ରାଜ୍ୟ

ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…

ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍‌ ଶୋ’ ପାଇଁ ଗୁରୁବାର…

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି ଧାରା ୧୮ ତାରିଖ ଶନିବାରଠାରୁ ନିର୍ବାଚନ ଶେଷ ହେବାର ଗୋଟିଏ ଦିନ ପରେ ଅର୍ଥାତ୍‌…

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ ଚର୍ଚ୍ଚା ଜୋର ଧରିଛି। ହିମନ୍ତ କହିଛନ୍ତି, ରତ୍ନଭଣ୍ଡାର ଚାବି ପାଣ୍ଡିଆନ ଲୁଚାଇ ରଖିଛନ୍ତି। କମିଶନ…

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା ପତ୍ରକୁ ଦଳୀୟ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ପଠାଇଛନ୍ତି। ଗତ ମାସ ରାଜୁ ଦାସ…

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା ରାଜୁଙ୍କୁ ସୋରରୁ ପ୍ରାର୍ଥୀ କରି ଟିକେଟ୍‌ ଫେରାଇ ନେଇଥିଲା। ଯାହା ପରେ ସେ ଅସନ୍ତୋଷ…

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି ପର୍ଯ୍ୟନ୍ତ ଓଡ଼ିଶାରେ କିଛି ପରିବର୍ତ୍ତନ ହୋଇନାହିଁ। ଫୁଲବାଣୀରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଏଭଳି କିଛି…

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର ପ୍ରଚାର ଗାଡ଼ି ଆସିଯିବାରୁ ଖାର୍ଗେ ରାଗିଯାଇ କହିଛନ୍ତି, ଏ କଣ ହେଉଛି, ପୋଲିସ ବଞ୍ଚିଛି…

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ ଯୋଗ ଦେଇ ମୋଦି ସରକାରଙ୍କ ସଫଳତା ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଭାଜପା…

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ ଦେଇଛି…

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪ ବର୍ଷ ଶାସନ କଲେ ମଧ୍ୟ ଏଠାକାର ଲୋକଙ୍କ କିଛି ବି ବିକାଶ ହୋଇନି। ରାଜ୍ୟରେ…

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଯୋଗ ଦେଇ ଭାଜପା…

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ ଲେଖିଛନ୍ତି, ମୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ ଅସୁରକ୍ଷିତ ମନେ କରଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?