ରାମ ମନ୍ଦିର ଛକରେ ଭଜପା ଯୁବମୋର୍ଚ୍ଚାର ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ
ଭୁବନେଶ୍ୱର,୧୪।୧: କର୍ପୋରେଟର ଜୀବନ ରାଉତଙ୍କୁ ଗିରଫ ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ରାସ୍ତାରୋକ କରିଛି ଭଜପା ଯୁବମୋର୍ଚ୍ଚା। ରାସ୍ତାରୋକ ସହ ଭଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଜଧାନୀର ଏକ ପ୍ରମୁଖ ସ୍ଥାନରେ ରାସ୍ତାରୋକ ଫଳରେ…
ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ପୂର୍ବରୁ ବିଭିନ୍ନ ମନ୍ଦିରରେ ସ୍ୱଚ୍ଛତା ଅଭିଯାନରେ ସାମିଲ ହେଲେ ଭାଜପା ନେତା
ନୂଆଦିଲ୍ଲୀ,୧୪।୧: ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ଆଗମନକୁ ସ୍ୱାଗତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଆଜିଠାରୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଦେଶର ସବୁ ମନ୍ଦିର ଓ ତୀର୍ଥ କ୍ଷେତ୍ରକୁ ସ୍ୱଚ୍ଛ ରଖିବା ଅଭିଯାନ ଆରମ୍ଭ ହୋଇଛି।…
ଦୁଇ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର, ମାମଲା ରୁଜୁ ପାଇଁ ନିର୍ଦ୍ଦେଶ
କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୨ ଶିକ୍ଷକଙ୍କୁ ଚାକିିରିରୁ ବହିଷ୍କାର ଓ ମାମଲା ରୁଜୁ କରିବାକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପତ୍ରସଂଖ୍ୟା ୨୮୮୭ ତା-୩୦ା୧୨ା୨୦୨୩ ଚିଠି ହେବା ପରେ ନକଲି ଶିକ୍ଷକମାନେ ଭୟଭୀତ ଥିବା…
ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ
ଭୁବନେଶ୍ୱର,୧୪ା୧: ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଦାବି ପୂରଣ ନେଇ ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ ପ୍ରତିଶ୍ରୁତି ମିଳିଥିଲେ ହେଁ ଏପର୍ଯ୍ୟନ୍ତ ଦାବି ପୂରଣ ହୋଇନାହିଁ। ଜାନୁଆରୀ ୨୭…
ପଡ଼ିଆରେ ଚାଲିଗଲା ଯୁବ କ୍ରିକେଟ ଖେଳାଳିଙ୍କ ଜୀବନ
ବାରିପଦା,୧୪ା୧(ନୀଳାଦ୍ରି): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ମାଣତ୍ରୀ ମିନି ଷ୍ଟାଡିୟମ୍ରେ କ୍ରିକେଟ ଖେଳୁ ଥିବା ଜଣେ ଖେଳାଳିଙ୍କ ଅବିଶ୍ବସନୀୟ ମୃତ୍ୟୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ମୃତ ଖେଳାଳି ଜଣକ ହେଲେ ମାଣତ୍ରୀର ବୈଦନାଥ କରଙ୍କ ଏକ…
ନିଜକୁ ଭିଜିଲାନ୍ସ ଏସ୍ପି କହି ଠକୁଥିଲେ କେମେଷ୍ଟ୍ରି ଅଧ୍ୟାପକ
ଭୁବନେଶ୍ୱର,୧୪।୦୧: ନିଜକୁ ଭିଜିଲାନ୍ସ ଏସ୍ପି ପରିଚୟ ଦେଇ ଲୋକଙ୍କୁ ଠକୁଥିଲେ କେମେଷ୍ଟ୍ରି ଅଧ୍ୟାପକ। ତାଙ୍କ ନିକଟରୁ ୧.୫ ଲକ୍ଷ ଟଙ୍କା, ୬ଟି ଏଟିଏମ କାର୍ଡ ଏବଂ ଗୋଟିଏ ମୋବାଇଲ ସାଇବାର ଥାନା ପୋଲିସ ଜବତ କରିଛି ।
ହକି ଷ୍ଟାଡିୟମ ପଛପଟେ ଡମ୍ପିଂ ୟାର୍ଡ
ରାଉରକେଲା,୧୪।୧(ଦିନେଶ ମିଶ୍ର)ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପଛପଟେ ରହିଛି ସହରର ପ୍ରମୁଖ ଡମ୍ପିଂୟାର୍ଡ। ଏହି ଡମ୍ପିଂ ୟାର୍ଡ ଯୋଗୁ ସ୍ଥାନୀୟ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଆରଏମ୍ସି କର୍ତ୍ତୃପକ୍ଷଙ୍କ ନିକଟରେ ସ୍ଥାନୀୟ ଲୋକେ…
ହୀରାକୁଦ ବନ୍ଧକୁ ପୂରିଲା ୬୭ବର୍ଷ
ସମ୍ବଲପୁର,୧୪ା୧ (ଭବାନୀ ଶଙ୍କର ଭୋଇ):୧୯୫୭ ମସିହା ଠିକ୍ ଆଜିର ଦିନରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ସ୍ବାଧୀନ ଭାରତର ସର୍ବବୃହତ୍ ପ୍ରକଳ୍ପ ଭାବରେ ହୀରାକୁଦ ବନ୍ଧ ଉଦ୍ଘାଟିତ ହୋଇଥିଲା। ଜଳ ସେଚନ, ବିଦ୍ୟୁତ୍ ଉତ୍ପାଦନ ସହ ବନ୍ୟା ନିୟନ୍ତ୍ରଣ ଲକ୍ଷ୍ୟ…
ଅଡୁଆ କଲାଣି ମାଞ୍ଜାସୂତା
କଟକ,୧୪ା୧(କାର୍ତ୍ତିକ ସାହୁ)ଓଡ଼ିଆ ସଂସ୍କୃତିର ମହାନ୍ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା। ଗୁଡ଼ି…
ଦଶପଲ୍ଲା ରେଞ୍ଜରେ ବଢୁଛି ବାଘ ଶିକାର
ନୟାଗଡ଼,୧୪।୧(ଲୋକନାଥ ମିଶ୍ର)ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜରେ କଲରାପତରିଆ ବାଘ ଶିକାର ବଢ଼ିବାରେ ଲାଗିଛି । ଦଶପଲ୍ଲା ବନବିଭାଗ ପକ୍ଷରୁ କଲରାପତରିଆ ବାଘକୁ ସୁରକ୍ଷା ଦିଆଯାଇ ପାରୁ ନ ଥିବାରୁ ଧିରେ ଧିରେ ଏମାନଙ୍କ ସଂଖ୍ୟା ହ୍ରାସ ପାଉଛି। ଅନ୍ୟପକ୍ଷେ ଦଶପଲ୍ଲା ରେଞ୍ଜର…
ବିଜେଡିରେ ଭାଜପା ନେତା
ସୁନ୍ଦରଗଡ,୧୪।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡର ଯୁବନେତା, ପୂର୍ବତନ କାଉନସିଲର ତଥା ଭାଜପା ନେତା ଡ. ହିମାଂଶୁ ଷଡ଼ଙ୍ଗୀ ଶନିବାର ନିଜ ସମର୍ଥକଙ୍କ ସହ ବିଜେଡିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ ଓ…
ପାଦରେ ଚାଲି ମଧ୍ୟପ୍ରଦେଶରୁ ପୁରୀ
ଗଣିଆ,୧୪ା୧(ସନ୍ତୋଷ କୁମାର ପ୍ରଧାନ)ଜଗା ଦର୍ଶନର ଅଦ୍ୟମ ଇଚ୍ଛାଶକ୍ତି ଆଗରେ ହାର ମାନିଛି ବୟସ। ଶ୍ରୀକ୍ଷେତ୍ରଧାମରେ ଚତୁର୍ଦ୍ଦାମୂର୍ତ୍ତିଙ୍କୁ ଦର୍ଶନ କରିବା ପାଇଁ ସୁଦୂର ମଧ୍ୟପ୍ରଦେଶରୁ ୪ଜଣିଆ ତୀର୍ଥଯାତ୍ରୀ ଦଳ ପୁରୁଣା ଜଗନ୍ନାଥ ସଡ଼କରେ ପାଦରେ ଚାଲି ଚାଲି ପୁରୀ ଅଭିମୁଖେ ଯାଉଛନ୍ତ। ଏହି…
Archives


