ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ
ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଏମ୍ପି ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଥିଲେ। ତେବେ…
ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ
ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍ ଭାଇରାଲ ହେଉଛି। ଏଥିରେ ସେ କହିଛନ୍ତି, ମଧ୍ୟବିତ୍ତ ହେଉଛନ୍ତି ସମାଜର ମେରୁଦଣ୍ଡ। ତେଣୁ ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ମଧ୍ୟବିତ୍ତଙ୍କ…
”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି
କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି ପଛୁଆ ହୋଇ ରହିଯାଇଛି। ଯଦି ବିଜେଡି ଓଡ଼ିଶାକୁ କିଛି ଦେଇଛି, ତାହା ହେଉଛି ଖଣି…
ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ…
ମତଦାନ କଲେ ମନ୍ତ୍ରୀ ରୀତା ସାହୁ
ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ…
”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି
ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ, ”…
ଭୋଟ୍ ଦେଲେ ମନ୍ତ୍ରୀ ଟୁକୁନି ସାହୁ
ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା…
ଭୋଟ୍ ଦେଲେ ଅର୍ଥମନ୍ତ୍ରୀ
ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର ପାଇଁ ଭଞ୍ଜନଗର ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ବନ୍ଦ୍ୱିତା କରୁଛନ୍ତି। ଏହି ଅବସରରେ ସେ କହିଥିଲେ, ଭଞ୍ଜନଗରବାସୀ ମୋତେ…
ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ
ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି ଭାଜପା ଉପରେ ଖୁବ ବର୍ଷିଛନ୍ତି। ଓଡ଼ିଶା ବିରୋଧରେ କିପରି ଛତିଶଗଡ଼ ଓ କେନ୍ଦ୍ର ସରକାର…
ସସ୍ତ୍ରୀକ ଭୋଟ୍ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ
ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ବରଗଡ଼ ବିଧାନସଭା ଆସନରୁ ପ୍ରତିଦ୍ବନ୍ଦ୍ୱିତା କରୁଥିବା କଂଗ୍ରେସ…
ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍ପି…
ଟିଟିଲାଗଡ଼ରେ ଇଭିଏମ୍ ଅଚଳ, ମତଦାନ ବିଳମ୍ବ
ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍ରେ ଇଭିଏମ୍ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍ ଖୋଲିବା ପରେ ଭୋଟରମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିଲେ। ମାତ୍ର ଇଭିଏମ୍ ଅଚଳ ହେବାରୁ ପ୍ରାୟ ଦେଢ଼ ଘଣ୍ଟା ପରେ…

