ରାଜ୍ୟ

କଲ୍ କରି ଭୋଟ୍ ମାଗୁଛନ୍ତି ନେତା, ଚିନ୍ତାରେ ଜନତା

ଭୁବନେଶ୍ୱର, ୨୩।୫: ଭୋଟ ପାଇଁ ନେତାମାନେ ବିଭିନ୍ନ ଉପାୟରେ ପ୍ରଚାର କରୁଥିଲା ବେଳେ ଚଳିତ ନିର୍ବାଚନର ଡିଜିଟାଲ ପ୍ରଚାର ବହୁଳ ବ୍ୟବହୃତ ହେଉଛି। ଏହାଛଡ଼ା ନେତାମାନେ ପାରମ୍ପରିକ ଉପାୟରେ ଘର ଘର ବୁଲି ମଧ୍ୟ ପ୍ରଚାର କରୁଛନ୍ତି। ତେବେ ଯାହା ସବୁଠୁ…

୨୪ରେ ଅବପାତର ରୂପ ନେବ ଲଘୁଚାପ: ଜାଣନ୍ତୁ କ’ଣ ରହିବ ଓଡ଼ିଶା ଉପରେ ପ୍ରଭାବ

ଭୁବନେଶ୍ୱର,୨୩।୫(ଅସମାପିକା ସାହୁ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ବୁଧବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କି.ମି. ଯାଏ…

କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ…

ମହାପ୍ରଭୁଙ୍କୁ ନେଇ ରାଜନୀତି ଠିକ୍‌ ନୁହେଁ: ସଞ୍ଜୟ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ସମଗ୍ର ଓଡ଼ିଆ ଜାତିର ସବୁଠାରୁ ବଡ଼ ପରିଚୟ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ଭାଜପା ନେତାମାନେ ଯେଉଁ ରାଜନୀତି କରୁଛନ୍ତି ଏହା ଆଦୌ ଠିକ ନୁହେଁ ବୋଲି ବିଜେଡି ନେତା ସଞ୍ଜୟ କୁମାର ଦାଶବର୍ମା କହିଛନ୍ତି। ସଞ୍ଜୟ ଗଣମାଧ୍ୟମକୁ…

‘ମୋଦିଙ୍କ ପାଇଁ କୋଣାର୍କ ପ୍ରସିଦ୍ଧ’ ମନ୍ତବ୍ୟ ଓଡ଼ିଶାବାସୀଙ୍କୁ ବ୍ୟଥିତ କରିଛି

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ପୁରୀ ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ସମ୍ବିତ୍‌ ପାତ୍ରଙ୍କ ବୟାନ ‘ମୋଦିଙ୍କ ଭକ୍ତ ଜଗନ୍ନାଥ’ ସନାତନ ଧର୍ମର ପ୍ରତିଟି ବ୍ୟକ୍ତିଙ୍କୁ ଆଘାତ ଓ ବ୍ୟଥିତ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ‘ମୋଦିଙ୍କ ପାଇଁ କୋଣାର୍କ…

‘ଭାଜପା ପ୍ରାର୍ଥୀ ନିର୍ବାଚନରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି’

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନର ଅଭିଯୋଗ କରାଯାଇଛି। ଏନେଇ ବିଜେଡି ପ୍ରତିନିଧି ଦଳ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ନିକଟରେ…

ମୁଖ୍ୟମନ୍ତ୍ରୀ କହିଲେ ଭଲକଥା, ସେମାନେ ବି ବ୍ୟବହାର କରନ୍ତୁ

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ବିଭିନ୍ନ ସମୟରେ ଭାଜପା ପ୍ରଶ୍ନ ଉଠାଉଛି। ଭିଡିଓରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରାଯାଉଥିବା ଭାଜପା ନେତାମାନେ କିଛିଦିନ ହେବ ଅଭିଯୋଗ ମଧ୍ୟ କରୁଛନ୍ତି। ଭାଜପାର ଏଭଳି ଅଭିଯୋଗକୁ ନବୀନ…

ଆସନ୍ତାକାଲିଠାରୁ କଟକରେ ୧୪୪ ଧାରା ଜାରି

କଟକ,୨୨ା୫(କାର୍ତ୍ତିକ ସାହୁ): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମେ’ ୨୫ରେ ହେବାକୁ ଥିବା ମତଦାନ ପାଇଁ କଟକ ଜିଲାର ୬ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪୪ ଧାରା ଜାରି କରିଛନ୍ତି। ଏହି ୧୪୪ ଧାରା ୨୩ ତାରିଖ ସନ୍ଧ୍ୟା ୫ଟାରୁ ଲାଗୁ ହୋଇ…

୧୨ ମାଓବାଦୀ ଗିରଫ

ମାଲକାନଗିରି,୨୨ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲାରେ ଡିଆର୍‌ଜି ବାହିନୀ ଓ ୨୦୪, ୨୦୬, ୨୦୮ କୋବ୍ରା ବାହିନୀ ମିଳିତ ଭାବେ ଦୁଲେଡ, ବେଝେତୋଙ୍ଗ, ରାସାପଲ୍ଲୀ, ପିନାରନ୍ଦା, ଇରାପଲୀ, ମେଟାମୁଡେମ ଓ ଆଖପାଖ ଅଞ୍ଚଳରେ ସର୍ଚ୍ଚ ଅପରେଶନକରି ୧୦ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି।…

ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ ଆକ୍ଷେପ…

ସିମିଳିପାଳ ଜଙ୍ଗଲରେ ସଜାଗ AI କ୍ୟାମେରା, କ୍ଷଣକେ ଧରାପଡୁଛନ୍ତି ଅନୁପ୍ରବେଶକାରୀ

ସିମିଳିପାଳ,୨୨ା୫: ସରକାରଙ୍କ ଦ୍ୱାରା ସିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଅନୁପ୍ରବେଶକାରୀ। ଖବର ଅନୁଯାୟୀ, ଭାରତୀୟ ବନ ସେବା ଅଧିକାରୀ ସୁସାନ୍ତ ନନ୍ଦ ତାଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ ସେୟାର କରି ଫଟୋରେ ଉଲ୍ଲେଖ…

ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍‌ ଦିଅନ୍ତୁ: ଅରୁଣ ଗୋଭିଲ

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?