ରାଜ୍ୟ

ସୋନପୁରରେ ହାଇୱା ଟ୍ରକ୍ ଧକ୍କାରେ ଦୁଇ ମୃତ, ପୋଲିସ୍ ଭ୍ୟାନ୍କୁ ଭଙ୍ଗାରୁଜା କଲେ ସ୍ଥାନୀୟ ଲୋକ

ସୋନପୁର,୨।୧: ଏକ ଦୁଖଦଃ ଘଟଣାରେ ମଙ୍ଗଳବାର ସୋନପୁର ଜିଲାରେ ଟ୍ରକ ଧକ୍କା ହେବା ପରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାସ୍ଥଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା ବେଳେ ଲୋକମାନେ ପୋଲିସ୍ ଭ୍ୟାନ୍ ଭଙ୍ଗାରୁଜା କରିଥିଲେ। ଖବର ଅନୁଯାୟୀ, ସୋନପୁର ବ୍ଲକ…

ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନ ଯୋଜନା-୨/ଶୂନରେ ସାମିଲ ହେଲା ପଶ୍ଚିମ ଓଡ଼ିଶାର ଦେବ୍ରୀଗଡ଼ ଓ ଖିଣ୍ଡା

ଭୁବନେଶ୍ୱର,୨।୧: ପଶ୍ଚିମ ଓଡ଼ିଶାର ଦୁଇଟି ପ୍ରମୁଖ ସ୍ଥଳ ବରଗଡ଼ ଜିଲାର ଦେବ୍ରୀଗଡ଼ ଏବଂ ସମ୍ବଲପୁର ଜିଲାର ଖିଣ୍ଡାକୁ ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନଯୋଜନା-୨/ଶୂନରେ କେନ୍ଦ୍ର ସରକାର ସାମିଲ କରିଛନ୍ତି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ବିଏମ୍‌ସିର ରାଜସ୍ୱ ଆଦୟ ଲକ୍ଷ୍ୟ ୧୧୫ କୋଟି, ଆଦାୟ ହୋଇଛି ୨୬ ପ୍ରତିଶତ; ନାଲି ଆଖି ଦେଖାଉଛନ୍ତି ଘରୋଇ ସଂସ୍ଥା

ଭୁବନେଶ୍ୱର,୨।୧: ରାଜସ୍ବ ଆଦାୟକୁ ନେଇ ତନାଘନା ଆରମ୍ଭ କରିଛି ବିଏମ୍‌ସି।ଚଳିତ ଆର୍ଥିକ ବର୍ଷ ରାଜସ୍ବ ଆଦାୟ ଲକ୍ଷ୍ୟ ୧୧୫ କୋଟି ରହିଥିବାବେଳେ ଡିମାଣ୍ଡ ପ୍ରାୟ ୮୪ କୋଟି ରହିଛି। ସେଥିମଧ୍ୟରୁ ଧାର୍ଯ୍ୟ ଲକ୍ଷ୍ୟର ମାତ୍ର ୨୬ପ୍ରତିଶତ ଆଦାୟ ହୋଇଥିବାବେଳେ ଡିମାଣ୍ଡର ୩୫…

ଫେବୃଆରୀ ୩ ରୁ ୫ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ବିପୁଳ ସଫଳତା ପାଇଁ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨।୧: ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ…

ନାମଲେଖାବେଳେ ପିଲା ଦେବେ ନିଶାମୁକ୍ତି ଘୋଷଣାନାମା

ନୂଆଦିଲ୍ଲୀ,୨।୧: ଏଣିକି ଆଡମିଶନବେଳେ ପିଲାଦେବେ ନିଶାମୁକ୍ତି ଘୋଷଣାନାମା। ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ନାମଲେଖାବେଳେ ପିଲାମାନେ ଏନେଇ ଘୋଷଣାନାମା ବା ଡିକଲାରେଶେନ ଦାଖଲ କରିବେ। ଆଲକହଲ କିମ୍ବା ନିଶା ଠାରୁ ଛାତ୍ରୀଛାତ୍ରଙ୍କ ଠାରୁ ଦୂରେଇ ରଖିବା ପାଇଁ ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି) ଏକ…

ପ୍ରେମିକ ସହିତ ବୁଲିବାକୁ ଯାଇଥିଲେ, ୧୩ ଜଣ କଲେ ଗଣବଳାତ୍କାର

ଭୁବନେଶ୍ୱର,୨।୧: ଆନ୍ଧ୍ରପ୍ରଦେଶରେ ଗଣବଳାତ୍କାର ଶିକାର ହେଲେ ଓଡ଼ିଶାର ୧୭ ବର୍ଷୀୟ ନାବାଳିକା। ବଏଫ୍ରେଣ୍ଡ ସହିତ ବିଶାଖାପାଟଣାର ଆର.କେ ବିଚ୍ ବୁଲିବାକୁ ଯାଇଥିଲା ବେଳେ ଏଭଳି ଛାତି ଥରା ଘଟଣାର ସାମ୍ନା କରିଛନ୍ତି ନାବାଳିକା। ପୋଲିସ ସୂଚନା ମୁତାବକ ନାବାଳିକାଙ୍କୁ ୧୩ ଜଣ…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ମାମଲା: ସିବିଆଇ ତଦନ୍ତ ନେଇ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ,୨।୧: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସତୀ ହତ୍ୟାକାଣ୍ଡ ମାମଲା ସିବିଆଇ ତଦନ୍ତ ନେଇ ମଙ୍ଗଳବାର ହାଇକୋର୍ଟରେ ଶୁଣାଣି ହୋଇଛି। ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି। ମାର୍ଚ୍ଚ ୫ରେ ମାମଲାର…

କଟକ-ଚାନ୍ଦବାଲି ରାସ୍ତାରେ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ପ୍ରାଣ ହରାଇଥିବା ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ ପ୍ରକାଶ…

ଖୁସିଖବର ରାଜ୍ୟରେ ୧୩୭୫ଟି ପିଜିଟିଙ୍କୁ ମିଳିବ ନିଯୁକ୍ତି: ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨।୧: ରାଜ୍ୟରେ ୧୩୭୫ଟି ପିଜିଟି (Post Graduate Teacher) ଶିକ୍ଷକ ପଦବୀ ଫାଙ୍କା ପଡ଼ିଛି। ଏଥିନିମନ୍ତେ ରାଜ୍ୟ ସରକାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ଏହା ବର୍ତ୍ତମାନ ଚାଲୁ ରହୁଛି। ଆବେଦନର ଶେଷ ତାରିଖ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଧାର୍ଯ୍ୟ…

ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି।

ବରଗଡ଼ ଧନୁଯାତ୍ରା: ରିହର୍ସାଲ ଆରମ୍ଭ କଲେ କଳାକାର

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୧୫ତାରିଖରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚଳିତ ମାସ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଳାକାରମାନେ ମଧ୍ୟ ସେଥିରୁ ବାଦ୍‌ ପଡ଼ିନାହାନ୍ତି।…

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri