ରାଜ୍ୟ

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା ଷ୍ଟାର ପ୍ରଚାରକ ସଚିନ ପାଇଲଟ ଏହା କହିଛନ୍ତି। ବାଲେଶ୍ୱର ମିଶନପଡିଆଠାରେ ଜିଲା କଂଗ୍ରେସ ସଭାପତି…

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର ପ୍ରତିହାରୀ, ଭାଜପାରୁ ଲଳିତ କୁମାର ବେହେରା, ସମାଜବାଦୀ ପାର୍ଟିରୁ ପ୍ରଶାନ୍ତ କୁମାର ପାତ୍ର, ସ୍ବାଧୀନ…

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ ଆସୁଥିବା ବେଳେ ଅନ୍ୟ ସମୟରେ ସେମାନଙ୍କର ଦେଖା ମିଳେନାହିଁ। ସୁନ୍ଦରଗଡ଼ ସହରରୁ ୩୦ କିଲୋମିଟର…

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି। ଏଥିରେ ପୋଲିସ ବିଜେଡିର ହାତବାରିସି ସାଜିଥିବା ଭାଜପା ଅଭିଯୋଗ ଆଣିଛି। ନିର୍ବାଚନୀ ହିଂସାକାଣ୍ଡରେ ଜଣେ…

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, କନ୍ଧମାଳ, ଆସିକା ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା…

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ। ଦେବେଶ ମଧ୍ୟ ବିଜେଡିର ରାଜ୍ୟ ଉପସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ପୁତୁରା।…

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର ଆବଶ୍ୟକତା ପଡିଥାଏ। ଯାହାକୁ ନିର୍ଦ୍ଧାରିତ ପ୍ରକ୍ରିୟାରେ ଆବେଦନ କରିବା ପରେ ସ୍ଥାନୀୟ ତହସିଲଦାର ପ୍ରଦାନ…

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି ମୋବାଇଲ ନେଟୱର୍କ ସମସ୍ୟା। ଏହି ସମସ୍ୟା ଦୂର କରିବାକୁ ଏହି ଅଞ୍ଚଳର ଲୋକେ ବାରମ୍ବାର…

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାନରଗୁଡ଼ିକ ଉଦିତ୍‌ନଗର, ପାନପୋଷ, ଡେଲି ମାର୍କେଟ୍‌ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଲଗାଯାଉଛି।…

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏପରିକି ମତଦାନ ପ୍ରତି…

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପିଲାଙ୍କ ପାର୍କ ହୋଇଥିଲେ ପିଲାମାନେ ଖେଳି ମଜା ନିଅନ୍ତେ। ବଡ଼ମାନେ ଘେରାଏ ବୁଲି…

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ ସମସ୍ୟା ସମାଧାନ ହେଉ ନ ଥିବା ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?