ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ: ଆଖି ବୁଜିଲେ ଆଉ ଜଣେ ଗୁରୁତର
ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣରେ ଆଉ ଜଣେ ପୀଡିତ ଆଖି ବୁଝିଛନ୍ତି। ଏଥି ସହିତ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଦୁଇରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର ୨୩ ବର୍ଷୀୟ ଶ୍ରୀତମ ସାହୁ ।…
ମେଡିକାଲ ଛାତ୍ରୀଛାତ୍ରଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ ବଢାଇଲେ ଓଡ଼ିଶା ସରକାର
ଭୁବନେଶ୍ୱର,୩।୧: ନୂଆ ବର୍ଷ ଆରମ୍ଭରୁ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଦେଇଛନ୍ତି ଓଡ଼ିଶା ସରକାର। ନର୍ସିଂ, ଫାର୍ମାସି, ଏଏନଏମ୍ ସହ ଅନ୍ୟ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ଷ୍ଟାଇପେଣ୍ଡ ବୃଦ୍ଧି କରାଯାଇଛି। ଏଣିକି ଏଏନଏମ୍ ଛାତ୍ରଛାତ୍ରୀଙ୍କୁ ମାସିକ ୨ ହଜାର…
ବାଇପାସ୍ ରାସ୍ତା କାମରେ ପୋତି ହେଉଛି କେନାଲ
କେନ୍ଦ୍ରାପଡ଼ା/ପଟ୍ଟାମୁଣ୍ଡାଇ,୩।୧ (ଜଗନ୍ନାଥ ଧଳ/କଳ୍ପତରୁ ନାୟକ) : କଟକ ଜଗତ୍ପୁରଠାରୁ ବାହାରିଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ବାଇପାସ୍ଠାରୁ କଖାରୁଣି ପୋଲ ପର୍ଯ୍ୟନ୍ତ ନୂତନ ବାଇପାସ୍ ରାସ୍ତା ନିର୍ମାଣ କାମ ଚାଲିଛି। କିନ୍ତୁ ଠିକାଦାର ବେଆଇନ ଭାବେ କେନାଲ…
ପାସେଞ୍ଜର ଟ୍ରେନରେ ୨ଗୁଣା ଭଡ଼ା ଆଦାୟ
ଯାଜପୁର,୩୧(ହର୍ଷବର୍ଦ୍ଧନ ବେହେରା): ରେଳ ବିଭାଗର ପୂର୍ବତଟ ରେଳ ଡିଭିଜନ ପକ୍ଷରୁ ଗତ ୩ା୪ା୨୦୨୧ରୁ ଯାତ୍ରୀଙ୍କଠାରୁ ଦୁଇଗୁଣା ଭଡ଼ା ଆଦାୟ କରାଯାଉଛି। ସମସ୍ତ ପାସେଞ୍ଜର ଓ ମେମୁ ଟ୍ରେନଗୁଡ଼ିକୁ ଦ୍ରୁତଗାମୀ ସ୍ପେଶିଆଲ ଟ୍ରେନ ଘୋଷଣା କରି ଗରିବ, ଖଟିଖିଆ, ରୋଗୀ, ଛାତ୍ରୀଛାତ୍ର, ବରିଷ୍ଠ…
ପ୍ରଜ୍ଞାପନ ମେଢ଼: ଚିଠି ଆସିଲାନି
ଭୁବନେଶ୍ୱର, ୩।୧(ସୁନିତ୍ ମିଶ୍ର): ପ୍ରତ୍ୟେକ ବର୍ଷ ଜାନୁଆରୀ ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀସ୍ଥିତ ରାଜପଥରେ ହେଉଥିବା ପରେଡ୍ରେ ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ(ଟାବ୍ଲୋ) ପ୍ରଦର୍ଶିତ ହୋଇଥାଏ। ପ୍ରତିବର୍ଷ କେଉଁସବୁ ରାଜ୍ୟର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ ସେନେଇ ପ୍ରତିରକ୍ଷା ଏବଂ…
ଆସନ୍ତା ୧୮ ଓ ୧୯ରେ ଭୁବନେଶ୍ବରରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର
ଭୁବନେଶ୍ୱର,୨।୧: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା ପେନସନ…
ଜାତୀୟ ରକ୍ତହୀନତା ବିଲୋପ ଅଭିଯାନ: ଓଡ଼ିଶା ସମେତ ୧୭ଟି ରାଜ୍ୟରେ ୧ କୋଟିରୁ ଅଧିକ ଲୋକଙ୍କର ହେଲା ରକ୍ତ ପରୀକ୍ଷା
ଭୁବନେଶ୍ୱର,୨।୧: ଦେଶରେ ଜାତୀୟ ରକ୍ତହୀନତା ବିଲୋପ ଅଭିଯାନ ଅଧୀନରେ ୧ କୋଟିରୁ ଅଧିକ ଲୋକଙ୍କ ରକ୍ତ ପରୀକ୍ଷା କରାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି। ଏହି ଅଭିଯାନରେ ଆସନ୍ତା ୩ ବର୍ଷରେ ୭ କୋଟି ଲୋକଙ୍କ ରକ୍ତ ନମୂନା ପରୀକ୍ଷା…
ସୋନପୁରରେ ହାଇୱା ଟ୍ରକ୍ ଧକ୍କାରେ ଦୁଇ ମୃତ, ପୋଲିସ୍ ଭ୍ୟାନ୍କୁ ଭଙ୍ଗାରୁଜା କଲେ ସ୍ଥାନୀୟ ଲୋକ
ସୋନପୁର,୨।୧: ଏକ ଦୁଖଦଃ ଘଟଣାରେ ମଙ୍ଗଳବାର ସୋନପୁର ଜିଲାରେ ଟ୍ରକ ଧକ୍କା ହେବା ପରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାସ୍ଥଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା ବେଳେ ଲୋକମାନେ ପୋଲିସ୍ ଭ୍ୟାନ୍ ଭଙ୍ଗାରୁଜା କରିଥିଲେ। ଖବର ଅନୁଯାୟୀ, ସୋନପୁର ବ୍ଲକ…
ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନ ଯୋଜନା-୨/ଶୂନରେ ସାମିଲ ହେଲା ପଶ୍ଚିମ ଓଡ଼ିଶାର ଦେବ୍ରୀଗଡ଼ ଓ ଖିଣ୍ଡା
ଭୁବନେଶ୍ୱର,୨।୧: ପଶ୍ଚିମ ଓଡ଼ିଶାର ଦୁଇଟି ପ୍ରମୁଖ ସ୍ଥଳ ବରଗଡ଼ ଜିଲାର ଦେବ୍ରୀଗଡ଼ ଏବଂ ସମ୍ବଲପୁର ଜିଲାର ଖିଣ୍ଡାକୁ ଭାରତ ସରକାରଙ୍କର ସ୍ୱଦେଶ ଦର୍ଶନଯୋଜନା-୨/ଶୂନରେ କେନ୍ଦ୍ର ସରକାର ସାମିଲ କରିଛନ୍ତି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…
ବିଏମ୍ସିର ରାଜସ୍ୱ ଆଦୟ ଲକ୍ଷ୍ୟ ୧୧୫ କୋଟି, ଆଦାୟ ହୋଇଛି ୨୬ ପ୍ରତିଶତ; ନାଲି ଆଖି ଦେଖାଉଛନ୍ତି ଘରୋଇ ସଂସ୍ଥା
ଭୁବନେଶ୍ୱର,୨।୧: ରାଜସ୍ବ ଆଦାୟକୁ ନେଇ ତନାଘନା ଆରମ୍ଭ କରିଛି ବିଏମ୍ସି।ଚଳିତ ଆର୍ଥିକ ବର୍ଷ ରାଜସ୍ବ ଆଦାୟ ଲକ୍ଷ୍ୟ ୧୧୫ କୋଟି ରହିଥିବାବେଳେ ଡିମାଣ୍ଡ ପ୍ରାୟ ୮୪ କୋଟି ରହିଛି। ସେଥିମଧ୍ୟରୁ ଧାର୍ଯ୍ୟ ଲକ୍ଷ୍ୟର ମାତ୍ର ୨୬ପ୍ରତିଶତ ଆଦାୟ ହୋଇଥିବାବେଳେ ଡିମାଣ୍ଡର ୩୫…
ଫେବୃଆରୀ ୩ ରୁ ୫ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ବିପୁଳ ସଫଳତା ପାଇଁ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨।୧: ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଏହି ସମ୍ମିଳନୀ ଆୟୋଜନ କରାଯିବା ନିମନ୍ତେ ଗତ ଡିସେମ୍ବର ୧୯ ତାରିଖରେ…
ନାମଲେଖାବେଳେ ପିଲା ଦେବେ ନିଶାମୁକ୍ତି ଘୋଷଣାନାମା
ନୂଆଦିଲ୍ଲୀ,୨।୧: ଏଣିକି ଆଡମିଶନବେଳେ ପିଲାଦେବେ ନିଶାମୁକ୍ତି ଘୋଷଣାନାମା। ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ନାମଲେଖାବେଳେ ପିଲାମାନେ ଏନେଇ ଘୋଷଣାନାମା ବା ଡିକଲାରେଶେନ ଦାଖଲ କରିବେ। ଆଲକହଲ କିମ୍ବା ନିଶା ଠାରୁ ଛାତ୍ରୀଛାତ୍ରଙ୍କ ଠାରୁ ଦୂରେଇ ରଖିବା ପାଇଁ ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି) ଏକ…
Archives


