିରଫ…
କମୁନି ଅଳିଆ, ବଢ଼ିଚାଲିଛି ଟିଟିଏସ୍ ଆକାର
ଭୁବନେଶ୍ୱର, ୧୬।୧ (ବନ୍ଦନା ସେଠୀ):କାହିଁକି ଆଉ ସେ ଫଟୋ ଉଠାଉଛ। ଯେତେ ଫଟୋ ଉଠାଇଲେ, କି ଲୋକଙ୍କ ଅଭିଯୋଗ ଶୁଣିଲେ କିଛି ତ ଫଳ ମିଳୁନି। ଯୋଉ ଗନ୍ଧକୁ ସେଇ ଗନ୍ଧ ହଉଛିି। ବରଂ ଦିନରାତି ମେଶିନ୍ ଲଗାଇ ଅଳିଆ ଘାଣ୍ଟୁଥିବାରୁ…
କନିଷ୍ଠ ଶିକ୍ଷକ ପରୀକ୍ଷାଫଳ ପ୍ରକାଶ: ମାସ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): କନିଷ୍ଠ ଶିକ୍ଷକ(ସ୍କିମାଟିକ୍) ଲିଖିତ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଓଡ଼ିଶା ପ୍ରାଥମିକ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍ସାଇଟ୍ରେ ପରୀକ୍ଷାଫଳ ଉପଲବ୍ଧ ହୋଇଛି। ଫଳ ତାଲିକାରେ କଳା, ବିଜ୍ଞାନ, ତେଲୁଗୁ, ଉର୍ଦ୍ଦୁ ଓ ବଙ୍ଗଳା ଶିକ୍ଷକ ପାଇଁ ମୋଟ…
କ୍ଲବ୍ରେ ଯୁବତୀଙ୍କୁ ଦୁର୍ବ୍ୟବହାର, ଜଣେ ଗିରଫ
ଭୁବନେଶ୍ୱର,୧୫।୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର ପଟିଆ ଅଞ୍ଚଳରେ ଥିବା ଏକ କ୍ଲବରେ ଖାଉଥିବାବେଳେ ଯୁବତୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ଖରାପ ଭାଷାରେ ଗାଳିଗୁଲଜ କରି ମାରିଦେବାର ଧମକ ଦେଇଥିଲେ। ଏ ନେଇ ଅଭିଯୋଗ ହେବା ପରେ…
ଧନୁଯାତ୍ରା ପାଇଁ ବଢିଲା ସୁରକ୍ଷା ବ୍ୟବସ୍ଥା
ମଥୁରାନଗରୀ,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହୋଇଛି। ୧୧ଦିନ ବ୍ୟାପୀ ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଧନୁଯାତ୍ରାରେ ଦର୍ଶକଙ୍କ ଭିଡ଼କୁ ଆଖି ଆଗରେ ମଥୁରାନଗରୀ (ବରଗଡ଼ ସହର) ଏବଂ ଗୋପପୁର…
୧୨ ଘଣ୍ଟିଆ ପଦ୍ମପୁର ବନ୍ଦ ଡାକରା
ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ ): ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକତ୍ୱରେ ମଙ୍ଗଳବାର ପଦ୍ମପୁର ବନ୍ଦ ଡାକରାକୁ ସଫଳ କରିବା ପାଇଁ ସ୍ଥାନୀୟ ଟାଉନ ହଲ୍ଠାରେ ଏକ ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକ…
ଧନୁଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରଠାରୁ ଆରମ୍ଭ ହେଉଛି। ଧନୁଯାତ୍ରା ମହୋତ୍ସବକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି, ବିଶ୍ୱ ପ୍ରସିଦ୍ଧ ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ଅନୁଷ୍ଠିତ…
ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୧: ଆଜି ସାରା ରାଜ୍ୟରେ ପାଳନ ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ…
ଖୁବ୍ ଶୀଘ୍ର ଭିତରକନିକା ଜାତୀୟ ଉଦ୍ୟାନକୁ ହେବ ରେଳ ସଂଯୋଗ
ଭୁବନେଶ୍ୱର,୧୫।୧: ଓଡ଼ିଶାର ଜୈବ ବିବିଧତା ହଟସ୍ପଟ୍ ଏବଂ ଏକ ପ୍ରମୁଖ ପର୍ଯ୍ୟଟନ ସ୍ଥଳ, ଭିତରକନିକା ଜାତୀୟ ଉଦ୍ୟାନ ଖୁବ୍ ଶୀଘ୍ର ରେଳ ଦ୍ୱାରା ସଂଯୋଗ ହେବ। ପ୍ରସ୍ତାବିତ ଯାଜପୁର ରୋଡ୍-ଧାମରା ରେଳ ଲାଇନ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟଟନ ସ୍ଥଳ – ଭଦ୍ରକର…
ବୃଦ୍ଧି ପାଇଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଛାତ୍ରବୃତ୍ତି ଯୋଜନା ଆବେଦନ ଅବଧି
ଭୁବନେଶ୍ୱର,୧୫।୧: ରାଜ୍ୟରେ ଉଚ୍ଚଶିକ୍ଷା କରୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଛାତ୍ରବୃତ୍ତି ଯୋଜନା ଆବେଦନ ଅବଧି ବୃଦ୍ଧି ପାଇଛି । ଏହି ଆବେଦନ ପ୍ରକ୍ରିୟା ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…
ଆଜି ସେନା ଦିବସ: କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫ା୧: ଜାନୁଆରୀ ୧୫ ତାରିଖ ଅର୍ଥାତ୍ ଆଜି ସେନା ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସେନା କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। Salute to the bravery and selfless sacrifices of the Army personnel, veterans…
Archives


