ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ
ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସ୍ବାସ୍ଥ୍ୟ…
ନୂଆପଡ଼ା ଜିଲାରେ ବାଘ, ଭାଲୁ ଆତଙ୍କ; ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ବନ୍ୟପ୍ରାଣୀ
ନୂଆପଡ଼ା,୪।୧(ମକାରୁ ବେମାଲ): ନୂଆପଡ଼ା ଜିଲାରେ ବାଘ ଓ ଭାଲୁ ଆତଙ୍କ ଲାଗି ରହିଛି। ଫଳରେ ଲୋକଙ୍କ ଜୀବନଯାତ୍ରା ଉପରେ ଏହାର ପ୍ରଭାବ ଦେଖିବାକୁ ମିଳୁଛି। ପ୍ରାତଃଭ୍ରମଣ କରିବା, ଜମିକୁ ଚାଷ କାମ କରିବାକୁ ଯିବା ଲାଗି ଲୋକେ ଭୟ କରୁଛନ୍ତି। ଏପରିକି…
ଅନ୍ତର୍ଜାତୀୟସ୍ତରରେ ପହଞ୍ଚୁଛି ମାଣ୍ଡିଆ, ଆଦିବାସୀଙ୍କ ପାଖରୁ ଯାଇ ହେଲାଣି ବିଦେଶୀ ସମ୍ଭ୍ରାନ୍ତଙ୍କ ପ୍ରିୟ
ସୁନାବେଡା ୪ା୧(କୃତ୍ତିବାସ ପ୍ରଧାନ): ମାଣ୍ଡିଆ ଏମିତି ଏକ ଶସ୍ୟ ଆଦିବାସୀ ଜନଜାତିଙ୍କୁ ଛାଡିଦେଲେ ବାକି ଅନେକ ଲୋକଙ୍କ କାନକୁ ଏହି ଶବ୍ଦଟି ଖରାପ ଶୁଭୁ ଥିଲା। ଲୋକଙ୍କ ମନରେ ଧାରଣା ଥିଲା ଏହା ଆଦିବାସୀମାନଙ୍କ ଖାଦ୍ୟ। କିନ୍ତୁ ବର୍ତ୍ତମାନ ସମୟରେ ଏହି…
ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ
ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍ୱେରେ ୪୦ କୋଟି…
ଆଜିଠୁ ଛାତ୍ରୀଛାତ୍ରଙ୍କୁ ଏନ୍ଇଇଟି, ଜେଇଇ କୋଚିଂ; ୮ଟାରୁ ୧୦ଟା କମ୍ବାଇନ୍ଡ ୱାର୍ମ ଅପ୍ କ୍ଲାସ୍
ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତାମୂଳକ ଦକ୍ଷତା ବୃଦ୍ଧି ପାଇଁ ଗୁରୁବାରଠାରୁ ଏନ୍ଇଇଟି ଏବଂ ଜେଇଇ ଆଶାୟୀଙ୍କୁ ଅନ୍ଲାଇନ୍ କୋଚିଂ ମିଳିବ। ସମ୍ପୂର୍ଣ୍ଣ ରୂପେ ଆଭାସି…
କେନ୍ଦୁଝରରେ ଅନାହାର ମୃତ୍ୟୁ
କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ଅନାହାରରୁ ମୃତ୍ୟୁ ସହ ସଂଘର୍ଷ କରୁଥିଲେ। ସ୍ଥିତି ଏପରି ହୋଇଥିଲା ଯେ ବିଛଣାରୁ ଉଠିବାକୁ ବଳ ପାଉ ନ ଥିଲା। ୩ ଛୁଆ ମଧ୍ୟ ଖାଦ୍ୟ ଅଭାବରୁ ରୋଗାଗ୍ରସ୍ତ ହୋଇଯାଇଥିଲେ। ଅବଶ୍ୟ ପ୍ରଶାସନ ପକ୍ଷରୁ ଉକ୍ତ…
ଗୋପପୁରରେ ଭୟାବହ ଅଗ୍ନିକାଣ୍ଡ: ଘର ସହ ୧୩ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ
ନିଶ୍ଚିନ୍ତକୋଇଲି,୪ା୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ ବଖରା ଗୃହ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଘରେ ଥିବା ୧୮ଟି ଛେଳି ମଧ୍ୟରୁ…
ଜଗତ୍ସିଂହପୁର ଜିଲା: ଅଚଳ ଶତାଧିକ ଅନୁଷ୍ଠାନ
ଜଗତ୍ସିଂହପୁର, ୪ା୧ (ପ୍ରମୋଦ କୁମାର ନାୟକ): ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ଅଭିଯାନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା ଓ ୟୁନିୟନ ଆଦି ସୃଷ୍ଟି ହୁଏ। ଏହି ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ…
କେନ୍ଦ୍ରାପଡ଼ା ଜିଲାରେ ବଢ଼ୁଛି ଚିଙ୍ଗୁଡ଼ି ଘେରି, କମୁଛି ଜଙ୍ଗଲ, ଚାଷ ଜମି
କେନ୍ଦ୍ରାପଡ଼ା, ୪ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଚିଙ୍ଗୁଡି ଘେରିର ଅହେତୁକ ଭାବେ ବୃଦ୍ଧି ସ୍ଥାନୀୟ ଅଞ୍ଚଳବାସୀ ସହ ପରିବେଶବିତ୍ଙ୍କ ଉଦ୍ବେଗର କାରଣ ସାଜିଛି। ଜିଲାରେ ମାତ୍ର ୭୨୯ ଚାଷୀ ଚିଙ୍ଗୁଡ଼ି ଘେରି ପାଇଁ ଜିଲା ମତ୍ସ୍ୟ ବିଭାଗରୁ ଅନୁମତି ନେଇଥିବା…
୬ରେ ଦଶପଲ୍ଲାକୁ ଗଡ଼ିବ ରେଳ
ନୟାଗଡ଼/ଦଶପଲ୍ଲା,୪।୧ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଜାନୁଆରୀ ୬ରେ ଦଶପଲ୍ଲା ରେଳ ଷ୍ଟେଶନ ଉଦ୍ଘାଟନ ହେବ। ଏଥିପାଇଁ ପୂର୍ବତଟ ରେଳ ବିଭାଗର ମହାପ୍ରବନ୍ଧକ ମନୋଜ ଶର୍ମା ନୟାଗଡ଼ ଜିଲାର ଦଶପଲ୍ଲା ଗସ୍ତ କରିଛନ୍ତି। ମହାପ୍ରବନ୍ଧକ ଭୁବନେଶ୍ୱରରୁ ଦଶପଲ୍ଲାକୁ ରେଳ ଇଞ୍ଜିନରେ ଆସି…
ସମ୍ବଲପୁରରେ ଲାଠି ଚାର୍ଜ
ସମ୍ବଲପୁର,୩ା୧: ବୁଧବାର ବସ୍ ଧକ୍କାରେ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁକୁ ନେଇ ସମ୍ବଲପୁରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସହରର ଲକ୍ଷ୍ମୀ ଟକିଜ୍ ଛକରେ ପୋଲିସ ଉତ୍ତ୍ୟେକ୍ତ ଲୋକଙ୍କୁ ଘଉଡ଼ାଇବା ପାଇଁ ଲାଠି ଚାର୍ଜ କରିଛି।
ଓଡ଼ିଶାର ୭ଉତ୍ପାଦକୁ ଜିଆଇ ମାନ୍ୟତା
ଭୁବନେଶ୍ୱର,୩।୧(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ୭ଉତ୍ପାଦକୁ ବୁଧବାର ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇସ୍ଥିତ ଭୌଗୋଳିକ ସୂଚକ ରେଜିଷ୍ଟ୍ରି ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଓଡ଼ିଶା ଖଜୁରୀ ଗୁଡ଼(ଗଜପତି), ଢେଙ୍କାନାଳ ମଗଜି,ଶିମିଳିପାଳ କାଇ ଚଟୁଣୀ, ନୟାଗଡ଼ର କଣ୍ଟେଇମୁଣ୍ଡି ବାଇଗଣ, କପଡ଼ାଗଣ୍ଡାର ଡଙ୍ଗରିଆ କନ୍ଧ…
Archives


