ରାଜ୍ୟ

ସେଓ ଚାଷ ଦେଲା ନୂଆ ଆଶା

ରାଜକନିକା,୧୫ା୧(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ପାରିନୂଆପଡ଼ା-ହାବଳଗଣ୍ଡ ପଞ୍ଚାୟତ ହାବଳଗଣ୍ଡପାଟଣା ଗାଁର ଚାଷୀ ବଳରାମ ଦାଶ(୭୫) ଶ୍ରଦ୍ଧାରେ ସମସ୍ତେ ଝରିଆ ନନା ବୋଲି ଡାକିଥାନ୍ତି। ସେ ବିଦେଶ ଫଳ ସେଓକୁ ଗାଁ ମାଟିରେ ଫଳାଇ ପାରିଛନ୍ତି, ଯାହାକି ଚାଷୀଙ୍କ…

ଭାଜପା ଆଶାୟୀଙ୍କ ମଧ୍ୟରେ ଲଢ଼େଇ

ଯାଜପୁର/କାଏମା(ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି),୧୫ା୧ : ଯାଜପୁର ଜିଲା ଧର୍ମଶାଳା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୦ ମସିହାରୁ ବିଜେଡି ପ୍ରାର୍ଥୀ ବିଜୟୀ ହୋଇ ଆସୁଛନ୍ତି। ଏବେ ବିଜେଡିରୁ ପ୍ରଣବ କୁମାର ବଳବନ୍ତରାୟ ବିଧାୟକ ଅଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ଏଠାରୁ ଅଦ୍ୟାବଧି ଖାତା ଖୋଲିପାରି…

ଆଜିଠୁ ବରଗଡ଼ରେ କଂସ ମହାରାଜଙ୍କ ରାଜୁତି

ବରଗଡ଼,୧୫।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ…

୧୪୪ ଧାରା ସତ୍ତ୍ୱେ ସାମପୁରରେ ଚାଲିଛି ନିର୍ମାଣ

ଭୁବନେଶ୍ୱର, ୧୫।୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଥିବା ସରକାରୀ ଜମିକୁ ଜମି ମାଫିଆ କବ୍‌ଜା କରି ନେଉଛନ୍ତି। ନିଜର ମାଲିକାନା ସ୍ବତ୍ୱ ଦେଖାଇ ଅନ୍ୟକୁ ବିକ୍ରି ମଧ୍ୟ କରି ଦେଉଛନ୍ତି। ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ନାକ…

ପୁରୀ ରେଳଷ୍ଟେଶନରେ ଶ୍ରୀମନ୍ଦିର ସ୍ଥାପତ୍ୟ ପ୍ରତିଫଳିତ ହେବ

ପୁରୀ,୧୫।୧(ପି.ଟି.): ପୁରୀର ପୁନଃବିକଶିତ ରେଳଷ୍ଟେଶନରେ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିରର ପାରମ୍ପରିକ ସ୍ଥାପତ୍ୟ ବିଶେଷତ୍ୱ ପ୍ରତିଫଳିତ ହେବା ସାଙ୍ଗକୁ ଯାତ୍ରୀମାନଙ୍କ ଲାଗି ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ। ରେଳଷ୍ଟେଶନ ବିକାଶ କାର୍ଯ୍ୟ ହାତକୁ ନେଇଥିବା ରଥ ଆର୍କିଟେକ୍ଟୋନିକ୍‌ ପକ୍ଷରୁ ଏହା କୁହାଯାଇଛି।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଆଜିଠୁ ଯଜ୍ଞ

ପୁରୀ,୧୫ା୧(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ନେଇ ଏବେ ଶ୍ରୀକ୍ଷେତ୍ର ଉତ୍ସବମୁଖର। ଆସନ୍ତା ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପଣ କରିବେ। ଏଥିଲାଗି ଶ୍ରୀମନ୍ଦିର ଉତ୍ତର-ପୂର୍ବ ଐଶାନ୍ୟ କୋଣରେ ବେଶ୍‌ ନିଷ୍ଠାର…

୧୦ଡିଗ୍ରୀ ତଳେ ୧୦ସ୍ଥାନ

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ରାଜ୍ୟରେ ଏବେ କୁହୁଡ଼ି କମିଯାଇଥିବାବେଳେ ଥଣ୍ଡା ଅନୁଭୂତ ହେଉଛି। ରବିବାର ୧୦ଟି ସ୍ଥାନରେ ୧୦ଡିଗ୍ରୀ ତଳେ ପାରଦ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର କିରେଇରେ ସର୍ବନିମ୍ନ ୭.୩ ଡିଗ୍ରୀ ତାପମାତ୍ରା ଥିବାବେଳେ ଜି…

ମାର୍ଚ୍ଚ ୧୫ରୁ ପ୍ରଥମରୁ ଅଷ୍ଟମ ବାର୍ଷିକ ପରୀକ୍ଷା

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ ଆସେସ୍‌ମେଣ୍ଟ-୨ ମାର୍ଚ୍ଚ ୧୫ରୁ ୨୦ତାରିଖ ମଧ୍ୟରେ ହୋଇପାରେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)। ଏହି ସମୟରେ ପରୀକ୍ଷା କରିବା ପାଇଁ…

ଶିଶୁର କଟାମୁଣ୍ଡକୁ ଖାଇଗଲା କୁକୁର

ଯାଜପୁର/ଯାଜପୁର ରୋଡ୍‌ (ହର୍ଷବର୍ଦ୍ଧନ ବେହେରା/ପବିତ୍ର ରଞ୍ଜନ ମହାନ୍ତି), ୧୪ା୧ ଯାଜପୁର ଜିଲାରେ ଏକ ଲୋମହର୍ଷଣକାରୀ ଘଟଣା ସାମ୍ନାକୁ ଆସିଛି। ଯାଜପୁର ରୋଡ ଥାନା ରସୁଲପୁର ବ୍ଲକ ଲକ୍ଷ୍ମୀନଗର ପଞ୍ଚାୟତ ରାଧାନଗର ଗ୍ରାମରୁ ଏକ ଶିଶୁର କଟାମୁଣ୍ଡ ଦେଖିବାକୁ ମିଳିଛି। ପୋଲିସ ଘଟଣାସ୍ଥଳକୁ…

ସରକାରୀ ବସ୍‌-କାର୍‌ ମୁହାଁମୁହିଁ ଧକ୍କା: ୧୦ରୁ ଊର୍ଦ୍ଧ୍ୱ ଗୁରୁତର

ନୂଆପଡ଼ା,୧୪।୧(ମକାରୁ ବେମାଲ): ୩୫୩ ନମ୍ବର ଜାତୀୟ ରାଜପଥ ନୂଆପଡା ଜିଲା କୋମନା ଥାନା ତରବୋଡ ସମ୍ଭବ ମାନିଗୁଡା ଛକ ନିକଟରେ ରବିବାର ଏକ ବସ୍‌-କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଏଥିରେ ଗୁରୁତର…

ଭତ୍ତା ଟଙ୍କା ନ ଦେବାରୁ ମା’ଙ୍କୁ ଠେଙ୍ଗାରେ ପିଟିଲେ ପୁଅ

ଆସିକା, ୧୪ା୧(ସୁରେନ୍ଦ୍ର ନାଥ ସାହୁ): ଭତ୍ତା ଟଙ୍କା ନ ଦେବାରୁ ମା’ଙ୍କୁ ମାଡ଼ ମାରି ଗୁରୁତର କରିଛନ୍ତି ପୁଅ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଆସିକା ଥାନା କୋଟନଡ଼ା ଥାନା ଅନ୍ତର୍ଗତ ପଢ଼ାଳ ଗ୍ରାମରେ। ଆହତ ବୃଦ୍ଧା…

କାଲିଠୁ ଆରମ୍ଭ ଧନୁଯାତ୍ରା: ଚାଲିବ କଂସ ମହାରାଜାଙ୍କ ଶାସନ

ବରଗଡ଼,୧୪।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାରରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ଧରି ଏହି ମହୋତ୍ସବ ହେବ ଏବଂ ଏହି ସମୟ ଅବଧିରେ ବରଗଡ଼ରେ କଂସ ରାଜୁତି ଚାଲିବ। ବରଗଡ଼ ସହର ମଥୁରାନଗରୀ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri