ରାଜ୍ୟ

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ, ସ୍ବାମୀ ଓ ଗୁରୁତର ଆହତ ହୋଇଥିବା ବେଳେ ଦୁହିଁଙ୍କୁ ଉଦ୍ଧାର କରାଯାଇ ପ୍ରଥମେ…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣାରେ ସେ ଅତ୍ୟନ୍ତ ମର୍ମାହତ। ଏହି…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସୋମବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୃତକମାନେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ବଢ଼ିଲା ଆଇନଜୀବୀଙ୍କ…

ଭୁବନେଶ୍ୱର,୨୨।୬(ସୁନିତ ମିଶ୍ର): ରାଜ୍ୟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ କଲ୍ୟାଣ ପାଣ୍ଠିରୁ ଅବସର ଗ୍ରହଣ କିମ୍ବା ଦେହାନ୍ତ କ୍ଷେତ୍ରରେ ଆଇନଜୀବୀ ଏବଂ ସେମାନଙ୍କ ପରିବାରକୁ ମିଳୁଥିବା ସହାୟତା ରାଶିର ପରିମାଣକୁ…

ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ବ୍ୟସ୍ତ ବିଧାୟକ: ପାଣି ପାଇଁ ହନ୍ତସନ୍ତ ଗ୍ରାମବାସୀ , ଛାତ୍ରୀଛାତ୍ରଙ୍କ ଧାରଣା

ମୋରଡା,୨୨/୬(ସ୍ମାରକ ମାଜୀ): ଜୁନ କୋଡିଏ ତାରିଖରେ ମୟୂରଭଞ୍ଜ ଜିଲାରେ ଭାଜପା ସରକାର ୨ ବର୍ଷ ପୂର୍ତ୍ତି ପାଳନ କରି ସଫଳତାର ଗାଥା ଗାଉଥିବା ବେଳେ ମୋରଡା ନିର୍ବାଚନମଣ୍ଡଳୀ ଅଧୀନ ରାସଗୋବିନ୍ଦପୁର ବ୍ଲକରେ ଦେଖିବାକୁ ମିଳିଛି ଭାଜପା ସରକାରର ଅସଲ ଚିତ୍ର। ମୟୂରଭଞ୍ଜ…

ସିମେଣ୍ଟ କାରଖାନା ବନ୍ଦ: ତେଜିଲା ଅସନ୍ତୋଷ, ଲୋକେ ଆନ୍ଦୋଳନମୁହାଁ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ମାସ ୧୯ତାରିଖର ସମ୍ପୂର୍ଣ୍ଣଭାବେ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଭାରତ ସରକାରଙ୍କ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟର ସଚିବଙ୍କୁ…

ସରିଲା ଛୁଟି, କେଭିରେ ଆରମ୍ଭ ହେଲା +୨ ପାଠପଢ଼ା

ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ଛୁଟି ସରିବା ପରେ ସୋମବାରଠାରୁ ଗଞ୍ଜାମ ଜିଲାର ସମସ୍ତ ବିଦ୍ୟାଳୟ ଖୋଲିଛି। ଛାତ୍ରୀଛାତ୍ର ନିର୍ଦ୍ଧାରିତ ସମୟରେ ବିଦ୍ୟାଳୟକୁ ଆସିଛନ୍ତି। ଅନ୍ୟପଟେ ଚଳିତ ବର୍ଷ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ବିଜ୍ଞାନ…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ ଯୁବକ ବର୍ବରତାର ସହ ମାଡ଼ ମାରିଛନ୍ତି। ଆହତ ଯୁବକ ଜଣକ କେରଳ ରାଜ୍ୟ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ ରଚିଛନ୍ତି। ରବିବାର ଫାଇନାଲରେ ପୁରୁଷ ଏକକ (ଏସଏଲ୩) ଏବଂ ମିକ୍ସଡ ଡବଲ୍ସ (ଏସଏଲ୩-ଏସୟୁ୫)…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଜଣେ ମନ୍ତ୍ରୀଙ୍କ ପୁତୁରାଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ ଧାନ ଓଜନ ଟଙ୍କା ପାଇ ନ ଥିବା ଅଭିଯୋଗ ହୋଇଥିଲା। ଘଟଣା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?